ଲଗାଣ ବର୍ଷା, କେନ୍ଦୁଝରରେ ଆଜି ସମସ୍ତ ସ୍କୁଲ ଛୁଟି

ବଞ୍ଚୋ/କେନ୍ଦୁଝର,୨୮।୭(ପ୍ରଦୋଷ ବିଶ୍ୱାଳ /ନରେଶ ପଟ୍ଟନାୟକ ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ଘୋଷଣା କରାଯାଇଛି । ଜିଲାପାଳ ଜିଲ୍ଲାର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ, କଲେଜ ସହ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି।

ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ ଏହି ନିଷ୍ପତ୍ତି ନିଆଯାଇଛି। ଲଗାତାର ବର୍ଷା ଯୋଗୁଁ ଅନେକ ସ୍ଥାନରେ ଜଳବନ୍ଦୀ ଓ ଯାତାୟତ ବ୍ୟାହତ ହୋଇଥିବାରୁ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଏହି ଛୁଟି ଘୋଷଣା କରାଯାଇଛି।
ଜିଲା ପ୍ରଶାସନ ପକ୍ଷରୁ ଅଭିଭାବକ ଓ ସାଧାରଣ ଜନତାଙ୍କୁ ପାଣି ଜମିଥିବା କିମ୍ବା ବନ୍ୟା ପ୍ରଭାବିତ ଅଞ୍ଚଳକୁ ଅନାବଶ୍ୟକ ଯାତାୟତ ନ କରିବା ଏବଂ ପ୍ରଶାସନର ପରାମର୍ଶ ପାଳନ କରିବାକୁ ଅନୁରୋଧ କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ମ୍ୟାଚ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କିଏ ଗଲେ, କିଏ ଆସିଲେ…

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟ ମାସରେ ଭାରତୀୟ ଦଳ ଶ୍ରୀଲଙ୍କା ଗସ୍ତରେ ଯାଇ ୨ଟି ଟେଷ୍ଟ ମ୍ୟାଚ ସିରିଜ ଖେଳିବ। ଏହି ସିରିଜ ପାଇଁ ବିସିସିଆଇ (BCCI) ମଙ୍ଗଳବାର…

ଅଗଷ୍ଟ ୧୩ରେ ଚାମେଲୀଙ୍କ ବିରୋଧରେ ଆସିବ ଅନାସ୍ଥା ପ୍ରସ୍ତାବ: ୨୨ ୱାର୍ଡସଭ୍ୟଙ୍କ ମଧ୍ୟରୁ ୨୧ ସଭ୍ୟାସଭ୍ୟ…

କେନ୍ଦ୍ରାପଡ଼ା/ମହାକାଳପଡ଼ା,୨୮ା୭ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ତିଖିରୀ ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ଆସନ୍ତା ଅଗଷ୍ଟ ୧୩ରେ ଅନାସ୍ଥା ପ୍ରସ୍ତାବ ଆସିବ। ଗତ…

ସିସିଟିଭିରେ କଏଦ ହେଲା ମହିଳାଙ୍କ ଚୋରି ଭିଡିଓ, ଦୋକନକୁ ଯାଇ…

ମୋହନା,୨୮।୭(ମନ୍ମଥ ମିଶ୍ର): ମୋହନାରେ କିଛିଦିନ ହେଲା ଠାକୁରାଣୀ ମନ୍ଦିରରୁ ମା’ଙ୍କ କିରଟି ସହ ଅନ୍ୟାନ୍ୟ ଜିନିଷ ଚୋରି ହୋଇଥିଲା । ଏହାସହ ପାନୀୟ ଜଳ ଯୋଗାଣ ପମ୍ପ…

ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ହାଣିବା ଘଟଣା, ୨୪ଘଣ୍ଟାରେ ଧରିଲା ପୋଲିସ

ପୁରୁଷୋତ୍ତମପୁର,୨୮।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ବଷ୍ଚ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିଲା ।ନିର୍ମମଭାବରେ ହାଣି ହତ୍ଯାଉଦ୍ଯମ କରିବା…

CJP ଆଗରେ ପୁଣି ନଇଁଲେ କି ସରକାର? ସୌରଭ ଦାସଙ୍କ FIR ପ୍ରତ୍ୟାହାରକୁ ନେଇ ବଡ଼ ଦାବି

ନୂଆଦିଲ୍ଲୀ,୨୮ା୭: କୋକ୍ରୋଚ୍ ଜନତା ଦଳ ଦିଲ୍ଲୀର ଜନ୍ତରମନ୍ତରରେ କିଛି ଦିନ ଧରି ପ୍ରତିବାଦ ପ୍ରଦର୍ଶନ କରିଥିଲା। ସଂସଦ ଅଭିମୁଖେ ଯାତ୍ରା ସମୟରେ, ଦିଲ୍ଲୀ ପୋଲିସ ଭିଡ଼କୁ ନିୟନ୍ତ୍ରଣ…

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତିକୁ ସ୍ବାଗତ କଲେ କନ୍ଧମାଳ ଏମପି: କହିଲେ, ଏହା ଏକ ମାଇଲଖୁଣ୍ଟ

ଦାରିଙ୍ଗବାଡି,୨୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ କରିବା ନିଷ୍ପତ୍ତିକୁ ନେଇ ଦାରିଙ୍ଗବାଡି ଅଞ୍ଚଳରେ…

ବଢୁଛି ବନ୍ୟା ଜଳ: ବିପଦପୂର୍ଣ୍ଣ ଭାବେ ଚାଲୁଛି ଡଙ୍ଗା

ମହାକାଳପଡ଼ା,୨୮ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀରେ ବଢୁଛି ବନ୍ୟା ଜଳ। ଏହା ଦ୍ବାରା ମହାନଦୀ – ବାହାକୁଦ – ମୂଷାଡିଆ ଫେରିଘାଟରେ…

କରୁର ଦଳାଚକଟା ଘଟଣା, ମୃତକ ପରିବାରକୁ ଚାକିରି ନିର୍ଦ୍ଦେଶ ହାଇକୋର୍ଟରେ ରଦ୍ଦ

ଚେନ୍ନାଇ,୨୮।୭: ତାମିଲନାଡୁର କରୁର ଦଳାଚକଟା ଘଟଣାରେ ମୃତକଙ୍କ ପରିବାରକୁ ସରକାରୀ ନିଯୁକ୍ତି ଦେବା ପାଇଁ ତାମିଲନାଡୁ ସରକାରଙ୍କ ଏକ ନିର୍ଦ୍ଦେଶନାମାକୁ ମାଡ୍ରାସ ହାଇକୋର୍ଟ ସୋମବାର ଖାରଜ କରିଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri