ଟ୍ବିନ୍‌ ସିଟିରେ ପ୍ରବଳ ବର୍ଷା: ୩ ଘଣ୍ଟା ପାଇଁ ସତର୍କ ସୂଚନା ଜାରି

କଟକ/ଭୁବନେଶ୍ୱର,୧ା୧୧: ମାସର ପ୍ରଥମ ଦିନରେ ବର୍ଷାରେ ଭିଜିଛି ଟ୍ବିନ୍‌ ସିଟି କଟକ-ଭୁବନେଶ୍ୱର। ସକାଳୁ ସକାଳୁ ଏହି ଦୁଇ ସହରରେ ପ୍ରବଳ ବର୍ଷା ହୋଇଛି। ଫଳରେ ଜନଜୀବନ ବ୍ୟାହତ ହୋଇପଡ଼ିଛି। ଭୋର୍‌ରୁ ପାଗ ଭଲ ଥିବାବେଳେ ହଠାତ୍‌ ବର୍ଷା ଆରମ୍ଭ ହୋଇଛି। ଏବେ ବି ବର୍ଷା ଜାରି ରହିଛି। ଫଳରେ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସମସ୍ୟା ଦେଖାଦେଇଛି।

Fresh low-pressure area triggers heavy rain in Odisha | Bhubaneswar News - The Indian Express

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଖୋର୍ଦ୍ଧା ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୩ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ସୂଚନାରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଗତଃ ନବ ଦାସଙ୍କ ହତ୍ୟା ଘଟଣା: ହାଇକୋର୍ଟରେ ଜନସ୍ବାର୍ଥ ମାମଲା

ଭୁବନେଶ୍ୱର,୧୮।୧: ପୂର୍ବତନ ମନ୍ତ୍ରୀ ସ୍ବର୍ଗତଃ ନବ ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ଆବେଦନ କରି ହାଇକୋର୍ଟରେ ଜନସ୍ବାର୍ଥ ମାମଲା ହୋଇଛି। ଭାରତୀୟ ବିକାଶ ପରିଷଦର...

ପଟ୍ଟଚିତ୍ର ଗାଁ ବୁଲିଲେ ସିଙ୍ଗାପୁର ରାଷ୍ଟ୍ରପତି

ଭୁବନେଶ୍ୱର,୧୮।୧: ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ ଆଜିକାଲି ଓଡ଼ିଶା ଗସ୍ତରେ ଅଛନ୍ତି। ଶନିବାର ସେ ପଟ୍ଟଚିତ୍ର ଗାଁ ଭାବେ ପରିଚିତ ରଘୁରାଜପୁରରେ ପହଞ୍ଚିଛନ୍ତି। ଥର୍ମନ ଗାଁ...

ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଜାନୁଆରୀ ଶେଷ ସୁଦ୍ଧା…

ଭୁବନେଶ୍ୱର, ୧୮ା୧(ସୁନିତ୍‌ ମିଶ୍ର):ଏ ମାସର ଶେଷ ସପ୍ତାହରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ୪ର୍ଥ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ମିଳିଯିବ। ହେଲେ ବଡ଼ମ୍ବନା ଏବେ ମଧ୍ୟ...

ପାଣ୍ଡିଆନ ସକ୍ରିୟ ଚର୍ଚ୍ଚା ଭିତରେ ଧର୍ମେନ୍ଦ୍ରଙ୍କୁ ଭେଟିଲେ ବିଜେଡି ନେତା, ରାଜନୀତି ହଲଚଲ

ଭୁବନେଶ୍ୱର,୧୮।୧:ଏବେ ବିଜେଡିକୁ ରାଜ୍ୟ ରାଜନୀତି ଜୋର ଧରିଛି। କେତେବେଳେ କାର୍ତ୍ତିକ ପାଣ୍ଡିଆନ ବିଜେଡିରେ ପୁଣି ସକ୍ରିୟ ହୋଇଥିବା ଶୁଣିବାକୁ ମିଳିଛି। ଏବେ ନବୀନ ନିବାସରେ ନବୀନ...

ନବ ଦାସଙ୍କ ହତ୍ୟା ଘଟଣାରେ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ, ଗୋପାଳ ହତ୍ୟାକାରୀ ନା…

ଭୁବନେଶ୍ୱର,୧୮।୧: ନବ ଦାସ ହତ୍ୟା ଘଟଣାରେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଗୋପାଳ ନବ ଦାସଙ୍କ ହତ୍ୟାକାରୀ ନା ଆଉ କିଏ ସେନେଇ ପ୍ରଶ୍ନ ଉଠିଛି।...

୨ୟ ଦିନରେ ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଆଇଟି ଚଢାଉ

ଭୁବନେଶ୍ୱର,୧୮।୧: ସ୍ବର୍ଗତ ନବ ଦାସଙ୍କ ଭାଇ ବ୍ରଜକିଶୋର ଦାସଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଆଜି ବି ଚଢାଉ କରାଯାଇଛି। ସମ୍ବଲପୁର ସ୍ଥିତ ଘର ଓ...

ବଳାତ୍କାର ମାମଲା ଶୁଣାଣି ସମୟରେ କୋର୍ଟ ପରିସରରେ ବିଷ ପିଇଲେ ନାବାଳିକା

କେନ୍ଦ୍ରାପଡ଼ା, ୧୭ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା କୋର୍ଟ ପରିସର ବାହାରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ପୋକ୍‌ସୋ ମାମଲାରେ ସାକ୍ଷୀ...

ଧନୁଯାତ୍ରା ଦେଖିବାକୁ ଯାଇ ବଳାତ୍କାର ମାମଲା: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ପୀଡ଼ିତାଙ୍କ ସହ ଥିବା ଯୁବକଜଣଙ୍କ କିଏ?

ବରଗଡ଼,୧୭।୧(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri