ଦାରିଙ୍ଗବାଡ଼ିରେ ଛେଚିଲା ବର୍ଷା, ଜାତୀୟ ରାଜପଥରେ ବନ୍ୟାର ଭ୍ରମ

ଦାରିଙ୍ଗବାଡ଼ି,୬ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଏବଂ ତା’ର ଆଖପାଖରେ ସୋମବାର ଅପରାହ୍ନରେ ବର୍ଷା ଛେଚିଛି। ପ୍ରାୟ ୧ ଘଣ୍ଟା ଧରି ବର୍ଷା ପ୍ରବଳ ମାତ୍ରାରେ ଲାଗିରହିବାରୁ ଚାରିଆଡ଼େ ବର୍ଷା ଜଳ ଭର୍ତ୍ତି ହୋଇଗଲା। ଫଳରେ ବନ୍ୟାର ଭ୍ରମ ସୃଷ୍ଟି କରିଛି ଦାରିଙ୍ଗବାଡ଼ି। ତେବେ ଦାରିଙ୍ଗବାଡ଼ି ବଜାର ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ନଂ ଜାତୀୟ ରାଜପଥ ଉପରେ ଆଣ୍ଠୁଏ ପାଣି ଜମା ହୋଇଯାଇଛି ରାଜପଥର ଉଭୟ ଡ୍ରେନ୍‌ ଉପରେ ଉଠା ଦୋକାନୀମାନେ ଦୋକାନ ପକାଇଥିବା ବେଳେ ଦୀର୍ଘଦିନ ହେଲା ଉକ୍ତ ଡ୍ରେନ ସଫେଇ କରାଯାଇନାହିଁ। ଫଳରେ ବର୍ଷାଜଳ ନିଷ୍କାସନ ହୋଇପାରି ନ ଥିବା ଓ ରାଜପଥ ଉପରେ ବର୍ଷା ଜଳ ଲହଡ଼ି ମାରୁଥିବା ଦେଖିବାକୁ ମିଳିଛି। ରାଜପଥ ଉପରେ ଗାଡ଼ିମୋଟର ଯାତାୟାତ ସମସ୍ୟା ଉପୁଜିଥିବା ବେଳେ ବାଇକ୍‌ ଆରୋହୀ ଏବଂ ପାଦରେ ଚାଲି ଯାତାୟାତ ବହୁତ ସମସ୍ୟା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri