Posted inଜାତୀୟ

ଦେଶର ଅଧିକାଂଶ ରାଜ୍ୟରେ ପ୍ରଳୟ୍‌ଙ୍କରୀ ବର୍ଷା, ମହାରାଷ୍ଟ୍ରରେ ୮୩, ଗୁଜରାଟରେ ୬୩ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୨ ।୭: ଦେଶର ଅଧିକାଂଶ ରାଜ୍ୟରେ ପ୍ରବଳ ବର୍ଷା ଓ ବନ୍ୟା ଫଳରେ ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ମହାରାଷ୍ଟ୍ର, ଗୁଜରାଟ, ହିମାଚଳ ପ୍ରଦେଶ ଓ କର୍ନାଟକରେ ସ୍ଥିତି ସଙ୍ଗିନ ହୋଇଯାଇଛି । ଏସବୁ ରାଜ୍ୟରେ ଆଜିବି ବର୍ଷାକୁ ନେଇ ଆଲର୍ଟ ଜାରି କରାଯାଇଛି । ଲଗାଣ ବର୍ଷା ଫଳରେ ମହାରାଷ୍ଟ୍ରରେ ସ୍ଥିତି ଉଦ୍‌ବେଗଜନକ ହୋଇଯାଇଛି । ଏବେ ପର୍ଯ୍ୟନ୍ତ ଏଠାରେ ୮୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପାଣିପାଗ ବିଭାଗ ପକ୍ଷରୁ ୬ ଜିଲାକୁ ରେଡ ଆଲର୍ଟ ଜାରି କରଯାଇଛି । ଆସନ୍ତା ୭୨ ଘଣ୍ଟା ସତର୍କ ରହିବାକୁ ସୂଚନା ଦିଆଯାଇଛି । ସେହିପରି ଗୁଜରାଟରେ ଲଗାଣ ବର୍ଷା ଫଳରେ ୬୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?