Posted inଜାତୀୟ

୧୨ ରାଜ୍ୟକୁ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୧୩ା୬: ରାଜଧାନୀ ଦିଲ୍ଲୀ ସମେତ ଦେଶର ଅନେକ ରାଜ୍ୟର ଲୋକମାନେ ପ୍ରବଳ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି। ଜୁନ୍‌ ୧୬ ପର୍ଯ୍ୟନ୍ତ ଉତ୍ତରପ୍ରଦେଶ, ହରିୟାଣା, ପଞ୍ଜାବ, ଦିଲ୍ଲୀ ଏବଂ ଝାଡ଼ଖଣ୍ଡର କେତେକ ଅଞ୍ଚଳରେ ପ୍ରବଳ ଖରା ହେବା ସହ ଆଉ କିଛି ରାଜ୍ୟରେ ପ୍ରବଳ ବର୍ଷାର ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ (ଆଇଏମଡି)।

ଜୁନ୍‌ ୧୮ ପର୍ଯ୍ୟନ୍ତ ଦିଲ୍ଲୀରେ ହିଟ୍‌ ଓ୍ବେଭ୍‌ ନେଇ ସତର୍କ ସୂଚନା ଜାରି କରାଯାଇଛି। ତେବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦେଶର ଅନେକ ରାଜ୍ୟରେ ପହଞ୍ଚିଛି। ଜାଣନ୍ତୁ କେଉଁ ରାଜ୍ୟରେ ମୌସୁମୀ ପ୍ରବେଶ କରିଛି ଏବଂ କେବେ ବର୍ଷା ଉତ୍ତର ଭାରତ ସମେତ ଅନ୍ୟ ରାଜ୍ୟରେ ପହଞ୍ଚିବ।

ବିହାର, ଝାଡ଼ଖଣ୍ଡ ଏବଂ ଉତ୍ତରପ୍ରଦେଶର ଲୋକମାନେ ଆଶା କରୁଥିଲେ ମୌସୁମୀ ଠିକ୍‌ ସମୟରେ ରାଜ୍ୟରେ ପ୍ରବେଶ କରିବ, କିନ୍ତୁ ତାହା ହେଲା ନାହିଁ। ଫଳସ୍ବରୂପ, ଏହି ରାଜ୍ୟଗୁଡ଼ିକରେ ମୌସୁମୀ ଏପର୍ଯ୍ୟନ୍ତ ପହଞ୍ଚି ନାହିଁ। ଏଥିସହିତ ଜୁନ୍‌ ୨୫ ପରେ ମହାରାଷ୍ଟ୍ର, ଛତିଶଗଡ଼, ଓଡ଼ିଶା, ଉପକୂଳ ଆନ୍ଧ୍ରପ୍ରଦେଶ ଏବଂ ଆସାମ, ସିକ୍କିମ ସମେତ ୧୨ଟି ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।


Enter your email to get our daily news in your inbox.

All Right Reserved By Dharitri.Com

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?