Posted inଖେଳ

ନ୍ୟୁଜିଲାଣ୍ଡ-ଭାରତ ଦ୍ୱିତୀୟ ଓ୍ବାର୍ମଅପ୍‌ ମ୍ୟାଚ୍‌ ବାତିଲ

ବ୍ରିସବେନ୍‌,୧୯।୧୦: ଟି୨୦ ବିଶ୍ୱକପ୍‌ରେ ଭାରତୀୟ ଟିମ୍‌ ବୁଧବାର ନିଜର ଦ୍ୱିତୀୟ ଓ୍ବାର୍ମ ଅପ୍‌ ମ୍ୟାଚ୍‌ ଖେଳିଥାନ୍ତା। ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌କୁ ମୂଷଳଧାର ବର୍ଷା କାରଣରୁ ବାତିଲ କରାଯାଇଛି। ତେବେ ଅକ୍ଟୋବର ୨୩ରେ ପାକିସ୍ତାନ ବିପକ୍ଷରେ ସୁପର-୧୨ ମୁକାବିଲାକୁ ଓହ୍ଲାଇବ ଭାରତ। ଏମିତିରେ ଭାରତର ପ୍ରସ୍ତୁତି ଲାଗି ମ୍ୟାଚ୍‌ ବହୁତ ଗୁରୁତ୍ୱପୂର୍ଣ୍ଣ ଥିଲା। ପୂର୍ବରୁ ଭାରତ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଓ୍ବାର୍ମ ଅପ୍‌ ମ୍ୟାଚ୍‌ ଖେଳିଥିଲା। ଏଥିରେ ଦମ୍‌ଦାର ବୋଲିଂ ସାଙ୍ଗକୁ ବ୍ୟାଟିଂ ନେଇ ଦଳ ବିଜେତା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାଂଲାଦେଶକୁ ବଡ଼ ଝଟ୍‌କା

ଢାକା,୪ା୮: ପିଠିରେ ଆଘାତ ଯୋଗୁ ବାମହାତି ବ୍ୟାଟର ତାମିମ ଇକ୍‌ବାଲ ବାଂଲାଦେଶ ଦିନିକିଆ ଦଳର ଅଧିନାୟକ ପଦବୀରୁ ଓହରିଯାଇଛନ୍ତି। ସେ ଆଗାମୀ ଏସିଆ କପ୍‌ରେ ଖେଳିପାରିବେ...

ଏସିଆନ୍‌ ଗେମ୍ସ ଲାଗି ଟିମ୍‌ ଇଣ୍ଡିଆର ହେଡ୍‌ କୋଚ୍‌ ହେବେ ଭିିଭିଏସ୍‌ ଲକ୍ଷ୍ମଣ

ନୂଆଦିଲ୍ଲୀ,୨୭।୮: ଏସିଆ କପ୍‌ ଏବଂ ଦିନିକିଆ ବିଶ୍ୱକପ୍‌ ମଧ୍ୟରେ ଏସିଆନ୍‌ ଗେମ୍ସ ଖେଳାଯିବ। ସେପ୍ଟେମ୍ବର ୨୩ରୁ ଅକ୍ଟୋବର ୮ ପର୍ଯ୍ୟନ୍ତ ଚାଇନାର ହାଙ୍ଗଜୋରେ ଅନୁଷ୍ଠିତ ହେବାକୁ...

ଖେଳରନ୍ନ ପାଇଁ ପ୍ରମୋଦଙ୍କ ନାମ ସୁପାରିସ

ଭୁବନେଶ୍ୱର, ୬।୭(କ୍ରୀଡ଼ା ପ୍ରତିନିଧି)-ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ ଆଉ ୨ ଓଡ଼ିଆ ଖେଳାଳିଙ୍କ ନାମ ସୁପାରିସ...

କେନ୍‌ ରିଚାର୍ଡସନଙ୍କ ସ୍ଥାନରେ ସ୍କଟ୍‌ କଗ୍‌ଲିିନ୍‌

ଅହମଦାବାଦ, ୨୮।୪(ପି.ଟି.)-ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)-୧୪ର ଅବଶିଷ୍ଟ ଅଂଶ ପାଇଁ କେନ୍‌ ରିଚାର୍ଡସନଙ୍କ ସ୍ଥାନରେ ନ୍ୟୁଜିଲାଣ୍ଡ ପେସ୍‌ ବୋଲର ସ୍କଟ କଗ୍‌ଲିନ୍‌ଙ୍କୁ...

କରୋନା ଭାଇରସ ପ୍ରଭାବ: ରୁଦ୍ଧଦ୍ୱାରରେ ହେବ ସୁମୋ ଟୁର୍ନାମେଣ୍ଟ

ଟୋକିଓ,୧ା୩(ଏଏଫ୍‌ପି)-କରୋନା ଭାଇରସ ପାଇଁ ସତର୍କତା ମୂଳକ ପଦକ୍ଷେପ ସ୍ବରୂପ ସୁମୋ ସ୍ପ୍ରିଙ୍ଗ୍‌ ଟୁର୍ନାମେଣ୍ଟ ରୁଦ୍ଧଦ୍ୱାର ମଧ୍ୟରେ ହେବ। ଏହି ଖେଳର ପରିଚାଳନା ପରିଷଦ ରବିବାର ପ୍ରକାଶ...

ସେମିରେ ବୋପାନ୍ନା-ଶାପୋଭାଲୋଭ

ମଣ୍ଟ୍ରିଲ,୧୦।୮(ପିଟି)- ଭାରତୀୟ ଟେନିସ ଷ୍ଟାର ରୋହନ ବୋପାନ୍ନା ଓ ତାଙ୍କ ସାଥୀ ଡେନିସ ଶାପୋଭାଲୋଭ ଏଠାରେ ଚାଲିଥିବା ଏଟିପି ମଣ୍ଟ୍ରିଲ ମାଷ୍ଟର୍ସର ପୁରୁଷ ଡବଲ୍ସ ବର୍ଗରେ...

ଦିନିକିଆ କ୍ରିକେଟ୍‌ରୁ ଅବସର ନେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଲଣ୍ଡନ,୧୮।୭: ଇଂଲଣ୍ଡ ଟେଷ୍ଟ ଦଳର ଅଧିନାୟକ ବେନ ଷ୍ଟୋକ୍ସ ଦିନିକିଆ କ୍ରିକେଟରୁ ଅବସର ନେଇଛନ୍ତି। ସୋମବାର ସେ ଏହା ଘୋଷଣା କରିଛନ୍ତି। ମଙ୍ଗଳବାର ଷ୍ଟୋକ୍ସ ତାଙ୍କ...

‘ଫିଟ୍‌ ଟୁ ଫ୍ଲାଏ’ ସାର୍ଟିଫିକେଟ ଅପେକ୍ଷାରେ ଶାସ୍ତ୍ରୀ

ନୂଆଦିଲ୍ଲୀ, ୧୭। ୯(ପି.ଟି.) ୟୁନାଇଟେଡ କିଙ୍ଗ୍‌ଡମ୍‌(ୟୁକେ)ରେ ଅଟକ ରହିଥିବା ଭାରତର ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ, ଫିଲ୍ଡିଂ କୋଚ୍‌ ଭରତ ଅରୁଣ ଓ ଆର. ଶ୍ରୀଧର...

Advertisement
Archives

Model This Week