ଗଜପତିରେ ଲଗାଣ ବର୍ଷା: ରିଲିଫ୍ କମିଶନରଙ୍କୁ ତୁରନ୍ତ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨।୧: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଲାଗିରହିଛି। ଗଜପତି ଜିଲାରେ ବର୍ଷାରୁ ନଦୀଗୁଡ଼ିକରେ ଜଳସ୍ତର ବୃଦ୍ଧି ହୋଇ ଅନେକ ଅଞ୍ଚଳ ଜଳମଗ୍ନ ହେବାର ଆଶଙ୍କା ସୃଷ୍ଟି ହୋଇଛି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୁରୁବାର ଜିଲାପାଳଙ୍କ ସହିତ କଥା ହୋଇ ପରିସ୍ଥିତି ବୁଝିଛନ୍ତି। ଜିଲାର ପରିସ୍ଥିତି ଉପରେ ନଜର ରଖିବା, ସ୍ଥିତି ପରୀକ୍ଷା ଓ ସହାୟତା କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ଖଣି-ଇସ୍ପାତ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କୁ ଗଜପତି ପଠାଇଛନ୍ତି।

ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କୁ ତୁରନ୍ତ ଆବଶ୍ୟକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଶାସନ ବନ୍ୟାପ୍ରବଣ ଅଞ୍ଚଳରେ ସତର୍କତା ବଜାରୁ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍‌ଟିଆଇ ଆବେଦନ ପରେ …

ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ…

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ବଡ଼ ଦାବି କଲେ ରାଘବ ଚଢ଼ା: ୩ ବର୍ଷରେ ୧୯,୦୦୦ କୋଟି ଲୁଟିଲେଣି ବ୍ୟାଙ୍କ!

ନୂଆଦିଲ୍ଲୀ,୧୭।୫: ସଂସଦରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ସାଧାରଣ ଜନତାଙ୍କୁ ନେଇ ଏକ ବଡ଼ ପ୍ରସଙ୍ଗ ଉଠିଛି। ସର୍ବନିମ୍ନ ଜମା ରାଶି ନ ରଖିପାରିବାରୁ ଦେଶର ବ୍ୟାଙ୍କଗୁଡ଼ିକ ଗ୍ରାହକଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri