ପ୍ରବଳ ବର୍ଷିବ: ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୮ ଜିଲାରେ ପ୍ରବଳ ବର୍ଷା ସାଙ୍ଗକୁ ୨୦ ଜିଲାରେ ବିଜୁଳି ଘଡଘଡି ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରିଛି ।
ପାଣିପାଗ ବିଭାଗ ଅନୁଯାୟୀ, ଉତ୍ତର ଉପକୂଳ ଓଡିଶାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ସମେତ କେନ୍ଦୁଝର, ମୟୁରଭଞ୍ଜ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ଆଜି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।
ସେହିପରି ଉତ୍ତର ଓଡିଶାର ସମସ୍ତ ୧୫ ଜିଲା ଏବଂ ଦକ୍ଷିଣ ଓଡ଼ିଶାର ୫ଜିଲା ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ନୟାଗଡ ଏବଂ କନ୍ଧମାଳ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ।

 


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ବିସିସିଆଇରୁ ଏତେ ଟଙ୍କା ପେନସନ ପାଆନ୍ତି ଏମଏସ ଧୋନୀ, ପ୍ରତି ମାସରେ ଆସୁଛି…

ନୂଆଦିଲ୍ଲୀ,୨।୧: ଭାରତକୁ ଦୁଇଟି ବିଶ୍ୱକପ ବିଜୟୀ କରାଇଥିବା ମହେନ୍ଦ୍ର ସିଂ ଧୋନୀ ହୁଏତ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, କିନ୍ତୁ ଭାରତୀୟ କ୍ରିକେଟ ସହିତ ତାଙ୍କର...

ଜବ୍‌ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍‌...

ମୁମ୍ବାଇ ଇଣ୍ଡିଆନ୍ସ ଲଞ୍ଚ କଲା ନୂଆ ଜର୍ସି, ଗତ ସିଜନଠାରୁ କେତେ ଭିନ୍ନ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧: ମୁମ୍ବାଇ ଇଣ୍ଡିଆନ୍ସ ମହିଳା ପ୍ରିମିୟର ଲିଗ ୨୦୨୬ ପାଇଁ ସେମାନଙ୍କର ନୂତନ ଜର୍ସି ଉନ୍ମୋଚନ କରିଛି। ଦଳଟି ସେମାନଙ୍କର ଅଫିସିଆଲ ସୋସିଆଲ ମିଡିଆରେ ଏକ...

ପ୍ରସ୍ତୁତି ଚୂଡ଼ାନ୍ତ: ୪ରୁ ସମ୍ବଲପୁର ଲୋକ ମହୋତ୍ସବ

ସମ୍ବଲପୁର,୨ା୧(ବି.ଶଙ୍କର): ଓଡ଼ିଶା ସରକାରଙ୍କ ଭଷା, ସାହିତ୍ୟ, ସଂସ୍କୃତି ବିଭାଗ ଓ ଜିଲା ସଂସ୍କୃତି ପରିଷଦ ସମ୍ବଲପୁରର ମିଳିତ ଆନୁକୂଲ୍ୟରେ ଲୋକ ମହୋତ୍ସବ-୨୦୨୬ ଚଳିତ ମାସ ୪ରୁ...

ପ୍ରବଳ ଥଣ୍‌ଡା ଓ କୁହୁଡି ଯୋଗୁ ସ୍କୁଲ-କଲେଜ ଛୁଟି ଘୋଷଣା, ମୁଖ୍ୟମନ୍ତ୍ରୀ ଜାରି କଲେ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨।୧: ଘନ କୁହୁଡ଼ି ଏବଂ ପ୍ରବଳ ଥଣ୍ଡାକୁ ଦୃଷ୍ଟିରେ ରଖି, ରାଜ୍ୟ ସରକାର ରାଜ୍ୟର ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ପାଇଁ ଜାନୁଆରୀ 5...

ନୂଆ ଲୁକ୍‌ରେ ବିଦ୍ୟାଶ୍ରୀ: ବିବାହକୁ ନେଇ କହିଲେ…

ଭୁବନେଶ୍ୱର,୨।୧: ବିହାହକୁ ନେଇ ମୁହଁ ଖୋଲିଲେ ବିଦ୍ୟାଶ୍ରୀ। ମାନବ ପ୍ରେମୀ ଆଦିତ୍ୟ ଦାଶଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ। ଯାହାଙ୍କ ଉପରେ ଦିନେ ଲାଗିଥିଲା ଆଦିତ୍ୟଙ୍କ ମୃତ୍ୟୁର ଆରୋପ।...

ରିଅଲ ମାଡ୍ରିଡ୍‌ର ବଢ଼ିଲା ଚିନ୍ତା: ଏମ୍‌ବାପେ ଆହତ

ପ୍ୟାରିସ,୨ା୧: ରିଅଲ ମାଡ୍ରିଡ୍‌ ଫରଓ୍ବାର୍ଡ କିଲିଆନ ଏମ୍‌ବାପେଙ୍କ ବାମ ଆଣ୍ଠୁ ଆଘାତ ଲାଗିଛି। ଏ ନେଇ ସ୍ପାନିଶ କ୍ଲବ ପକ୍ଷରୁ କୁହାଯାଇଛି। ତେବେ ତାଙ୍କୁ ରିକଭର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri