ବର୍ଷାରେ ବେହାଲ କୋରାପୁଟ: ରାସ୍ତାରେ ଲହଡ଼ି ମାରୁଛି ପାଣି, ଜନଜୀବନ…

କୋରାପୁଟ,୧୨/୧୦(ଅମିତାଭ ବେହେରା ) ରବିବାର ଅପରାହ୍ନରେ ଘଡଘଡି ସହ ପ୍ରବଳ ବର୍ଷା ଯୋଗୁଁ ସହରର ସମସ୍ତ ଅଂଚଳ ଜଳ ମୟ ହୋଇଥିବା ଯୋଗୁଁ କିଛି ଘଣ୍ଟା ପାଇଁ ଜନଜୀବନ ଅସ୍ତ ବ୍ୟସ୍ତ ହୋଇଥିବା ଦେଖିବାକୁ ମିଳିଛି,, ରବିବାର ଅପରାହ୍ନ ପ୍ରାୟ ୩ ଟାରୁ ୪ ଟା ମଧ୍ୟରେ ହୋଇଥିବା ଏହି ପ୍ରବଳ ବର୍ଷା ଯୋଗୁଁ ରାସ୍ତାରେ ବର୍ଷା ଜଳର ସୁଅ ଦେଖାଯାଇଥିଲା.. ଏପରିକି ସହରର ସମସ୍ତ ତଳିଆ ଅଂଚଳରେ ଜଳପୂର୍ଣ ହୋଇଥିବାବେଳେ କେତକ ଲୋକଙ୍କ ଘରେ ପାଣି ପଶିଯାଇଛି… ନାଳରେ ଥିବା ଅଳିଆ ଆବର୍ଜନା ଏହି ବର୍ଷା ଯୋଗୁଁ ୨୬ ନଂ ଜାତୀୟ ରାଜପଥ ଉପରେ ପଡିଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଶାନ୍ତି ମହାଯଜ୍ଞ ଦର୍ଶନ କଲେ ବିଧାୟକ: ଅଞ୍ଚଳବାସୀଙ୍କୁ କଲେ ପ୍ରଶଂସା, କହିଲେ…

ଗଞ୍ଜାମ,୧।୫ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଠାରେ ନୃସିଂହ ମନ୍ଦିର ପ୍ରତିଷ୍ଠା ଦ୍ୱାଦଶ ବର୍ଷ ପୂର୍ତ୍ତ ଏବଂ ଗୋପୀନାଥଙ୍କ ନୂତନ ମନ୍ଦିର ପ୍ରତିଷ୍ଠା…

ଉପସ୍ଥିତ ବୁଦ୍ଧି ଖଟାଇ ନଦୀରେ ବୁଡ଼ିଯାଉଥିବା ୨ ବାଳିକାଙ୍କୁ ଉଦ୍ଧାରକଲେ ମହିଳା

କଲ୍ୟାଣସିଂହପୁର,୧।୫ (ଦୀପକ କୁମାର ପରିଡା)ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତ ଅଡ଼ାବାଡ଼ି ଗାଁରେ ନଦୀରେ ବୁଡ଼ିଯାଉଥିବା ୨ ଝିଅଙ୍କୁ ଜଣେ ମହିଳା ଉପସ୍ଥିତ ବୁଦ୍ଧି ଖଟାଇ…

କାର୍ଯ୍ୟରୁ ଅବସର ନେଲେ ଏସପି ଅନିଲ କୁମାର ମିଶ୍ର, ଏବେ ଦାୟିତ୍ୱରେ ରହିବେ ନୂଆ…

ଦେବଗଡ଼,୧।୫(ଶଶାଙ୍କ ଶେଖର ଝାଙ୍କର): ୧୯୮୮ ବ୍ୟାଚର ଓଡ଼ିଶା ପୋଲିସ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ତଥା ଦେବଗଡ଼ ଏସପି ଅନିଲ କୁମାର ମିଶ୍ର ଗୁରୁବାର କାର୍ଯ୍ୟରୁ ଅବସର…

ପାନୀୟ ଜଳ ଯୋଗାଣ ବାଧାପ୍ରାପ୍ତ: ୮୦ ପରିବାର ହନ୍ତସନ୍ତ

ଲୋଇସିଂହା,୧।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କୁଶମେଲ ପଞ୍ଚାୟତ କୁଶମେଲ ଗ୍ରାମର ପୁରୁଣା କଲୋନୀ ବସ୍ତିରେ ପ୍ରାୟ ୧ ମାସ ହେବ ପିଇବା ପାଣିର ଘୋର ଅଭାବ…

୪ ଦିନରେ ୩ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ଘଟଣା: ମୃତକଙ୍କ ଘରେ ପହଞ୍ଚିଲେ…

ଅମରପାଲି, ୧।୫ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ବିଭିନ୍ନ ଗ୍ରାମରେ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ପରେ ସ୍ବାସ୍ଥ୍ୟ ବିଭାଗୀୟ ଟିମ…

ଧରିତ୍ରୀ ପ୍ରଭାବ: ଟ୍ରାଫିକ ପୋଷ୍ଟରେ ଛପର ନିର୍ମାଣ

ନୂଆପଡ଼ା,୧ା୫ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଗତ କିଛିଦିନ ହେଲା ପାରଦ ଉପରମୁହାଁ ହେବାରେ ଲାଗିଛି ା ଏପରି ସମୟରେ ସହରର ପ୍ରମୁଖ ଏକତା ଛକଠାରେ ଥିବା ଟ୍ରାଫିକ…

ବିକାଶ ଡିଗ୍ରୀ କଲେଜ ଛାତ୍ରୀଛାତ୍ର ଚମତ୍କାର ପ୍ରଦର୍ଶନ: ସଂସ୍କୃତି ଟପ୍ପର

ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ):ସମ୍ବଲପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ସଦ୍ୟ ପ୍ରକାଶ ପାଇଥିବା +୩ କଳା, ବିଜ୍ଞାନ ଓ ବାଣିଜ୍ୟ ଶେଷବର୍ଷ ପରୀକ୍ଷାଫଳରେ ବରଗଡ଼ର ବିକାଶ ଡିଗ୍ରୀ କଲେଜ ଛାତ୍ରୀଛାତ୍ର ଉତ୍କୃଷ୍ଟ…

ପୁଅକୁ ଦୋକାନରେ ବସାଇ ଜଳଖିଆ ଖାଇବାକୁ ଯାଇଥିଲେ ବାପା, ଆସିଲା ବେଳକୁ…

ଅତାବିରା,୩୦।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ମୁଖ୍ୟ ବଜାର ସମ୍ମୁଖ ଏକ ପାନ ଦେକାନ ଫ୍ରିଜରେ ଲାଗିଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗୁରୁବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri