୫ ଯାଏ ପ୍ରବଳ ବର୍ଷା : ଏସବୁ ଜିଲାକୁ…

ଭୁବନେଶ୍ୱର,୧।୭: ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମଙ୍ଗଳବାର ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲାକୁ ଅରେଞ୍ଜ ୱାର୍ନିଂ ଜାରିକରାଯାଇଛି। ବୁଧବାର ମସ୍ୟଜୀବୀମାନଙ୍କୁ ସମୁଦ୍ର ଯିବାକୁ ମନା କରାଯାଇଛି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ୪ ତାରିଖ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୋମବାର ସତର୍କ କରାଯାଇଛି।  ଅତିପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ସମ୍ବଲପୁର ଏହି ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିଲା। ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ସୁବର୍ଣ୍ଣପୁର, ଅନୁଗୋଳ ଏବଂ ଦେବଗଡ଼ ଏହି ୬ ଜିଲାକୁ ୟେଲେ ଓ୍ବାର୍ନିଂ ଜାରି ମଧ୍ୟ ଜାରି  ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

ଦାଦନ ସମସ୍ୟା ଦୂର ସହ ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଆଲୋଚନା

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଦାଦନ ସମସ୍ୟା ଦୂର କରିବା ସହ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି କରି ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଦାରିଙ୍ଗବାଡ଼ି ଜାଗୃତି…

ଏଣିକି ATM ରୁ ଟଙ୍କା ସହ ନୂଆ ଡେବିଟ କାର୍ଡ ବି ମିଳିବ, ଜାଣନ୍ତୁ କେମିତି?

ନୂଆଦିଲ୍‌ଲୀ,୯।୯: ଯେତେବେଳେ କୌଣସି ବ୍ୟକ୍ତି ବ୍ୟାଙ୍କ ଖାତା ଖୋଲନ୍ତି, ତେବେ ତାହାର ୧ ସପ୍ତାହ ପରେ ଘରେ ଏଟିଏମ କାର୍ଡ (ଡେବିଟ କାର୍ଡ) ପହଞ୍ଚିଥାଏ। ତେବେ ନୂତନ…

KBC କୁ ବାଏ ବାଏ କରିବେ ଅମିତାଭ! କୋଟି କୋଟି ପ୍ରଶଂସକଙ୍କୁ ଝଟ୍‌କା…

ମୁମ୍ବାଇ: ହିନ୍ଦୀ ସିନେମାର ମହାନାୟକ ଅମିତାଭ ବଚ୍ଚନ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଦର୍ଶକଙ୍କ ମନୋରଞ୍ଜନ କରିଆସୁଛନ୍ତି। କେବଳ ଜଣେ ଅଭିନେତା ଭାବରେ ନୁହେଁ, ବରଂ…

ଗଣେଶ ପୂଜାକୁ ନେଇ ପୋଲିସର କଡ଼ା ଆଭିମୁଖ୍ୟ: ଡିଜେ ଶୋଭାଯାତ୍ରା ସମ୍ପୂର୍ଣ୍ଣ ନିଷେଧ

ଗଞ୍ଜାମ,୯ା୯(ବିଦ୍ୟାଧର ସାହୁ): ଚଳିତ ମାସ ୧୪ରେ ପାଳିତ ହେବ ଅଗ୍ର୍ୟ ପୂଜ୍ୟ ମହାବିନାୟକ ଗଣେଶ ପୂଜା l ଚଳିତ ବର୍ଷ ଗଣେଶ ପୂଜା ନିମନ୍ତେ କଡା ଆଭିମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri