Posted inଜାତୀୟ

ପ୍ରବଳ ବର୍ଷା: ଦିନରେ ବି ରାତି ଭଳି ଅନ୍ଧାର

ନୂଆଦିଲ୍ଲୀ, ୧୯।୮: ଦେଶର ବହୁ ରାଜ୍ୟରେ ଲଗାତାର ବର୍ଷା ଲାଗି ରହିଛି। ଦିଲ୍ଲୀରେ ପ୍ରବଳ ବର୍ଷାଯୋଗୁ ଦିନରେ ମଧ୍ୟ ରାତି ଭଳି ଅନ୍ଧାର ଘୋଡ଼େଇ ହୋଇ ରହିଛି। ତୁହାକୁ ତୁହା ବର୍ଷା ସହିତ ଘଡ଼ଘଡ଼ି ବିଜୁଳି ମାରୁଛି। ତଳି ଅଞ୍ଚଳରେ ବର୍ଷାପାଣି ମାଡ଼ିଯିବାରୁ ବାସିନ୍ଦାଙ୍କ ସମସ୍ୟା ବଢୁଥିବା ଦିଲ୍ଲୀ ମହାନଗର ନିଗମ ପକ୍ଷରୁ କୁହାଯାଇଛି। ବହୁ ଅଞ୍ଚଳରେ ବର୍ଷା ଜଳ ଜମା ହୋଇ ରହିବାରୁ ଯିବାଆସିବାରେ ସମସ୍ୟା ସୃଷ୍ଟି ହେବାରେ ଲାଗିଛି। ଟ୍ରାଫିକ୍‌ ନିୟନ୍ତ୍ରଣ କରିବା ଅସମ୍ଭବ ହୋଇ ପଡ଼ିଥିବା କୁହାଯାଉଛି। ଅଗଷ୍ଟ ୨୫ ପର୍ଯ୍ୟନ୍ତ ଦିଲ୍ଲୀରେ ପ୍ରବଳ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଉଦ୍ଧାରକାରୀ ଦଳଙ୍କୁ ସଜାଗ ରଖାଯାଇଛି। ୧୯ରୁ ୨୧ ମଧ୍ୟରେ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି। ଏହାପରେ ବର୍ଷାର ମାତ୍ରା ବଢ଼ିବାର ସମ୍ଭାବନା ଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଟି ନିୟମ ପ୍ରତ୍ୟାହାର କର

ନୂଆଦିଲ୍ଲୀ,୨୦ା୬: ନୂଆ ଆଇଟି ନିୟମ ଆଣି ଟୁଇଟର ଓ ଫେସ୍‌ବୁକ୍‌ ଭଳି ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକୁ ନାଲିଆଖି ଦେଖାଉଥିବା କେନ୍ଦ୍ର ସରକାରଙ୍କୁ ଶନିବାର ଜାତିସଂଘରୁ ଶକ୍ତ...

ମହାରାଷ୍ଟ୍ରରେ ସର୍ବାଧିକ କରୋନା ବର୍ଜ୍ୟ

ନୂଆଦିଲ୍ଲୀ,୧୧।୧: ଦେଶର ଗତ ୭ ମାସ ମଧ୍ୟରେ ୩୨ ହଜାର ୯୯୪ ଟନ୍‌ କରୋନା ବର୍ଜ୍ୟ ଜମା ହୋଇଛି। ସେଥିମଧ୍ୟରେ ପିପିଇ କିଟ୍‌, ମାସ୍କ୍‌, ଜୋତା...

୮୩ ଲ୍ୟାଣ୍ଡମାଇନ୍‌ ନିଷ୍କ୍ରିୟ କଲେ କୋବ୍ରା-ସିଆର୍‌ପିଏଫ୍‌ ଯବାନ

ଗୟା,୨୭।୨: ବିହାରର ଗୟା ଜିଲାରେ ମାଓବାଦୀଙ୍କ ଦ୍ୱାରା ବିଛା ଯାଇଥିବା ୮୩ ଲ୍ୟାଣ୍ଡ୍‌ମାଇନ୍‌କୁ ଠାବ କରି ଏସବୁକୁ ନିଷ୍କ୍ରିୟ କରାଯାଇଛି। କୋବ୍ରା-୨୫୦ ବାଟାଲିୟନ୍‌ ଏବଂ ସିଆର୍‌ପିଏଫ୍‌ର...

କଥା ଦେଇ କଥା ରଖିଲେ ମୋଦି

ନୂଆଦିଲ୍ଲୀ,୧୬।୮: ଟୋକିଓ ଅଲିମ୍ପିକ୍ସ ୨୦୨୦ରେ ଅଂଶଗ୍ରହଣ କ୍‌ରିଥିବା ଭାରତୀୟ ଖେଳାଳିଙ୍କ ପାଇଁ ସୋମବାର ଏକ ଜଳଖିଆ ପାର୍ଟିର ଆୟୋଜନ ହୋଇଛି। ଏହି ପାର୍ଟିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଆଇନ ଲାଗୁ ନେଇ କୋର୍ଟରେ ବିଚାର ଜାରି ରହିଥିବାବେଳେ ବିରୋଧ ପ୍ରଦର୍ଶନ କାହିଁକି, ପ୍ରଶ୍ନ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୪।୧୦: କୃଷି ଆଇନ ଲାଗୁ ହୋଇ ନାହିଁ। ଏହି ମାମଲା ଏବେ କୋର୍ଟରେ ବିଚାରାଧୀନ ରହିଛି। ଏପରିସ୍ଥଳେ ଏହାର ବିରୋଓରେ ପ୍ରଦର୍ଶନ କାହିଁକି କରାଯାଉଛି ବୋଲି...

ଗେହଲଟଙ୍କ ମୁଣ୍ଡରେ ସବୁ ଦୋଷ

ନୂଆଦିଲ୍ଲୀ/ଜୟପୁର,୨୯ା୫: ୫ ମାସ ତଳେ ଯେଉଁ ୩ ହିନ୍ଦୀଭାଷୀ ରାଜ୍ୟରେ ଭାଜପାଠାରୁ କଂଗ୍ରେସ କ୍ଷମତା ଛଡ଼ାଇନେଇଥିଲା ତନ୍ମଧ୍ୟୁ ରାଜସ୍ଥାନ ଅନ୍ୟତମ। ୨୦୦ ଆସନ ବିଶିଷ୍ଟ ରାଜସ୍ଥାନ...

୧୪ ରାଜ୍ୟରୁ ୧୨୭ ସନ୍ଦିଗ୍ଧ ଆଇଏସ୍‌ ଗିରଫ: ଜାକିର ନାଇକଙ୍କ ଭାଷଣ ଶୁଣି ଆତଙ୍କବାଦୀ ସଂଗଠନ ଯୋଗାଯୋଗରେ ଥିଲେ

ନୂଆଦିଲ୍ଲୀ,୧୪।୧୦: ଇସଲାମିକ୍‌ ଧର୍ମ ଉପଦେଶକାରୀ ଜାକିର ନାଇକଙ୍କ ଭାଷଣ ଦ୍ୱାରା ପ୍ରେରିତ ହୋଇ ଆଇଏସ୍‌ ସହିତ ଯୋଗାଯୋଗରେ ଥିବା ୧୨୭ ସନ୍ଦିଗ୍ଧଙ୍କୁ ୧୪ ରାଜ୍ୟରୁ ଗିରଫ...

ଏହି ପାମ୍ପଡ଼ ଖାଇଲେ ହେବନି କରୋନା ସଂକ୍ରମଣ: ଭାଜପା ମନ୍ତ୍ରୀ

ନୂଆଦିଲ୍ଲୀ, ୨୫।୭: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ଧରୁ ନ ଥିବାବେଳେ ଭାଜପାର ସଂସଦୀୟ ବ୍ୟାପାର ଏବଂ ଭାରି ଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ...

Advertisement
Archives

Model This Week