ପ୍ରବଳ ବର୍ଷାରେ ଆଫଗାନିସ୍ତାନରେ ବନ୍ୟା, ୩ ମୃତ, ୭ ଆହତ, ୭୦୦ରୁ ଅଧିକ ଘର ନଷ୍ଟ

କାବୁଲ,୨୬ ।୩: ଗତ ଦୁଇ ଦିନ ହେବ ଆଫଗାନିସ୍ତାନରେ ଲଗାଣ ବର୍ଷା ଯୋଗୁ ଆସିଥିବା ବନ୍ୟାରେ ଏବେ ପର୍ଯ୍ୟନ୍ତ ୩ରୁ ଅଧିକ ଲୋକଙ୍କ ମୃତ୍ୟୁ ହେଲାଣି ଓ ୭ ଜଣ ଆହତ ହେଲେଣି । ଦେଶର ୯ଟି ଅଞ୍ଚଳରେ ୭୫୬ରୁ ଅଧିକ ଘର ଆଂଶିକ ଅଥବା ସମ୍ପୂର୍ଣ୍ଣ ରୂପେ କ୍ଷତିଗ୍ରସ୍ତ ହୋଇଛି ।
ମିଡିଆ ରିପୋର୍ଟ ଅନୁଯାୟୀ, ବଲ୍‌ଖ, ଜାବୁଲ, ଫରୟାବ, ନିମରୋଜ, ନାଂଗରହାର, କୁନାର, ନୁରିସ୍ତାନ ଓ ଲଗମନରେ ପଞ୍ଚଳ ବର୍ଷ ଓ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି । ଡିଜାଷ୍ଟର ମ୍ୟାନେଜମେଣ୍ଟ ଅଥରିଟିର ପ୍ରବକ୍ତା ସହଫିହୁଲ୍ଲା ରହିମି କହିଛନ୍ତି, ପ୍ରଭାବିତ ପରିବାରଙ୍କୁ ଭୋଜନ, ଟେଣ୍ଟ, କମ୍ବଳ ଆଦି ନିହାତି ଆବଶ୍ୟକ ସାମଗ୍ରୀ ଯୋଗାଇ ଦିଆଯାଇଛି । ଏହାସହ ଏକ ଟିମ ପ୍ରଭାବିତ ଅଞ୍ଚଳର ଶୀଘ୍ର ସର୍ଭେ କରିବେ । ଖାମା ପ୍ରେସ ନିକଟରେ ଏନଡିଏମଏ ସୂତ୍ରକୁ ଆଧାର କରି କହିଥିଲା କି ଆଫଗାନିସ୍ତାନରେ ଅଚାନକ ଆସିଥିବା ବନ୍ୟା ଓ ଭୂକମ୍ପରେ ଅତିକମରେ ୧୦ ଜଣଙ୍କ ମୃତ୍ୟୁ ହେବା ସହ ୬୦ରୁ ଅଧିକ ଆହତ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାହ୍ୟ ଜଗତରୁ ବିଚ୍ଛିନ୍ନ ମଣିପୁର ଗାଁ, ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ଭାପୁର,୩୦।୭ (ପ୍ରଭାତ ବରାଡ): ଭାପୁର ପଞ୍ଚାୟତ ସମିତିର ୨୦ଗୋଟି ପଞ୍ଚାୟତ ମଧ୍ୟରୁ ପ୍ରାୟ ଚାରି ଗୋଟି ପଞ୍ଚାୟତ ଦେଇ ଓଡ଼ିଶାର ବୃହତ୍ତମ ନଦୀ ମହାନଦୀ ପ୍ରବାହିତ। ସେହି…

ମୋଦିଙ୍କ ଇନ୍‌ଷ୍ଟା ଭିଡିଓକୁ ନେଇ ଅଭିଜିତଙ୍କ କଟାକ୍ଷ, କହିଲେ-ପ୍ରଧାନମନ୍ତ୍ରୀ ପଦ ଛାଡ଼ି ଇନଫ୍ଲୁଏନ୍ସର ହୋଇଯିବା ଉଚିତ୍‌…

ନୂଆଦିଲ୍ଲୀ,୩୦।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ କହିଛନ୍ତି, ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ପଦ ଛାଡ଼ିଦେବା ଉଚିତ୍‌ ଏବଂ ଜଣେ ଇନଫ୍ଲୁଏନ୍ସର (Influencer)…

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

ଇତିହାସ ରଚିଲା RCB: ୩୦୦ ମିଲିୟନ ଡଲାର ବ୍ରାଣ୍ଡ ଭାଲ୍ୟୁ ପାଇଥିବା ପ୍ରଥମ କ୍ରିକେଟ ଦଳ ଭାବେ ରେକର୍ଡ

ନୂଆଦିଲ୍ଲୀ,୩୦।୭: ଆଇପିଏଲ (IPL) ର ଗତ ଦୁଇଟି ସଂସ୍କରଣ (୨୦୨୫-୨୦୨୬)ର ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) କ୍ରମାଗତ ଭାବେ ଦୁଇଟି ଟାଇଟଲ ଜିତିବାରେ ତୃତୀୟ ଦଳ…

ଆଇସିସି ଟି-୨୦ ବ୍ୟାଟିଂ ରାଙ୍କିଙ୍ଗରେ ବୈଭବଙ୍କ କମାଲ, ୨୩୦ ସ୍ଥାନରୁ ସିଧାସଳଖ ପହଞ୍ଚିଲେ …

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ନିଜର ଚମତ୍କାର ବ୍ୟାଟିଂ ବଳରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ମାତ୍ର ୧୫ ବର୍ଷ…

ବଡ଼ ସଫଳତା: ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବେ ନିଯୁକ୍ତ କଲା ଏହି ଟିମ୍‌

ନୂଆଦିଲ୍ଲୀ,୩୦।୭: ଭାରତର ଯୁବ ବ୍ୟାଟିଂ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀ ନିଜର ଦ୍ରୁତ କ୍ରିକେଟ କ୍ୟାରିୟରରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ଆଗାମୀ ଦଲୀପ ଟ୍ରଫି…

ସରକାରଙ୍କ ବଡ଼ ସୂଚନା: ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା! ଜାଣନ୍ତୁ କେତେ…

ଭୁବନେଶ୍ୱର,୩୦।୭: ରାଜ୍ୟର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ମାନଙ୍କ ପାଇଁ ଏକ ବଡ଼ ଖୁସିଖବର ଆସିବାର ସମ୍ଭାବନା ରହିଛି। ରାଜ୍ୟ ସରକାରୀ ସ୍ତରରେ ସେମାନଙ୍କ ଦରମା ବୃଦ୍ଧି…

ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଉଥିଲେ ଯୁବକ, ଅଖାରେ ପଶି ମାଟି ତଳେ ୩ ଦିନ ରହିବା ପରେ ଘଟିଲା…

ଚଣ୍ଡିଗଡ଼,୩୦ା୭:ଏକ ପାରମ୍ପରିକ ଗ୍ରାମ ସର୍କସ ଦଳର ଜଣେ ୨୭ ବର୍ଷୀୟ ଯୁବକ ପୂର୍ବରୁ ଅନେକ ଥର ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଇଥିଲେ। ତେବେ ହରିୟାଣାର ନୁହ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri