Posted inରାଜ୍ୟ

ଆସୁଛି ବଡ଼ ବର୍ଷା: ଉପକୂଳ ଜିଲାରେ ବଜ୍ରପାତ ସହ ଝଡ଼ବର୍ଷା ଆଲର୍ଟ! ଆଜି ରାତିରେ…

ଭୁବନେଶ୍ୱର,୩୦।୫: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଓଡ଼ିଶାର କିଛି ଜଲାରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଥିବା ଆଲର୍ଟ ଅନୁସାରେ, ନିମ୍ନଲିଖିତ ଜିଲାମାନଙ୍କରେ ବିଶେଷ ସତର୍କତା ଜାରି କରାଯାଇଛି:

ଆଜି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଦେଓଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, ଜାଜପୁର, ସୁନ୍ଦରଗଡ଼, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ ରାୟଗଡ଼ା ଜିଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ପର୍ଯ୍ୟନ୍ତ ହୋଇପାରେ।
ସେହିପରି ଆସନ୍ତାକାଲି ଓଡ଼ିଶାର ଅନେକ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଜୁନ ୧ରେ ଉପକୂଳ ଓଡ଼ିଶା, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଜୁନ ୨ରେ କୋରାପୁଟ, ମାଲକାନଗିରି, ରାୟଗଡ଼ା ଏବଂ ଗଜପତି ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ବା ବଜ୍ରପାତ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି! D ଏରିଆରେ ପ୍ରବେଶ କଲେ ୩ ସନ୍ଦିଗ୍ଧ

ମୋତିହାରୀ,୧୮।୭: ମୋତିହାରୀର ଗାନ୍ଧୀ ମଇଦାନରେ ଶୁକ୍ରବାର ଆୟୋଜିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲି ସମୟରେ କଡ଼ା ସୁରକ୍ଷା ମଧ୍ୟରେ, ସନ୍ଦେହଜନକ ପରିସ୍ଥିତିରେ ତିନି ଜଣ ବ୍ୟକ୍ତି...

ଇନ୍‌କମ୍‌ ଟ୍ୟାକ୍ସ ଦେବା ଏବେ ଆହୁରି ହେଲା ସହଜ, ଅନ୍‌ଲାଇନ୍‌ରେ ଏମିତି ପୂରଣ କରିପାରିବେ ITR-2 ଫର୍ମ

ନୂଆଦିଲ୍ଲୀ,୧୮ା୭: ଆୟକର ବିଭାଗ ୧୮ ଜୁଲାଇ ୨୦୨୫ରୁ ଅନ୍‌ଲାଇନ୍‌ରେ ITR-୨ ଫର୍ମ ଦାଖଲ କରିବାର ସୁବିଧା ଆରମ୍ଭ କରିଛି। ଏବେ ଯେଉଁ ବେତନଭୋଗୀ କରଦାତାମାନଙ୍କର ପୁଞ୍ଜି...

ସୌମ୍ୟାଶୀଙ୍କ ମୃତ୍ୟୁ ଘଟଣା: ପୁଣି ବଡ଼ ଘୋଷଣା କରିଦେଲେ ଭକ୍ତ, ହେବ…

ଭୁବନେଶ୍ୱର,୧୮।୭: ଆସନ୍ତା ୨୧ ତାରିଖରେ ବିଜେଡି ଆରଡିସି ସ୍ତରୀୟ ବିକ୍ଷୋଭ ପାଇଁ ଘୋଷଣା କରିଥିବା ବେଳେ କଂଗ୍ରେସ ମଧ୍ୟ ଏକ ବଡ଼ ନିଷ୍ପତ୍ତି ନେଇଛି। ଏଫ୍‌ଏମ୍‌...

ଶ୍ରାବଣ ମାସରେ KFC ବନ୍ଦ, ହିନ୍ଦୁ ସଂଗଠନର କଡା ଚେତାବନୀ

ଗାଜିଆବାଦ,୧୮।୭: ଉତ୍ତରପ୍ରଦେଶର ଗାଜିଆବାଦର ବସୁନ୍ଧରା ଅଞ୍ଚଳରେ ଶୁକ୍ରବାର ହିନ୍ଦୁ ରକ୍ଷା ଦଳର ସଦସ୍ୟମାନେ ଶ୍ରାବଣ ମାସ ଓ କାଉଡିଆ ଯାତ୍ରା ଚାଲିଥିବା ବେଳେ ଦୁଇଟି ଲୋକପ୍ରିୟ...

କ୍ଲାସ୍‌ ଚାଲିଥିବାବେଳେ ଇଞ୍ଜିନିୟରିଂ କଲେଜରେ ଲାଗିଲା ନିଆଁ: ୬୦ରୁ ଅଧିକ ଛାତ୍ରୀଛାତ୍ର…

ଭୁବନେଶ୍ୱର,୧୮ା୭: ରାଜଧାନୀର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଶୁକ୍ରବାର ପୂର୍ବାହ୍ନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ତେବେ ଅଗ୍ନିକାଣ୍ଡ ପରେ ୬୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ସୁରକ୍ଷିତ ଭାବେ...

FM କଲେଜ ଛାତ୍ର ମୃତ୍ୟୁ ଘଟଣା: ପୁଣି ଆନ୍ଦୋଳନ କରିବ ବିଜେଡି

ଭୁବନେଶ୍ୱର,୧୮।୭: ଆସନ୍ତା ୨୧ ତାରିଖରେ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ। କଟକ, ସମ୍ବଲପୁର, ବ୍ରହ୍ମପୁର ଆରଡିସି ଜୋନରେ ବିକ୍ଷୋପ କରିବ ବୋଲି ବିଜେଡି ନିଷ୍ପତ୍ତି ନେଇଛି।...

ଗୋଟିଏ ଯୁବତୀଙ୍କୁ ବିବାହ କଲେ ୨ ଭାଇ: ଏହି ଜିଲାର ପରମ୍ପରା ବିଷୟରେ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମହାଭାରତ ଯୁଗରେ ଦ୍ରୌପଦୀ ପାଞ୍ଚ ଭାଇଙ୍କୁ ବିବାହ କରିଥିଲେ ଏବଂ ସେ ପାଞ୍ଚ ଭାଇଙ୍କ ସହିତ ସମୟ ବିତାଉଥିଲେ। କିନ୍ତୁ ଆଜିର ସମୟରେ, ଯଦି କେହି...

କୋରମ ଅଭାବରୁ ଆରମ୍ଭ ହୋଇପାରୁନି ଜିଲାପରିଷଦ ବୈଠକ, ୧୯ ସଭ୍ୟ ଅନୁପସ୍ଥିତ

ନୟାଗଡ଼,୧୮ା୭(ଲୋକନାଥ ମିଶ୍ର): କୋରମ ଅଭାବରୁ ଆରମ୍ଭ ହୋଇପାରୁନି ନୟାଗଡ଼ ଦଶମ ଜିଲା ପରିଷଦ ବୈଠକ। ୨୨ ଜିଲା ପରିଷଦ ସଭ୍ୟ ମଧରୁ ୧୯ ସଭ୍ୟ ଅନୁପସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri