ଆସୁଛି ପ୍ରବଳ ବର୍ଷା

ଭୁବନେଶ୍ବର,୨୪।୯: ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବର୍ଷା ସାଙ୍ଗକୁ ବଜ୍ରପାତ ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସତର୍କ ସୂଚନା ଜାରି କରାଯାଇଛି। ଏନେଇ ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଳକାନଗିରି, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ ଓ ସୁନ୍ଦରଗଡ଼ ଜିଲାକୁ ୟେଲୋ ୱାର୍ନିଂ ଦିଆଯାଇଛି।

ସେହିପରି ୨୫ ଓ ୨୬ ତାରିଖରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲାରେ ବର୍ଷା ପରିମାଣ ବଢିବ। ତେବେ ୨୯ରେ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟରେ ୧୫୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୩।୯(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ...

୨ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର

ନୂଆପଡା ଅଫିସ,୧୦।୭: ନୂଆପଡ଼ା ଜିଲା କୋମନା ଥାନା ଅଞ୍ଚଳରେ ଦୁଇ ଭିନ୍ନ ଗାଁରେ ୨ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। କୋମନା...

ଘରେ ଝୁଲୁଛି ମୃତଦେହ, ଚଟାଣରେ ଲେଖାହୋଇଛି ଆମେ ବିଷ ପିଇଛୁ

ଢେଙ୍କାନାଳ ଅଫିସ,୧୦ା୬: ଢେଙ୍କାନାଳରେ ଏକ ଅଭାବନୀୟ ଘଟଣା ଘଟିଛି। ଘର ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ପରସ୍ପର ଏକାଠି ପ୍ରଥମେ ବିଷ ପିଇବା...

ରାଜ୍ୟ ସରକାରଙ୍କ ଡିସେମ୍ବର ଗାଇଡଲାଇନ: ଜାଣନ୍ତୁ କଣ ରହିବ ଖୋଲା, କଣ ପଡିବ ତାଲା

ଭୁବନେଶ୍ୱର,୩୦।୧୧(ବ୍ୟୁରୋ)-ମହାମାରୀ କରୋନାକୁ ନେଇ ଡିସେମ୍ବର ମାସ ପାଇଁ ରାଜ୍ୟ ସରକାର ସୋମବାର ଗାଇଡଲାଇନ ଜାରି କରିଛନ୍ତି। ଡିସେମ୍ବର ୩୧ ଯାଏ ଏହି ଗାଇଡଲାଇନ ବଳବତ୍ତର ରହିବ।...

ବାମଗୋଡ, ପେଟ ଓ କାନ୍ଧରେ ବାଜିଥିଲା ୪ ଗୁଳି

ବାଲେଶ୍ୱର ଅଫିସ/ସିମୁଳିଆ,୨୪।୭: ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଗ୍ୟାଙ୍ଗଷ୍ଟର ସେକ୍‌ ହାଇଦର ନିହତ ହୋଇଛନ୍ତି। ଶନିବାର ଅପରାହ୍ନ ପ୍ରାୟ ୩ଟା ୨୦। ଚୌଦ୍ୱାର ଜେଲ୍‌ରୁ ସେକ୍‌ ହାଇଦରଙ୍କୁ...

ପୁରୀରେ ପହଞ୍ଚିଲା ରଥକାଠ

ପୁରୀ, ଅଫିସ, ୨୩।୩: ପୁରୀରେ ମଙ୍ଗଳବାର ରଥକାଠ ପହଞ୍ଚିଛି । ନୟାଗଡ଼ ବନଖଣ୍ଡ ଅଞ୍ଚଳରୁ ୧୮ ଖଣ୍ଡ ଅସନ ଓ ଧଉରା କାଠ ଆଜି ରଥ...

ହାତୀ କରିଡର: ବିଜ୍ଞପ୍ତି ଜାରି କରୁନି ବନ ବିଭାଗ

ଭୁବନେଶ୍ୱର, ୨୧।୨: ରାଜ୍ୟରେ ୧୪ଟି ହାତୀ ଚଲାପଥ ବା ହାତୀ କରିଡର ରହିଥିବା ୨୦୧୦ରେ ବନ ବିଭାଗ କହିଥିଲା। ୨୦୧୨ରେ କେନ୍ଦ୍ର ସରକାରଙ୍କୁ ଡ୍ରାଫ୍ଟ ନୋଟିସ୍‌...

ପ୍ରଥମ ଶ୍ରେଣୀରୁ ସ୍ପୋକନ ଇଂଲିଶ ଶିକ୍ଷା

ଭୁବନେଶ୍ୱର,୩୦ା୧(ବ୍ୟୁରୋ): ଏଣିକି ରାଜ୍ୟର ସମସ୍ତ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ପିଲାଙ୍କୁ ସ୍ପୋକନ ଇଂଲିଶ ଶିକ୍ଷା ଦିଆଯିବ। ପିଲାମାନଙ୍କ ଗୁଣାତ୍ମକ ଶିକ୍ଷା ବୃଦ୍ଧି ସକାଶେ ସରକାରଙ୍କ ପକ୍ଷରୁ...

Advertisement
Archives

Model This Week