ପ୍ରବଳ ବର୍ଷା: ଭୁଶୁଡ଼ିଲା ଘର କାନ୍ଥ

ରିଷିଡ଼ା,୧୯ା୯ (ସୁଶାନ୍ତ ମଲ୍ଲିକ): ପ୍ରବଳ ବର୍ଷା ଯୋଗୁ ମାଟିକାନ୍ଥ ଭୁଶୁଡିପଡ଼ିଲା। ଫଳରେ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ପଞ୍ଚାୟତ ଖଲିଆପାଲି ଗ୍ରାମରେ। ଗ୍ରାମର ସମ୍ପତ୍ତି ସାହୁଙ୍କ ପରିବାର ଗରିବ ଶ୍ରେଣୀର ହୋଇଥିଲେ ମଧ୍ୟ ଆବାସ ଯୋଜନାରେ ସାମିଲ ହୋଇପାରି ନାହାନ୍ତି। ଫଳରେ ଏକ ଭଙ୍ଗାଦଦରା ମାଟିଘରେ ପରିବାରର ୫ ସଦସ୍ୟ ଜୀବନ ବିତାଉଛନ୍ତି। ଏପରିସ୍ଥଳେ ବୁଧବାର ରାତିରେ ପ୍ରବଳ ବର୍ଷା ହୋଇଥିଲା। ପରିବାର ଲୋକେ ଶୋଇଥିବା ସମୟରେ ହଠାତ୍‌ ମାଟି କାନ୍ଥ ଭୁଶୁଡିପଡିଥିଲା। ପରିବାର ଲୋକେ ବାହାରକୁ ଆସି କୌଣସିମତେ ଜୀବନ ବଞ୍ଚାଇଛନ୍ତି।

ସମ୍ପତ୍ତିଙ୍କ କହିବା କଥା ଘର ଖଣ୍ଡିଏ ପାଇଁ ବିଡ଼ିଓ ଓ ସରପଞ୍ଚଙ୍କ ପାଖକୁ ଯାଇ ଗୁହାରି କରିଥିଲେ ମଧ୍ୟ କିଛି ସୁବିଧା ମିଳି ନାହିଁ। ବ୍ଲକ ପ୍ରଶାସନ ଏ ଦିଗରେ ଦୃଷ୍ଟିଦେଇ ଆବାସ ଘର ଯୋଗାଇ ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦିଅନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀ: ନବୀନଙ୍କ ଦାବି

ଭୁବନେଶ୍ୱର,୧୭।୩: SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ…

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର…

୫ ପ୍ରତିଶତ ବଢିଲା DA: ମାଲାମାଲ ସରକାରୀ କର୍ମଚାରୀ

ଅଗରତାଲା,୧୭।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ଏବେ ଜୋରଦାର ଚାଲିଛି। ଏହି ମଧ୍ୟରେ…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri