ପ୍ରବଳ ବର୍ଷିବ: ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୮ ଜିଲାରେ ପ୍ରବଳ ବର୍ଷା ସାଙ୍ଗକୁ ୨୦ ଜିଲାରେ ବିଜୁଳି ଘଡଘଡି ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରିଛି ।
ପାଣିପାଗ ବିଭାଗ ଅନୁଯାୟୀ, ଉତ୍ତର ଉପକୂଳ ଓଡିଶାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ସମେତ କେନ୍ଦୁଝର, ମୟୁରଭଞ୍ଜ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ଆଜି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।
ସେହିପରି ଉତ୍ତର ଓଡିଶାର ସମସ୍ତ ୧୫ ଜିଲା ଏବଂ ଦକ୍ଷିଣ ଓଡ଼ିଶାର ୫ଜିଲା ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ନୟାଗଡ ଏବଂ କନ୍ଧମାଳ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ।

 


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ବିଚ୍ଛିନ୍ନ କରିବାକୁ ନେଇ ଭାଜପାର ଟାର୍ଗେଟ: ଝିଣ୍ଟିକା ମାରି ବଣି ପୋଷୁଛନ୍ତି ରାଜ୍ୟ ସରକାର

ଭୁବନେଶ୍ୱର,୬।୨(ବ୍ୟୁରୋ): ବିଜୁଳିକୁ ନେଇ ରାଜ୍ୟ ସରକାରଙ୍କୁ ଭାଜପା ମୁଖପାତ୍ର ଗୋଲକ ମହାପାତ୍ର ଗୁରୁବାର ସମାଲୋଚନା କରିଛନ୍ତି। ବଡ଼ ଶିଳ୍ପ ସଂସ୍ଥା ଓ ବିତରକ କମ୍ପାନୀ ଉପରେ...

ଅସନ୍ତୁଷ୍ଟଙ୍କୁ ନୁହେଁ, ପ୍ରାର୍ଥିତ୍ୱକୁ ଭରସା

ଜଗତ୍‌ସିଂହପୁର ଅଫିସ,୧୮ା୨: ଜଗତ୍‌ସିଂହପୁର ଜିଲାର ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ତିର୍ତ୍ତୋଲ ଜିଲା ପରିଷଦର ୪ନଂ. ଜୋନ୍‌ ବିଜେଡି ସଭ୍ୟା ପ୍ରିୟଦର୍ଶିନୀ ବିଶ୍ୱାଳ ବିଜୟୀ ହୋଇ...

କଟକ ସହରରେ ଥମିବାର ନାଁ ନେଉନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ପୁଣି ୧୬ ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୧୩।୭: କଟକ ସହରରୁ ସୋମବାର ଆଉ ୧୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୬ ଜଣ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରେ ଥିବାବେଳେ ୨ ଜଣ...

୨୯ରେ ଲଘୁଚାପ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଆସନ୍ତା ୨୯ ତାରିଖରେ ଉତ୍ତର ପୂର୍ବ କିମ୍ବା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା...

ବଦଳିଲା ସ୍କୁଲ ମିଶ୍ରଣ ନିଷ୍ପତ୍ତି

ଭୁବନେଶ୍ୱର,୨୨।୧୧(ବ୍ୟୁରୋ)- ବିଧାନସଭାରେ ଲଗାତର ୩ଦିନ ସ୍କୁଲ ବନ୍ଦ ଏବଂ ମିଶ୍ରଣ ପ୍ରସଙ୍ଗରେ ହୋହାଲା ପରେ ରବିବାର ରାଜ୍ୟ ସରକାର ତାଙ୍କର ନିଷ୍ପତ୍ତି ବଦଳାଇଛନ୍ତି। ୨୫ନୁହେଁ ଏଣିକି...

କଟକ: ଲିଭିଗଲାଣି ଜେବ୍ରା କ୍ରସିଂ ଚିହ୍ନ

କଟକ ଅଫିସ,୨୬।୭ : ଜନଗହଳିପୂର୍ଣ୍ଣ ଟ୍ରାଫିକରେ ନିରାପଦରେ ଚାଲିଚାଲି ରାସ୍ତା ପାର ହେବା ପାଇଁ ଲୋକମାନଙ୍କ ଲାଗି ଜେବ୍ରା କ୍ରସିଂ ସଙ୍କେତ ରହିଛି। ମାତ୍ର କଟକର...

ପୁଅକୁ କିଡ୍‌ନୀ ଦେଲେ ବାପା

ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ଛୁଇଁଛି ଏମ୍ସ ଭୁବନେଶ୍ୱର। ଏମ୍ସରେ ପ୍ରଥମ କିଡ୍‌ନୀ ପ୍ରତିରୋପଣ ସଫଳ ହୋଇଛି। ପିତା ଓ ପୁତ୍ରଙ୍କ...

୨୮ ଦିନ କ୍ୱାରାଣ୍ଟାଇନ୍‌ ପାଇଁ ଯଦି କେହି ପ୍ରସ୍ତୁତ ନୁହନ୍ତି, ଓଡ଼ିଶା ଆସନ୍ତୁ ନାହିଁ: ବାଗ୍‌ଚୀ

ଭୁବନେଶ୍ୱର,୮।୫(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ଓଡ଼ିଶା ଭଲ ପରିସ୍ଥିତିରେ ରହିଛି। ଏହାର ଶ୍ରେୟ ଜନସାଧାରଣଙ୍କର। ରାଜ୍ୟକୁ ଫେରୁଥିବା ବ୍ୟକ୍ତିମାନେ ଏହାକୁ ଦୃଷ୍ଟିରେ ରଖି ନିଜକୁ ଶୃଙ୍ଖଳିତ ରଖିବା...

Advertisement
Archives

Model This Week