ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ଏସବୁ ଜିଲାରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୮ା୬: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ନିକଟରେ ଦୁଇଟି ଲଘୁଚାପ ସୃଷ୍ଟି ହୋଇଥିବାବେଳେ ଏବେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ଆସନ୍ତାକାଲି ପାଇଁ ୨୬ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ ୨୫ରେ ବିଜେଡି ଛାତ୍ର ସଂଗଠନର ରାଜ୍ୟବ୍ୟାପୀ ପ୍ରତିବାଦ, ମହିଳା…

ଭୁବନେଶ୍ୱର,୨୩।୬: ଓଡ଼ିଶାରେ ମହିଳାଙ୍କ ବିରୁଦ୍ଧରେ ବଢୁଥିବା ଅପରାଧ ଘଟଣାକୁ ନେଇ ବିଜୁ ଜନତା ଦଳ (ବିଜେଡି)ର ଛାତ୍ର ସଂଗଠନ ଆସନ୍ତା ଜୁନ ୨୫ ତାରିଖରେ ରାଜ୍ୟବ୍ୟାପୀ...

ଭାରତୀୟ ସେନାକୁ DRDO ଦ୍ୱାରା ବିକଶିତ ୪.୨୫ ଲକ୍ଷ CQB କାର୍ବାଇନ ଯୋଗାଇବ ଏହି କମ୍ପାନୀ, ଜିତିଲା ବିଡ୍

ନୂଆଦିଲ୍ଲୀ,୨୩।୬: ଭାରତୀୟ ସେନାର ଆଧୁନିକୀକରଣ ଏବଂ ‘ଆତ୍ମନିର୍ଭର ଭାରତ’ ଅଭିଯାନକୁ ଆହୁରି ମଜବୁତ କରି ରକ୍ଷା ଗବେଷଣା ଓ ବିକାଶ ସଂଗଠନ (DRDO) ଦ୍ୱାରା ବିକଶିତ...

ମାଡ଼ି ଆସୁଛି କି ଭୟଙ୍କର ବିପଦ! ଭାଙ୍ଗିଲା ମହିମା ଗାଦିର ଦଧିନଉତି,ରାତି ଅଧରେ ଶୁଭିଲା…

ଢେଙ୍କାନାଳ,୨୩।୬(ରତନ ନାୟାର): ଢେଙ୍କାନାଳ ଜିଲା ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମରପୀଠ ମହିମାଗାଦି ଯୋରନ୍ଦାରେ ରବିବାର ବିଳମ୍ବିତ ରାତିରେ ଭାଙ୍ଗିଯାଇଛି। ବଜ୍ରପାତରେ ଗାଦି ମନ୍ଦିର ପୂର୍ବ ମୁଖଶାଳା...

ଦାରିଙ୍ଗବାଡି ଅଞ୍ଚଳରେ ପ୍ରବଳ ବର୍ଷା, ଫୁଲିଲାଣି ଗୁମାଡ଼ି , ଯୋଗାଯୋଗ ବିଚ୍ଛିନ୍ନ

ଦାରିଙ୍ଗବାଡି,୨୩।୬(ଅରୁଣ ସାହୁ):  କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ସୋମବାର ଭୋର ସମୟରୁ ପ୍ରବଳ ବର୍ଷା ଜାରିରହିଛି। ଫଳରେ ଅଞ୍ଚଳରେ ବୋହିଯାଉଥିବା ଏକାଧିକ ନଦୀରେ ଜଳସ୍ତର...

ଅପରେଶନ ପରେ କେମିତି ଅଛନ୍ତି ନବୀନ: ବଡ଼ ଭାଇ ପ୍ରେମ ପଟ୍ଟନାୟକ କହିଲେ…

ଭୁବନେଶ୍ୱର,୨୩।୬: ସୁସ୍ଥ ଅଛନ୍ତି ନବୀନ ପଟ୍ଟନାୟକ, କହିଲେ ନବୀନଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକ। ଅପରେଶନ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ନେଇ ପ୍ରତିକ୍ରିୟା ରଖିଛନ୍ତି ପ୍ରେମ୍‌।...

ପୂର୍ବ ସରକାରଙ୍କୁ ସିଧା ସିଧା ଏମିତି ଶୁଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ୨୪ ବର୍ଷ ଶାସନ ଭିତରେ…

ଆସିକା,୨୩ା୬(ସୁରେନ୍ଦ୍ର ନାଥ ସାହୁ): ଭାଜପା ସରକାର ଶାସନର ଏକ ବର୍ଷ ପୂର୍ତ୍ତି ଉତ୍ସବ ଅବସରରେ ସୋମବାର ଗଞ୍ଜାମ ଜିଲା ଆସିକା ବିଜ୍ଞାନ ମହାବିଦ୍ୟାଳୟ ପଡ଼ିଆରେ ରାଜ୍ୟ...

ଚିକିତ୍ସା ଅବହେଳାରୁ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଅଭିଯୋଗ

କଟକ,୨୩।୬: ଚିକିତ୍ସାରେ ଅବହେଳାରୁ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଥିବା ସୋମବାର ଅଭିଯୋଗ ହୋଇଛି। ମୃତ ବିଚାରାଧୀନ ବନ୍ଦୀ ହରିୟାଣାର। ସେ ବ୍ରହ୍ମପୁର ଜେଲରେ ବିଚାରାଧୀନ...

ଗୋପାଳପୁର ଗଣବଳାତ୍କାର ଘଟଣା: ଅଭିଯୁକ୍ତଙ୍କ କ୍ରାଇମ୍‌ ସିନ୍‌ ସିସିଟିଭିରେ କଏଦ

ଭୁବନେଶ୍ୱର,୨୩ା୬: ଗୋପାଳପୁର ଗଣବଳାତ୍କାର ଘଟଣାରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଭିଯୁକ୍ତଙ୍କ କ୍ରାଇମ୍‌ ସିନ୍‌ ସିସିଟିଭିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri