୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା: ଏହି ସବୁ ଜିଲାରେ ୨୪ ଘଣ୍ଟାରେ…

ଭୁବନେଶ୍ୱର, ୧୩।୭: ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା । ୨୪ ଘଣ୍ଟା ପାଇଁ ୧୪ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ତେବେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକରେ ପ୍ରବଳ ବର୍ଷା ଆଶଙ୍କା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ତେବେ ଆଜି ବିଭିନ୍ନ ଜିଲାରେ ବର୍ଷା ସହିତ ଗୁଳୁଗୁଳି ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୨୦ ଜିଲାରେ ବର୍ଷା ସମ୍ଭାବନା ରହିଥିବାବେଳେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ ଏବଂ ରାୟଗଡ଼ା ଜିଲାକୁ ପ୍ରବଳ ବର୍ଷା ନେଇ ଓ୍ବାର୍ନିଂ ଦିଆଯାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବସ୍–କାର୍ ମୁହାଁମୁହିଁ ଧକ୍କା: କାର୍ ଚାଳକ ମୃତ, ୩ ଗୁରୁତର

ଢେଙ୍କାନାଳ, ୧୩।୭: ଢେଙ୍କାନାଳ ଜିଲା ଗଁଦିଆ ଥାନା ଅନ୍ତର୍ଗତ ଦେଓଗାଁ–କପିଳାସ–ହରିପୁର ରାସ୍ତାରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଓ କାର୍…

୯୬୭ ଦିନ ପରେ ଭାରତୀୟ କ୍ରିକେଟ୍‌ରେ ଘଟିବାକୁ ଯାଉଛି ଏମିତି: ନିଆରା ଦୃଶ୍ୟ ଦେଖିବାକୁ ଚାହିଁରହିଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୧୪ରେ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଏପରି ଏକ ଦୃଶ୍ୟ…

ଭାରତର କିଛି ବି ବିଗାଡ଼ି ପାରିବେନି ଶତ୍ରୁ; ରୁଷିଆ ଦେଲା ଏଭଳି ଅଫର, ଚାଇନା-ପାକିସ୍ତାନ ଶିବିରରେ କମ୍ପନ

ମସ୍କୋ ,୧୩।୭: ଭାରତର ଏୟାର ଡିଫେନ୍ସ ବ୍ୟବସ୍ଥାକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ରୁଷିଆ ଏକ ବଡ଼ ପ୍ରସ୍ତାବ ଦେଇଛି। ନିଜର ସବୁଠାରୁ ଆଡଭାନ୍ସ ଏୟାର ଡିଫେନ୍ସ…

ଅଭିଯୋଗ ଶୁଣିଲେ ଜିଲାପାଳ ଆରକ୍ଷୀ ଅଧୀକ୍ଷକ: ସମସ୍ୟାର ମିଳିଲା ସମାଧାନ

ପୁରୁଷୋତ୍ତମପୁର, ୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସୋମବାର ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।…

ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି: ୨୩ କୋଠରୀ ବିଶିଷ୍ଟ ୪ ମହଲା ଲଜ୍‌ ସହ ୮ଟି ପ୍ଲଟ୍‌ ଠାବ

କୋରାପୁଟ/ବଲାଙ୍ଗୀର, ୧୩।୭ (ଅମିତାଭ ବେହେରା/ସୁନିଲ କୁମାର ମହାନ୍ତି): ଓଡ଼ିଶା କନଷ୍ଟ୍ରକ୍ସନ୍ କର୍ପୋରେସନ୍‌ (OCCL)ର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠାବ ଅଭିଯୋଗରେ…

ନିଜେ ରୋଲର ଚଲାଇ ଡ୍ରଗ୍ସ ନଷ୍ଟ କଲେ ମୁଖ୍ୟମନ୍ତ୍ରୀ: ୧୦ ଦିନ ମଧ୍ୟରେ ୪୭୨ କୋଟିର…

ଗୁଆହାଟୀ,୧୩।୭: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା ନାଲବାରୀ ଜିଲାର ଦୌଲାସାଲସ୍ଥିତ ୧୪ତମ ଆସାମ ପୋଲିସ ବାଟାଲିୟନରେ ଏକ ରାଜ୍ୟସ୍ତରୀୟ ନିଶା ନିବାରଣ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।…

ବଲାଙ୍ଗୀର ସହରର ବ୍ୟବସାୟୀଙ୍କ ମିଳୁନି ପତ୍ତା : କଲ୍ କଲେ ଫୋନ ସ୍ୱିଚ୍‌ ଅଫ୍‌

ବଲାଙ୍ଗୀର, ୧୩।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ପ୍ୟାଲେସ ଲାଇନ୍ ଅଞ୍ଚଳର ବାସିନ୍ଦା ତଥା ବ୍ୟବସାୟୀ ମୃତ୍ୟୁଞ୍ଜୟ ପଟ୍ଟନାୟକ ରବିବାରଠାରୁ ନିଖୋଜ ଥିବା ନେଇ ଅଭିଯୋଗ…

ଅସୁସ୍ଥ ମା’, ଗ୍ରୁପ୍ ଋଣ ଚିନ୍ତାରେ ଏମିତି କାଣ୍ଡ କରିଦେଲେ ପୁଅ

ଭଞ୍ଜନଗର,୧୩।୭ (ବାବୁଲା ପ୍ରଧାନ): ଆର୍ଥିକ ଅନାଟନରେ ପଡ଼ି ମଣିଷ ଅନେକ ସମୟରେ ଭୁଲ ପଦକ୍ଷେପ ନେଇଥାଏ। ପରବର୍ତ୍ତୀ ସମୟରେ ତାହାର ପରିଣାମ ଭୟାବହ ହୋଇଥାଏ। ଏଭଳି ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri