ଟୁଇନ୍‌ସିଟିରେ ପ୍ରବଳ ବର୍ଷା

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଟୁଇନ୍‌ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା। ବୁଧବାର ରାଜଧାନୀ ଭୁବନେଶ୍ବର, କଟକରେ ଆକାଶରେ ପ୍ରବଳ ମେଘ ଘୋଟି ରହିଥିବା ବେଳେ ବର୍ଷା ହେଉଛି। ଫଳରେ ଲୋକମାନଙ୍କୁ ଗରମ ଓ ଗୁଳୁଗୁଳିରୁ ତ୍ରାହି ମିଳିଛି।

ଅପରପକ୍ଷେ ରାଜ୍ୟରେ ସକ୍ରିୟ ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ପୂର୍ବ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ୧୬ ବିଧାନସଭା ଏବଂ ୩ ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ କଂଗ୍ରେସ ୩ଟି ବିଧାନସଭା ଆସନରେ ଆଜି...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ଆଉ ୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସମ୍ବଲପୁରରୁ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ କଂଗ୍ରେସ ଲୋକ ସଭା ପ୍ରାର୍ଥୀ...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ତା’ର ଆଉ ୧୬ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଝାରସୁଗୁଡ଼ାରୁ ଅମିତା ବିଶ୍ୱାଳଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବଡ଼ସାହିରୁ...

ବର୍ତ୍ତମାନ ସୁଦ୍ଧା କେଉଁ ଦଳ କେତେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି, ଆଉ ରହିଲା କେତେ ଜାଣନ୍ତୁ…

ଭୁବନେଶ୍ୱର,୨୦ା୪: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ି ଚାଲିଛି। ବିଶେଷକରି ଭୋଟରଙ୍କ ନଜର ତିନି ପ୍ରମୁଖ ଦଳ ଯଥା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୪୫ ଡିଗ୍ରୀ ଟପିଗଲା ତାତି

ଭୁବନେଶ୍ୱର,୨୦।୪: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପୂର୍ବାନୁମାନ ଅନୁଯାୟୀ ଓଡ଼ିଶାରେ ୪୫ ଡ଼ିଗ୍ରୀ ଅତିକ୍ରମ କରିଛି ତାପମାତ୍ରା। ଶନିବାର ବୌଦ୍ଧରେ ସର୍ବୋଚ୍ଚ ଦିନ...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri