Posted inରାଜ୍ୟ

ବଡ଼ ଖବର…ପ୍ରବଳ ବର୍ଷା, ଆଜି ୪ ଜିଲାରେ ସ୍କୁଲ ଛୁଟି

ଭୁବନେଶ୍ୱର,୨୮।୭: ବଙ୍ଗୋପସାଗରରେ ଗଭୀର ଅବପାତ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ। ଭଦ୍ରକ, ବାଲେଶ୍ବର ସମେତ ଅନେକ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ବିପଦ ସଙ୍କେତ ଛୁଇଁଛି ଜଳକା । ଏହାକୁ ଦୃଷ୍ଟିରେ ରଖି ସରକାର ୪ ଜିଲାରେ ସ୍କୁଲ ଛୁଟି ଘୋଷଣା କରିଛନ୍ତି ।

ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଏବଂ ସମ୍ବଲପୁରରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ସବୁ ସରକାରୀ, ଘରୋଇ ସ୍କୁଲ ସହିତ ଅଙ୍ଗନବାଡ଼ି କେନ୍ଦ୍ରରେ ପାଠପଢ଼ା ବନ୍ଦ ରହିବ । ପ୍ରକାଶଥାଉକି, ସୋମବାର ଦିନ ବର୍ଷାକୁ ଦୃଷ୍ଟିରେ ରଖି ପାଇଁ ୪ ଜିଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଥିଲା। ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ସୁବର୍ଣ୍ଣପୁରରେ ସ୍କୁଲ ଛୁଟି କରାଯାଇଥିବା ବେଳେ ଆଜି ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଏବଂ ସମ୍ବଲପୁରରେ ସ୍କୁଲ ଛୁଟି ଘୋଷଣା କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?