ପୁଣି ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ଥାଇଲାଣ୍ଡ ଉପକୂଳରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଛି। ଏହା ଧିରେ ଧିରେ ଦକ୍ଷିଣ ଆଣ୍ଡାମାନ ସାଗର ଆଡ଼କୁ ଗତି କରିବ। ଯାହାର ପ୍ରଭାବରେ ଶନିବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏ ନେଇ ଭୁବେନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି।ଲଘୁଚାପ କ୍ଷେତ୍ରଟି ଧିରେ ଧିରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ୧୫ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୧୬ ଓ ୧୭ ତାରିଖରେ ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ପିନାକୀ: ମୁଖ୍ୟମନ୍ତ୍ରୀଙ୍କ ୨୧ ଲୋକ ସଭା ଜିତିବା ପ୍ରଶ୍ନର ଉତ୍ତରରେ କହିଲେ ଶାହଙ୍କୁ ୧୨୦+ ମିଶନ ନେଇ ପ୍ରଥମେ ପ୍ରଶ୍ନ କରାଯାଉ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ପୁରୀ ଜିଲାର ୬ଟି ନିର୍ବାଚନମଣ୍ଡଳୀ ମଧ୍ୟରୁ ବିଜେଡି ୪ଟିରେ ବିଜୟୀ ହୋଇଥିବା ବେଳେ ୨ଟି ଭାଜପା ହାତକୁ ଯାଇଛି। ପୁରୀ ଓ ବ୍ରହ୍ମଗିରି ବିଧାନସଭା...

ବୃଦ୍ଧ ଦମ୍ପତିଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ମୃତଦେହ ଉଦ୍ଧାର

ପାଟଣା,୮।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣି ଘାଟି ପଞ୍ଚାୟତ ଗୁଧିରାମପଡ଼ା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି। ବୃଦ୍ଧ ଦମ୍ପତି...

ମେଡିକାଲ ବାରଣ୍ଡାରେ ପ୍ରସବ କଲେ ମହିଳା

ଟିକିରି,୩ା୧୧(ଡି.ଏନ୍‌.ଏ.): ଗର୍ଭବତୀ ମହିଳାଙ୍କ ପାଇଁ ସରକାର ବିଭିନ୍ନ ପ୍ରକାର ଯୋଜନା କରୁଛନ୍ତି। ସେହି ଯୋଜନାରୁ ମଧ୍ୟ କିଛି ଗର୍ଭବତୀ ବଞ୍ଚିତ ହେଉଥିବା ବେଳେ ଆଉ କିଛି...

ଭିଜିଲାନ୍ସ ଜାଲରେ ବିଡିଓ: ୫ ସ୍ଥାନରେ ଏକକାଳୀନ ଚଢାଉ

ଖଡିଆଳ,୧୭।୧(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ ନୂଆପଡା ଜିଲା ଖଡିଆଳ ବିଡିଓ ନାରାୟଣ ସାହୁ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନାରାୟଣ ସାହୁଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ...

ବିଧାନସଭାରେ ଶୋକ:ଭିଡିଓ କନ୍‌ଫରେନ୍ସରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ):  ଷୋଡ଼ଶ ବିଧାନସଭାର ଶୀତକାଳୀନ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ପୂର୍ବତନ ବାଚସ୍ପତି ଶରତ ଚନ୍ଦ୍ର କରଙ୍କ ସମେତ ଦିବଂଗତ ବିଧାୟକଙ୍କ...

ଭିଡିଓ ରେକର୍ଡିଂରେ ହେବ ଯୁକ୍ତ ୨ ପାଠପଢ଼ା: ତାଲିମ ନେବେ ଅଧ୍ୟାପକ

ଭୁବନେଶ୍ୱର, ୩୦।୬(ବ୍ୟୁରୋ): କରୋନା ମହାମାରୀ ଯୋଗୁ ସ୍କୁଲ, କଲେଜ ଖୋଲିବା ନେଇ ନିଶ୍ଚିତତା ନ ଥିବା ବେଳେ ଛାତ୍ରୀଛାତ୍ରଙ୍କ ପାଠପଢ଼ା ବାଧାପ୍ରାପ୍ତ ହେଉଛି। ତେଣୁ ଅନ୍‌ଲାଇନରେ...

ଭୂମିହୀନ ପରିବାରକେ ଭେଟ୍‌ଲେ ଜିଲାପାଳ

ଘଣ୍ଟାପଡା, ୬ା୧୨ (ଡି.ଏନ.ଏ.)- ବୌଦ୍ଧ ଜିଲାପାଳ ଲଲାଟେନ୍ଦୁ ମିଶ୍ର ସୋମବାର କଣ୍ଟାମାଲ ବ୍ଲକ ପରିଦରଶନରେ ଆସି ଆମ୍ବଗଁା ପଁଚେତ୍‌ ଦେଢ଼େଣମାଲ ଗଁାର ନିହାତି ଗରିବ୍‌ ଭୂମିହୀନ...

୨୨ରେ ଜିଲାପାଳ ଅଫିସ ଘେରିବ କଂଗ୍ରେସ

ଯାଜପୁର ଟାଉନ,୨୧।୧୧(ଡି.ଏନ.ଏ.): ଜିଲା କଂଗ୍ରେସ ପକ୍ଷରୁ ଆସନ୍ତା ୨୨ତାରିଖ ଜିଲାପାଳଙ୍କ ଅଫିସ ଘେରାଉ କରାଯାଇ ଗଣଧାରଣା ଦିଆଯିବ ବୋଲି ଜିଲା କଂଗ୍ରେସ ସଭାପତି ମନୋଜ କୁମାର...

Advertisement
Archives

Model This Week