୨୭ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରିଛି। ଏହାର ପ୍ରଭାବରେ ରାଜ୍ୟରେ ୨୭ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ଆସନ୍ତା ୨ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।

ଗୁରୁବାର କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ସମ୍ବଲପୁର, ଦେବଗଡ଼ରେ ପ୍ରବଳରୁ ଅତି ପ୍ରବଳ ଏବଂ ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ। ସେହିପରି ଶୁକ୍ରବାର ଅନୁଗୋଳ, ବୌଦ୍ଧ, ସମ୍ବଲପୁର, ବଲାଙ୍ଗୀର, ବରଗଡ଼, କଳାହାଣ୍ଡି, ସୋନପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ କନ୍ଧମାଳ, ନୂଆପଡ଼ା, ଢେଙ୍କାନାଳ, କଟକ, ନୟାଗଡ଼, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହେବ। ସେଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ବୁଧବାର ମାଲକାନଗିରିରେ ସର୍ବାଧିକ ୪୯ମି.ମି. ବର୍ଷା ରେକର୍ଡ କରାଯାଇଥିବା ବେଳେ ଗୋପଳପୁରରେ ୪୬, ଫୁଲବାଣୀରେ ୩୭.୪, ଛତ୍ରପୁର ୨୭, ବାରିପଦା ୨୫, ବୌଦ୍ଧ, କେନ୍ଦୁଝର ୧୩, କଟକ ୧୦ ମି.ମି. ବର୍ଷା ହୋଇଛି।

Heavy rain till 27 july


Enter your email to get our daily news in your inbox.

All Right Reserved By Dharitri.Com

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ପିଏମ କିଷାନ ହିତାଧିକାରୀଙ୍କ ପାଇଁ ଖୁସିଖବର, ବଢିଲା…

ନୂଆଦିଲ୍ଲୀ,୩୧।୭: କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା। ୨୦୩୦-୩୧ ଯାଏ ପିଏମ କିଷାନ ଯୋଜନା ବଢିଲା। ଏନେଇ କେନ୍ଦ୍ର…

Flood Wedding: କନ୍ୟା ଘରକୁ ଡଙ୍ଗାରେ ଗଲେ ବର, ଭିଡିଓ ଭାଇରାଲ

ଯାଜପୁର,୩୧।୭: ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ଯାଜପୁର ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ଜିଲାର ବଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri