ଲଗାଣ ବର୍ଷା: ଘରେ ପଶିଲା ପାଣି

ନୂଆପଡ଼ା,୨୬ା୯ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଦୁଇଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏଥିଯୋଗୁ ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡିଛି। ଗ୍ରାମାଞ୍ଚଳ ରାସ୍ତା ପାର୍ଶ୍ୱରେ ଡ୍ରେନ୍‌ ସୁବିଧା ନ ଥିବାରୁ ବର୍ଷା ପାଣି ନିଷ୍କାସିତ ହୋଇ ନ ପାରି ଘର ଭିତରେ ପ୍ରବେଶ କରିଛି। ଏପରି ଦୃଶ୍ୟ ଦେଖିବାକୁ ମିଳିଛି କୋମନା ବ୍ଲକ ଅନ୍ତର୍ଗତ ତରବୋଡ ଗାଁ କଲୋନିପଡାରେ। ପଡ଼ାରେ ରହୁଥିବା ଭିନ୍ନକ୍ଷମ ପ୍ରଫୁଲ୍ଲ ରଣାଙ୍କ ଘର ଭିତରେ ପାଣି ପଶିଥିବାରୁ ପରିବାର ଅସହାୟ ହୋଇପଡିଛନ୍ତି। ପ୍ରଫୁଲ୍ଲ ଗାଁ ଲୋକଙ୍କ ସାହାଯ୍ୟ ମାଗିବା ପରେ ସେମାନେ ସ୍ଥାନୀୟ ସରପଞ୍ଚଙ୍କୁ ଜଣାଇଥିଲେ। ସରପଞ୍ଚ ସମସ୍ତ ବିଷୟ ଶୁଣିବା ପରେ ପଞ୍ଚାୟତରେ କୌଣସି ଫଣ୍ଡ ନାହିଁ। ବର୍ଷା ଛାଡିବା ପରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ରାସ୍ତାରେ ମାଟି ମୋରମ କାମ କରାଯିବ ବୋଲି ସରପଞ୍ଚ କହିଥିଲେ। ଗାଁର ସବୁ ପଡାର ରାସ୍ତାରେ ଡ୍ରେନ୍‌ ବ୍ୟବସ୍ଥା କରାଯାଉ ବୋଲି ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…

ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri