୨୮ରୁ ପ୍ରବଳ ବର୍ଷା

ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜ୍ୟରେ ମୌସୁମୀ ପ୍ରବେଶ କରିବା ପରେ ଏବେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ତେବେ ମଙ୍ଗଳବାରଠାରୁ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ମଙ୍ଗଳବାର ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, କୋରାପୁଟ, ଦେବଗଡ଼, ମାଲକାନଗିରିରେ ପ୍ରବଳ ବର୍ଷା ହେବ। ବୁଧବାର ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ମାଲକାନଗିରି, କୋରାପୁଟ, ମୟୂରଭଞ୍ଜ, ଗୁରୁବାର ଦିନ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ମାଲକାନଗିରି, ରାୟଗଡ଼ା, ଗଜପତି, କୋରାପୁଟ, ନୂଆପଡ଼ା, ବଲାଙ୍ଗୀର, ସୋନପୁର ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏସବୁ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ତେବେ ସୋମବାର ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସହ ବଜ୍ରପାତ ହେବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri