କାଲି ଏହି ୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର,୩୧ା୭(ଅନୁରାଧା ମହାରଣା) – ସାରା ରାଜ୍ୟରେ ଗୁରୁବାର ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ତେବେ ଶୁକ୍ରବାର ୩ ଜିଲା କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବର୍ଷା ଓ ବଜ୍ରପାତ ପାଇଁ ଏହିସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପଟେ ୧୭ ଜିଲା ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିକୁ ଘଡ଼ଘଡ଼ି ଓ ବିଜୁଳି ଭୟ ରହିଥିବାରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା

କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?