୭ରୁ ପ୍ରବଳ ବର୍ଷା: ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ମନା

ଭୁବନେଶ୍ୱର,୫।୮(ବ୍ୟୁରୋ): ଆସନ୍ତା ୭ ତାରିଖରେ ଉତ୍ତର-ପଶ୍ଚିମ ତତ୍‌-ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ହେବାର ସମ୍ଭାବନା ରହିଛି। ମୌସୁମୀ ଏବଂ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୬ ରୁ ୧୦ ଯାଏ ରାଜ୍ୟରେ ମଧ୍ୟମ ଧରଣର ବର୍ଷା ସହ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଟୁଇଟ୍‌ କରି ସୂଚନା ଦେଇଛି। ପାଣିପାଗ ବିଭାଗ ଅନୁଯାୟୀ, ମୌସୁମୀର ସକ୍ରିୟତା ବୃଦ୍ଧି ଏବଂ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୭ ରୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଝଡ-ବର୍ଷା ହେବ। ଏହାସହ ଘଣ୍ଟା ପ୍ରତି ୪୫ ରୁ ୫୫ କି.ମି.ବେଗରେ ପବନ ହେବାର ସମ୍ଭାବନା ରହିଛି। ତେଣୁ ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାପାଇଁ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୋକସ୍‌ରେ ସମ୍ବେଦନଶୀଳ ବୁଥ୍‌

ଢେଙ୍କାନାଳ ଅଫିସ୍‌/ଭୁବନ, ୨୨।୨(ଡି.ଏନ.ଏ) ଢେଙ୍କାନାଳ ଜିଲାରେ ୪ର୍ଥ ତଥା ଅନ୍ତିମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଲାଗି ମଙ୍ଗଳବାର ଭୋଟଗ୍ରହଣ ଅନୁଷ୍ଠିତ ହେବ। କଙ୍କଡ଼ାହାଡ଼ ଏବଂ ଭୁବନ...

କ୍ରିଶନ କୁମାର ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ ଅଫିସ, ୧୫।୮: ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ରାଜ୍ୟ ସରକାର କ୍ରିଶନ କୁମାରଙ୍କୁ ନିଯୁକ୍ତି ଦେଇଛନ୍ତି। ଆସନ୍ତା ୧୯ ତାରିଖରୁ ସେ ଏହି ଅତିରିକ୍ତ...

ଆଜି ପବିତ୍ର ଜନ୍ମାଷ୍ଟମୀ, ଗାଁଠୁ ସହର ଉତ୍ସବ ମୁଖର

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଆଜି ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି। ଏହିଦିନରେ ଧରାପୃଷ୍ଠରେ ଜନ୍ମ ନେଇଥିଲେ ପ୍ରଭୁ ଶ୍ରୀକୃଷ୍ଣ। ଏଥିପାଇଁ ଗାଁଠୁ ସହର ଉତ୍ସବମୁଖର ହୋଇଉଠିଛି। ରାଜଧାନୀର ଇସ୍କନ...

ମିଳିପାରେ ସ୍ବାଧୀନତା: କ୍ଷୀର ମୂଲ୍ୟ ନିର୍ଦ୍ଧାରଣ କରିବ ଓମ୍‌ଫେଡ୍‌

ଭୁବନେଶ୍ୱର, ୧୫।୩(ବ୍ୟୁରୋ): ବର୍ତ୍ତମାନ ବଜାରରେ ଓଡ଼ିଶା ରାଜ୍ୟ ସମବାୟ ଦୁଗ୍ଧ ଉତ୍ପାଦକ ମହାସଂଘ (ଓମ୍‌ଫେଡ୍‌)ର ବିଭିନ୍ନ ସାମଗ୍ରୀର ସ୍ବତନ୍ତ୍ର ଚାହିଦା ରହିଛି। ହେଲେ ଏବେ ପ୍ରତିଯୋଗିତା...

ଆଜି ରାଜ୍ୟରୁ ୬୩ ପଜିଟିଭ୍‌ ଚିହ୍ନଟ, ସର୍ବାଗ୍ରେ ରହିଛି ମୟୂରଭଞ୍ଜ

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୬୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୯୯୨ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ବିବାହ ଉତ୍ସବରେ କୋଭିଡ୍‌ ନିୟମ ଉଲ୍ଲଂଘନ: ୩୦ ହଜାର ଜରିମାନା

ଭଣ୍ଡାରିପୋଖରୀ,୭।୫(ଡି.ଏନ.ଏ)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ରହଣିଆ ପଞ୍ଚାୟତ ପୁରସ୍ତମପୁର ଗ୍ରାମରେ ଏକ ବିବାହ ଉତ୍ସବରେ କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ପ୍ରଶାସନ ପକ୍ଷରୁ ୩୦...

ମୌସୁମୀ ଅଧିବେଶନ ଲାଗି ଶାସକ-ବିରୋଧୀ ପ୍ରସ୍ତୁତ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ବିଧାନସଭାର ମୌସୁମୀ ଅଧିବେଶନ ସେପ୍ଟେମ୍ବର ୧ରୁ ଆରମ୍ଭ ହୋଇ ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ବିଧାନସଭାରେ ବିରୋଧୀ ଭାଜପା ଓ କଂଗ୍ରେସ ବିଭିନ୍ନ ପ୍ରସଙ୍ଗରେ...

କଟାମୁଣ୍ଡର କାହାଣୀ…

ଭୁବନେଶ୍ୱର,୧୨।୨ (ବ୍ୟୁରୋ): ଫେବୃୟାରୀ ୩ରୁ ୧୧। କମିଶନରେଟ ପୋଲିସ୍‌ ପାଇଁ ଥିଲା ସବୁଠୁ ବଡ଼ ଚ୍ୟାଲେଞ୍ଜ। ଚନ୍ଦକା ଥାନା ଅନ୍ତର୍ଗତ ଅନ୍ଧାରୁଆ-ଦାସପୁର ରାସ୍ତା ପାର୍ଶ୍ୱରୁ ମହିଳାଙ୍କ...

Advertisement
Archives

Model This Week