ବର୍ଷା ପବନ ସାଙ୍ଗକୁ ବିଜୁଳି ଘଡଘଡି: ହଠାତ୍‌ ଜଳିଲା ଘର, ଥିଲେ…

ଧର୍ମଶାଳା,୨୦।୯: ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ବଡ଼ କାଏମା ପଞ୍ଚାଯତର ଦାସସାହି ଗ୍ରାମର ବଟଦାସଙ୍କ ଏକ ଚାଳ ଛପର ଘର ବଜ୍ରପାତରେ ଜଳିଯାଇଛି।
ମିଳିଥିବା ସୂଚନା ଅନୁସାରେ, ଏହି ଚାଳ ଛପର ଘରେ ଦୀର୍ଘ ଦିନ ହେବ ବାରିଣି ରାଉତ ଏବଂ ତାଙ୍କ ସ୍ତ୍ରୀ ଭଡାରେ ରହି ଆସୁଥିଲେ। ଶନିବାର ଅପରାହ୍ନ ସମୟରେ ଅଚାନକ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବିଜୁଳି ମାରିଥିଲା। ହହାତ୍‌ ଏକ ବଜ୍ରପାତରେ ଘର ଉପରେ ନିଆଁ ଲାଗିଯାଇଥିଲା। ଅଗ୍ନିଶମ ବିଭାଗକୁ ଖବର ଦିଆ ଯାଇଥିଲେ ସୁଦ୍ଧା ପହଞ୍ଚି ବାରେ ବିଳମ୍ବ ହେବାରୁ ଲୋକେ ବାଲ୍ଟି ସାହାଯ୍ୟରେ ପାଣି ପକାଇ ଲିଭାଇ ବାକୁ ପ୍ରାୟାସ ଜାରି ରଖିଛନ୍ତି। ପରେ ଅଗ୍ନିଶମ ବହାନି ପହଞ୍ଚି ଥିଲେ। ଏହି ସମୟରେ ସ୍ବାମୀ ସ୍ତ୍ରୀ ଘରେଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟାଜମିରେ ଚାଲିଥିଲା ମାଇନିଂ ଗାଡ଼ି, ପ୍ରଶାସନର ପ୍ରତିଶ୍ରୁତି ପରେ ବି ମିଳିଲାନି ନ୍ୟାୟ, ଶେଷରେ…

ବଣାଇଁ,୧୩ା୬(ପ୍ରଦୀପ ତ୍ରିପାଠୀ): ଖଣି ସମୃଦ୍ଧ ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଆସିଛି ପ୍ରଶାସନିକ ଅବହେଳା ଓ ଜନ ଅସନ୍ତୋଷର ଏକ ସାଂଘାତିକ ଚିତ୍ର। ନିଜ ପଟ୍ଟା ଜମି…

ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଗୁରୁ ଦାୟିତ୍ୱ, ଜୁନ ୩୦ରେ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ,୧୩।୬: କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଭାରତୀୟ ସେନାର ପରବର୍ତ୍ତୀ ସେନା ମୁଖ୍ୟ ଭାବରେ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଉପ ସେନା…

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri