କାଲି ଏହି ୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର,୩୧ା୭(ଅନୁରାଧା ମହାରଣା) – ସାରା ରାଜ୍ୟରେ ଗୁରୁବାର ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ତେବେ ଶୁକ୍ରବାର ୩ ଜିଲା କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବର୍ଷା ଓ ବଜ୍ରପାତ ପାଇଁ ଏହିସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପଟେ ୧୭ ଜିଲା ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିକୁ ଘଡ଼ଘଡ଼ି ଓ ବିଜୁଳି ଭୟ ରହିଥିବାରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଞ୍ଜ ରୋଭର୍‌ କି ମର୍ସିଡିିଜ ନୁହେଁ: ପୁଟିନଙ୍କୁ ନେବାକୁ କାହିଁକି ଫର୍ଚୁନର ବାଛିଲେ ମୋଦି? ଜଣାପଡିଲା ଅସଲ ସତ

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ତାଙ୍କୁ ସ୍ୱାଗତବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଉପସ୍ଥିତି ଏବଂ କୁଣ୍ଢେଇବା ଦୃଶ୍ୟ ସମସ୍ତଙ୍କ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

ଅସୀମ ମୁନିର ହେଲେ CDF, ପାକିସ୍ତାନର ୩ ସେନା ରହିବେ କଣ୍ଟ୍ରୋଲରେ, ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ଇସଲାମାବାଦ,୫।୧୨: ପାକିସ୍ତାନ ତା’ର ସାମରିକ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆଣିଛି, ଜେନେରାଲ ଅସୀମ ମୁନିରଙ୍କୁ ଦେଶର ପ୍ରଥମ ପ୍ରତିରକ୍ଷା ବାହିନୀ (CDF) ମୁଖ୍ୟ ଭାବରେ...

ମଝି ଆକାଶରେ ଫୁଟବଲ ଖେଳିଲେ ଦୁଇ ଖେଳାଳି, ଭୟଙ୍କର ଦୃଶ୍ୟ ଦେଖିଲେ…

କିଛି ଲୋକ ଅନେକ ଦୁଃସାହସିକ କାର୍ଯ୍ୟ କରିଥାନ୍ତି। ଯାହା ଦେଖି ଲୋକଙ୍କ ପ୍ରାଣବାୟୁ ଉଡ଼ିଯିବା ପରି ଲାଗେ। ବର୍ତ୍ତମାନ ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ...

ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...

ପ୍ରଶଂସକଙ୍କ ପାଇଁ ଖୁସିଖବର: ଦକ୍ଷିଣ ଆଫ୍ରିକା ODI ସିରିଜ ପରେ ଟି-୨୦କୁ ଫେରିବେ ରୋହିତ!

ନୂଆଦିଲ୍ଲୀ,୫।୧୨: ରୋହିତ ଶର୍ମା ଭାରତୀୟ ଘରୋଇ କ୍ରିକେଟ ପ୍ରତି ଏତେ ପ୍ରତିବଦ୍ଧତା ଦେଖାଉଛନ୍ତି ଯେ ସେ କେବଳ ଲିଷ୍ଟ ଏ କ୍ରିକେଟ ନୁହେଁ ବରଂ ଟି-୨୦...

‘ଆତଙ୍କବାଦ ବିରୋଧରେ କାନ୍ଧକୁ କାନ୍ଧ ମିଶାଇ ଠିଆ ହେବା…’, ମୋଦି-ପୁଟିନଙ୍କ ମିଳିତ ବିବୃତ୍ତିରେ ପହଲଗାମ ଆକ୍ରମଣର ଉଲ୍ଲେଖ, ଛାନିଆ ହେଲାଣି ପାକିସ୍ତାନ!

ନୂଆଦିଲ୍ଲୀ,୫।୧୨: ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ବୈଠକ ପରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ମିଳିତ ବିବୃତ୍ତି ଜାରି...

ପ୍ରଶ୍ନପତ୍ର ଲିକ୍‌: ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ

ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri