ସେପ୍ଟେମ୍ବରରେ ଓଡ଼ିଶାର ଏସବୁ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨।୯: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଚଳିତ ସେପ୍ଟେମ୍ବର ମାସରେ ଓଡ଼ିଶାରେ ସାଧାରଣ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଏନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଭାରତରେ ସେପ୍ଟେମ୍ବରରେ ସାଧାରଣଠାରୁ ଅଧିକ ବର୍ଷା ହେବ, ଏବଂ ମାସ ଆରମ୍ଭ ସୁଦ୍ଧା ୧୦୭% ବର୍ଷା ହୋଇଛି, ଯାହା ସାଧାରଣଠାରୁ ୭% ଅଧିକ।

ସାଧାରଣତଃ ମୌସୁମୀ ସମୟରେ ୧୩ରୁ ୧୪ଟି ଲଘୁଚାପ ଓ ଅବପାତ ସୃଷ୍ଟି ହୋଇଥାଏ, କିନ୍ତୁ ଏଥର ୧୬ଟି ଲଘୁଚାପ ଓ ଅବପାତ ହେବାର ଆକଳନ ରହିଛି। ଲଘୁଚାପ ହେଲେ ଓଡ଼ିଶାର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ଅଧିକ ବର୍ଷା ହେବ। ବର୍ତ୍ତମାନ ସୃଷ୍ଟି ହୋଇଥିବା ଏକ ଲଘୁଚାପ ଆସନ୍ତାକାଲି ସୁଦ୍ଧା ଉପକୂଳ ଅତିକ୍ରମ କରିବ ବୋଲି ପୂର୍ବାନୁମାନ କରାଯାଇଛି। ଏହା ଫଳରେ ରାଜ୍ୟର କିଛି ଜିଲାରେ ୨୦ ସେମିରୁ ଅଧିକ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ରେଞ୍ଜ ରୋଭର୍‌ କି ମର୍ସିଡିିଜ ନୁହେଁ: ପୁଟିନଙ୍କୁ ନେବାକୁ କାହିଁକି ଫର୍ଚୁନର ବାଛିଲେ ମୋଦି? ଜଣାପଡିଲା ଅସଲ ସତ

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ତାଙ୍କୁ ସ୍ୱାଗତବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଉପସ୍ଥିତି ଏବଂ କୁଣ୍ଢେଇବା ଦୃଶ୍ୟ ସମସ୍ତଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri