ପୂଜାରେ ଭିଜିବ ଓଡ଼ିଶା

ଭୁବନେଶ୍ବର,୨୭।୯(ବ୍ୟୁରୋ): ଅକ୍ଟୋବର ୧ ତାରିଖ ବେଳକୁ ଉତ୍ତର-ପୂର୍ବ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଅକ୍ଟୋବର ୨ ଓ ୩ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ତେବେ ଘୂର୍ଣ୍ଣିବଳୟଟି ଲଘୁଚାପର ରୂପ ନେବ କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ। ଅନ୍ୟପଟେ, ୨୮ ଏବଂ ୨୯ ତାରିଖରେ ରାଜ୍ୟର କିଛି ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁବାର ସନ୍ଧ୍ୟା ୭ଟାରୁ ଦର୍ଶନ ବନ୍ଦ

ପୁରୀ ଅଫିସ,୧୦ା୭: ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ପହଞ୍ଚତ୍ଛନ୍ତି ତିନିରଥ। ମଙ୍ଗଳବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଦକ୍ଷିଣ ମୋଡ଼...

ବିମାନବନ୍ଦର ସମ୍ପ୍ରସାରଣ କାର୍ଯ୍ୟ ଖୁବ୍‌ଶୀଘ୍ର: ପୋତାହେବ ଓୟୁଏଟି ଫାର୍ମରେ ଥିବା ୨ ପୋଖରୀ

ଭୁବନେଶ୍ୱର, ୮।୩(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ସମ୍ପ୍ରସାରଣ ଓ ପାରିପାର୍ଶ୍ୱିକ ବିକାଶ କାର୍ଯ୍ୟ କିଛିଦିନ ମଧ୍ୟରେ ଆରମ୍ଭ ହେବ। ବିଶେଷକରି ବିମାନ ଉଡ଼ାଣରେ ବଡ଼...

ଷ୍ଟେଶନ-ବସ୍‌ଷ୍ଟାଣ୍ଡ-ବିମାନବନ୍ଦରକୁ ଯିବାକୁ ନାହିଁ କଟକଣା: ଗାଡ଼ିକୁ ମିଳିଲା ୨୪ ଘଣ୍ଟିଆ ପରିବହନ ଅନୁମତି

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଷ୍ଟେଶନ, ବସ୍‌ଷ୍ଟାଣ୍ଡ ଓ ବିମାନବନ୍ଦରକୁ ଯିବାକୁ ଗାଡ଼ି କଟକଣା ନାହିଁ। ଟ୍ୟାକ୍ସି, ଅଟୋ, ବସ୍‌ ଯା’ଆସ କରିବାକୁ ୨୪ ଘଣ୍ଟିଆ ଅନୁମତି ମିଳିଛି। ଏଣୁ...

ଖାଲି ଚାଉଳ ନିଅ

ଭୁବନେଶ୍ୱର,୨୭ା୫(ବ୍ୟୁରୋ):ଆସନ୍ତା ୧୦ ମାସ (ଜୁନ୍‌ରୁ ୨୦୨୩ ମାର୍ଚ୍ଚ) ପାଇଁ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଗହମ ମିଳିବ ନାହିଁ। ଏଥିଯୋଗୁ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା...

ବଢ଼ିଲା କ୍ୱାରାଣ୍ଟାଇନ୍‌ ଅବଧି: ଏଣିକି ୧୪ ଦିନ ପରିବର୍ତ୍ତେ ୨୮ ଦିନ ରହିବେ ଲୋକେ

ଭୁବନେଶ୍ୱର,୮।୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବାହାରୁ ରାଜ୍ୟକୁ ଫେରୁଥିବା ପ୍ରବାସୀଙ୍କ ସଂଖ୍ୟା ବଢ଼ୁଥିବାରୁ ପଜିଟିଭ୍‌ ସଂଖ୍ୟା ଆହୁରୀ ବଢ଼ିବା...

ସୁଜାତାନଗରବାସୀ ଜଳବନ୍ଦୀ: ଏସ୍‌ଆର୍‌ସିଙ୍କୁ ଟୁଇଟ୍‌ ପରେ ମଧ୍ୟ ପଦକ୍ଷେପ ଶୂନ

ପୁରୀ ଅଫିସ,୩୦। ୮: ପ୍ରତିବର୍ଷ ବର୍ଷାଦିନେ ସୁଜାତାନଗର ଏବଂ ମାଟିତୋଟା ଅଞ୍ଚଳବାସୀଙ୍କ ଦୁଃଖ ବଢିଯାଏ। ମାସାଧିକ କାଳ ସେମାନେ ଜଳବନ୍ଦୀ ଜୀବନ ବିତାଇଥାନ୍ତି। ଏଥର ମଧ୍ୟ...

ହୋଟେଲ୍‌ ଛାତରୁ ପଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ପୁରୀ ଅଫିସ,୩।୧: ହୋଟେଲ ଛାତରୁ ପଡି ପର୍ଯ୍ୟଟକଙ୍କ ମୃତ୍ୟୁ ଏଭଳି ଅଭାବନୀୟ ଘଟଣା ଘଟିଛି ପୁରୀ ଚକ୍ରତୀର୍ଥ ରୋଡସ୍ଥିତ ନୀଳାଚଳ ହୋଟେଲ ତିନି ମହଲା ଛାତରେ।...

ନାବାଳକଙ୍କୁ ଅପହରଣ, ନୟାଗଡ଼ରେ ବିକ୍ରି

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜଧାନୀ ଇନ୍‌ଫୋସିଟି ଥାନା ଅଞ୍ଚଳରେ ଜଣେ ଶିଶୁକନ୍ୟାକୁ ବିସ୍କୁଟ ଦେଇ ଅପହରଣ କରାଯିବା ଘଟଣାର ୧୦ଦିନ ପରେ ଖଣ୍ଡଗିରି ଥାନା ଅଞ୍ଚଳରେ ଜଣେ ନାବାଳକଙ୍କୁ...

Advertisement
Archives

Model This Week