ଆଜି ୭ ଜିଲାକୁ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ଉତ୍ତର ଓଡ଼ିଶା ଏବଂ ପାଶ୍ୱବର୍ତ୍ତୀ ଅଞ୍ଚଳରେ ରବିବାର ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏଥିସହିତ ଜଡ଼ିତ ଘୂର୍ଣ୍ଣିବଳୟଟି ବାୟୁମଣ୍ଡଳରେ ୭.୬ କି.ମି. ଉଚ୍ଚତା ଯାଏ ବ୍ୟାପିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ରବିବାର ବୌଦ୍ଧରେ ସର୍ବାଧିକ ୬୧ ମି.ମି. ବର୍ଷା ହୋଇଥିବା ବେଳେ ଯାଜପୁର ୪୧, ଢେଙ୍କାନାଳ ୩୩.୪, ସୋନପୁର ୩୬ ଓ ବରଗଡ଼ ୧୩.୮ ମିମି ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସୋମବାର ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, କୋରାପୁଟ, ବୌଦ୍ଧ ଓ ମାଲକାନଗିରି ଆଦି ୭ ଜିଲାରେ ପ୍ରବଳ ବର୍ଷା ହେବ। ତେଣୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ସେପଟେ ଆସନ୍ତା ୨୧ ତାରିଖରୁ ପୁଣି ବର୍ଷା ହେବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri