Posted inରାଜ୍ୟ

ରାଜଧାନୀରେ ପ୍ରବଳ ବର୍ଷା, ଭାସିଲା ଗାଡ଼ି

ଭୁବନେଶ଼୍ବର ୭।୭: ରାଜଧାନୀ ଭୁବନେଶ଼୍ବରରେ ପ୍ରବଳ ବର୍ଷା ହୋଇଛି । ଫଳରେ ଇସ୍କନ ମନ୍ଦିର ସାମ୍ନା ରାସ୍ତା ବର୍ଷା ପାଣିରେ ବଡ଼ିଯାଇଛି । ରାସ୍ତାରେ ୫ଫୁଟ୍‌ ଉଚ୍ଚର ପାଣି ଜମିଥିବାରୁ କିଛି ଗାଡ଼ି ବୁଡ଼ି ରହିଥିବା ଦେଖିବାକୁ ମିଳିଛି । ଆଜି ରଥଯାତ୍ରା ଥିବାରୁ ଭକ୍ତ ଇସ୍କନ ମନ୍ଦିରରେ ଭକ୍ତମାନଙ୍କ ଗହଳି ଦେଖିବାକୁ ମିଲିଛି । ଭକ୍ତମାନେ ରାସ୍ତାକଡ଼ରେ ଗାଡ଼ି ରଖି ମନ୍ଦିରକୁ ଯାଇଥିବା ବେଳେ ବର୍ଷା ହୋଇଥିଲା । ଫଳରେ ପାଣି ଜମିଯିବାରୁ ଗାଡ଼ିଗୁଡ଼ିକ ବୁଡ଼ି ଯାଇଥିଲା ।

ତେବେ ରାଜଧାନୀରେ ଟିକେ ବର୍ଷା ହେଲେ ମଧ୍ୟ ଇସ୍କନ ମନ୍ଦିର ସାମ୍ନା ରାସ୍ତା ବୁଡ଼ିଯାଏ । ଏହି ସମସ୍ୟା ବର୍ଷ ବର୍ଷ ଧରି ଲାଗି ରହିଥିଲେ ବି ଏହାର ସ୍ଥାୟୀ ପ୍ରତିକାର ହେଇପାରୁନାହିଁ । ଏହାଛଡ଼ା ରାଜଧାନୀରେ ଜଳ ନିଷ୍କାସନ ଅବ୍ୟବସ୍ଥାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?