ପ୍ରବଳ ବର୍ଷା: ଜଳ ଘେରରେ ବିଭିନ୍ନ ଅଞ୍ଚଳ

ଝାରସୁଗୁଡା,୬।୭(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲାରେ ପ୍ରବଳ ବର୍ଷା ଯୋଗୁ ଅଧିକାଂଶ ଅଞ୍ଚଳ ଜଳ ଘେରରେ ରହିଛି। ଝାରସୁଗୁଡା ଜିଲା ସଦର ବ୍ଲକର କାତିକେଲା ଗ୍ରାମର ଚତୁର୍ପାଶ୍ୱରେ ଜଳ ଘେରି ରହିଥିବା ବେଳେ ବ୍ରଜରାଜନଗର ଇଟାଭଟା ଅଂଚଳ ଜଳମଗ୍ନ ହୋଇଥିବାରୁ ଝାରସୁଗୁଡା ଜିଲାପାଳ ଆବୋଲି ସୁନୀଲ ନରଓ୍ବାଣେଙ୍କ ସମେତ ଜିଲା ପ୍ରଶାସନ, ପୋଲିସ ଅଧିକାରୀଙ୍କ ସମେତ ବହୁ ସାମାଜିକ କର୍ମୀ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି । ବେଲପାହାଡରେ ଏକ ଟ୍ରକ ବଢ଼ି ପାଣିରେ ଭାସି ଯାଇଥିବା ସହିତ ୩ ରୁ ୪ ଜଣ ବାଇକ ଆରୋହୀ ମଧ୍ୟ ବଢ଼ି ପାଣିରେ ଭାସି ଯାଇଥିବା ବେଳେ ତାଙ୍କୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri