Odisha Elections 2024

କୋରାପୁଟରେ ପ୍ରବଳ ବର୍ଷା

କୋରାପୁଟ,୬ା୯(ଅମିତାଭ ବେହେରା): କୋରାପୁଟରେ ବୁଧବାର ଅପରାହ୍ନ ୪ଟାରୁ ପ୍ରବଳ ବର୍ଷା ଲାଗିରହିଛି। ଫଳରେ ସହରରେ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି। ସହରର ବିଭିନ୍ନ ସ୍ଥାନରେ ବର୍ଷାପାଣି ରାସ୍ତାରେ ଜମି ରହିଥିବା ବେଳେ କେତେକ ଓ୍ବାର୍ଡରେ କିଛି ଘରେ ବର୍ଷା ପାଣି ପଶିଯାଇଥିବା ଜଣାଯାଇଛି। ସ୍ଥାନୀୟ ଖଣି କାର୍ଯ୍ୟାଳୟ ସମ୍ମୁଖ ୨୬ ନଂ ଜାତୀୟ ରାଜପଥରେ ୩ ଫୁଟର ବର୍ଷାପାଣି ପ୍ରବାହିତ ହେଉଛି।

ସୂଚନାଯୋଗ୍ୟ, ବୁଧବାର କୋରାପୁଟ ଜିଲାରେ ୨୯୩.୫.ମିମି ବର୍ଷା ହୋଇଥିବା ବେଳେ ଜିଲାର ବୈପାରୀଗୁଡ଼ାରେ ସର୍ବାଧିକ ୭୩ ମିମି ବର୍ଷା ହୋଇଛି। ଲମତାପୁଟ ବ୍ଲକରେ ୬୭.୪ ମିମି ଜୟପୁରରେ ୬୨.୪ ମିମି କୋରାପୁଟ ବ୍ଲକରେ ୪୭.୬ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ସୂଚନା ମିଳିଛି। କୋରାପୁଟ ସହରରେ ୧୭ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ଅଧିକାରୀ ଜ୍ଞାନଜିତ୍‌ ତ୍ରିପାଠୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ବଢୁଛି ନିର୍ବାଚନୀ ହିଂସା, ଅଧିକ ପୋଲିସ ଫୋର୍ସ ମୁତୟନ

ଛତ୍ରପୁର,୧୮ା୫(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ବଢୁଛି ନିର୍ବାଚନୀ ହିଂସା। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଆସିକା ଲୋକ ସଭା ଅଧୀନ ୭ ବିଧାନସଭା...

ଘରକୁ ଘର ବୁଲି ଭୋଟ୍‌ ପାଇଁ ନିବେଦନ କରୁଛନ୍ତି ପ୍ରାର୍ଥୀ

ହାଟଡିହୀ,୧୮ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ପନ୍ଦାଡ଼ୋ ଏବଂ ଆନନ୍ଦପୁର ବ୍ଲକର ଶାଳବଣୀ ସହ ଆନନ୍ଦପୁର ମ୍ୟୁନିସିପାଲିଟିରେ ବିଜେଡି...

ବାଲେଶ୍ୱରରେ ବର୍ଷିଲେ ସଚ୍ଚିନ ପାଇଲଟ, ଭାଜପା-ବିଜେଡିର ଚାଲିଛି ମଧୁଚନ୍ଦ୍ରିକା

ବାଲେଶ୍ୱର,୧୮।୫: ବାଲେଶ୍ୱରରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ । ବାଲେଶ୍ୱର ମିଶନ ପଡିଆରେ ଆୟୋଜିତ ସଂକଳ୍ପ ସମାବେଶରେ...

ଶେଷଦିନରେ ଦୁଇ ଦଳର ପ୍ରଚାର ଜୋର୍‌ଦାର

ଖଲ୍ଲିକୋଟ,୧୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସିରେ ପ୍ରଚାର ଶେଷଦିନରେ ଦୁଇଦଳର ଜୋର୍‌ଦାର ପ୍ରଚାର ଚାଲିଛି। ପୋଲିସର କଡ଼ା ସୁରକ୍ଷା ବଳୟ ଭିତରେ ପ୍ରଚାର...

ନିର୍ବାଚନ ମଇଦାନ ରାଜକିଶୋର-କୃଷ୍ଣଚନ୍ଦ୍ର ମୁହାଁମୁହିଁ, ପରସ୍ପରକୁ କହିଲେ…

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରେ ମୋଟ୍‌ ୧୭ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇ ସାରିଛନ୍ତି। ବିଜେଡିରୁ...

ନିର୍ବାଚନ ପୂର୍ବରୁ ସୁନ୍ଦରଗଡ଼ରୁ ଜବତ ହେଲା ୨ ଲକ୍ଷ ୪୨ ହଜାର ଟଙ୍କା

ସୁନ୍ଦରଗଡ଼,୧୮।୫: ସୁନ୍ଦରଗଡ଼ ଜିଲା ଭଷ୍ମା ଥାନା ଅଧୀନ କଇଁସରା ଗ୍ରାମରୁ ପୋଲିସ ୨ ଲକ୍ଷ ୪୨ ହଜାର ଟଙ୍କା ଜବତ କରିଛି। ଜବତ ଟଙ୍କା ସମ୍ପର୍କରେ...

ଏନକାଉଣ୍ଟରରେ ନକ୍ସଲ ନିହତ

ମାଲକାନଗିରି,୧୮।୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ପୋଲିସକୁ ମିଳିଛି ପୁଣି ସଫଳତା। ପୋଲିସ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଛି। ସୁକମା ଏସପି କିରଣ...

ଆୟୁଷ ଡାକ୍ତରରେ ଚାଲିଛି ସ୍ବାସ୍ଥ୍ୟସେବା

ଭଦ୍ରକ,୧୮ା୫(ସନାତନ ରାଉତ): ଭଦ୍ରକ ଜିଲା ବନ୍ତ ବ୍ଲକର ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଅଡ଼ାଳପଙ୍କ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଆୟୁଷ ଡାକ୍ତରରେ ସ୍ବାସ୍ଥ୍ୟସେବା ଚାଲିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri