ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୨୮ ଯାଏ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

କୋରାପୁଟ,୨୨।୯(ଅମିତାଭ ବେହେରା): କୋରାପୁଟ ଜିଲାରେ ୨୮ ଯାଏ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଜିଲାପାଳ ଛୁଟି ବାତିଲ କରିଛନ୍ତି। ହେଡ କ୍ୱାର୍ଟର୍ସ ନ ଛାଡ଼ିବା ପାଇଁ ସରକାରୀ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଜିଲାର ସମସ୍ତ ବିଡିଓ ଓ ତହସିଲଦାରଙ୍କୁ ସଜାଗ ରହିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।

ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ବଙ୍ଗୋପସାଗର ଏବଂ ଓଡ଼ିଶା ନିକଟବର୍ତ୍ତୀ ଉପକୂଳ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି। ୨୫ ତାରିଖରେ ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ୨୭ରେ ଅବପାତରେ ପରିଣତ ହୋଇ ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଅତିକ୍ରମ କରିପାରେ। ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ଅଛି। ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକସଭାରେ ଏମିତି କ’ଣ କହିଦେଲେ ରାହୁଲ, ଯାହାକୁ ଶୁଣି ସିଟ୍‌ରୁ ଉଠିପଡିଲେ ଅମିତ ଶାହା, ରାଜନାଥ ସିଂ

ନୂଆଦିଲ୍ଲୀ,୨।୨: ଆଜି ସଂସଦର ବଜେଟ ଅଧିବେଶନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ଉପରେ ଆଲୋଚନା ସହିତ ଆରମ୍ଭ ହୋଇଥିଲା, ଯେଉଁଥିରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ…

ବାତକୁ ନେଇ ଚିନ୍ତିତ କି? ପ୍ରତିଦିନ ତ୍ରିଫଳା ଖାଇଲେ…

ମଣିଷ ଶରୀର ଠିକ୍ ଭାବରେ କାର୍ଯ୍ୟ କରିବା ପାଇଁ, ତିନୋଟି ସନ୍ତୁଳନ ବଜାୟ ରଖିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ: ବାତ, ପିତ୍ତ ଏବଂ କଫ। ଶୀତଦିନେ ସ୍ୱାଭାବିକ ଭାବରେ…

ଡବ୍ଲ୍ୟୁପିଏଲ୍‌ ଏଲିମିନେଟର ମ୍ୟାଚ୍‌ : ପରସ୍ପରକୁ ଭେଟିବେ ଦିଲ୍ଲୀ-ଗୁଜରାଟ

ଭଦୋଦରା,୨ା୨- ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌(ଡବ୍ଲ୍ୟୁପିଏଲ୍‌) ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୫ ଉଇକେଟରେ ୟୁପି ଓ୍ବାରିଅର୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଜେମିମା…

ଏମିତି ଲୁକ୍‌ ଦେଲେ ସୋନମ, ପ୍ରଶଂସକ ଆଶ୍ଚର୍ଯ୍ୟ

ବଲିଉଡ ଫ୍ୟାଶନ ଆଇକନ ତଥା ଷ୍ଟାଇଲ କୁଇନ ସୋନମ କପୁର ଆଜିକାଲି ଜୀବନର ଏକ ସୁନ୍ଦର ପର୍ଯ୍ୟାୟ ଦେଇ ଗତି କରୁଛନ୍ତି। ସେ ଖୁବଶୀଘ୍ର ଦ୍ୱିତୀୟ ସନ୍ତାନ…

ବଜେଟ୍‌କୁ ନେଇ ରେଳ ମନ୍ତ୍ରୀଙ୍କ ସୂଚନା: ଓଡ଼ିଶାକୁ ମିଳିବ ବଡ଼ ଫାଇଦା, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୨।୨: କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୋମବାର ଏକ ପ୍ରେସମିଟ୍‌ କରି ବଡ଼ ସୂଚନା ଦେଇଛନ୍ତି। ରେଳ ମନ୍ତ୍ରୀ କହିଛନ୍ତି, ବଜେଟ୍‌ରେ ଓଡ଼ିଶା ପାଇଁ ୧୦…

ହାଇକୋର୍ଟଙ୍କ ବଡ଼ ରାୟ: ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…

କଟକ,୨।୨: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ। ବିବାହ ବିଚ୍ଛେଦ ଅଥବା ଛାଡପତ୍ର ହୋଇ ସାରିଥିବା ନିର୍ଭରଶୀଳ ଝିଅଙ୍କୁ ପରିବାର ପେନସନ ମିଳିବ । ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ମୃତ୍ୟୁ…

୪ ବର୍ଷ ଧରି ଝିଅକୁ ବଳାତ୍କାର କରୁଥିଲେ ବାପା, ଅଶ୍ଳୀଳ ଭିଡିଓ ଦେଖାଇ…

ଗାନ୍ଧୀନଗର,୨।୨:  ଗୁଜୁରାଟର ରାଜକୋଟରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ୧୯ ବର୍ଷୀୟ ଝିଅକୁ ଚାରି ବର୍ଷ ଧରି ନିଜ ବାପା ବଳାତ୍କାର କରିଥିବା ନେଇ…

ବଜେଟ୍‌କୁ ନିନ୍ଦା କରିବା ପରେ ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ, କହିଲେ ପୂର୍ବରୁ ବିଜେଡି ଥିଲାବେଳେ…

ଭୁବନେଶ୍ୱର,୨।୨: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ କାଉଣ୍ଟର କରିଛନ୍ତି। ନବୀନ ବଜେଟ୍‌ ୨୦୨୬କୁ ନିନ୍ଦା କରିବା ପରେ ସୋମବାର ଉପମୁଖ୍ୟମନ୍ତ୍ରୀ ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri