ଆସୁଛି ବଡ଼ ବର୍ଷା, ଏହି ତାରିଖରୁ ବଙ୍ଗୋପସାଗରରେ ଲଘୁଚାପ

ଭୁବନେଶ୍ୱର,୨୮।୬: ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଥିବା ପାଣିପାଗ ବିଜ୍ଞାନୀ ଶରତ ସାହୁ ରବିବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

୨ତାରିଖରୁ ଲଘୁଚାପ ସମ୍ଭାବନା ଥିଲେ ମଧ୍ୟ ୩୦ ତାରିଖରୁ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଏପରିକି ୧ରୁ ୫ ତାରିଖ ମଧ୍ୟରେ ରାଜ୍ୟରେ ଭଲ ବର୍ଷା ହେବ ବୋଲି ଅନୁମାନ କରାଯାଉଛି। ଲଘୁଚାପ କ୍ଷେତ୍ରଟି ଅଧିକ ଘନିଭୂତ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିକୁ ଯାଉଥିବା ବେଳେ ନାଳ ନିକଟରେ ଟଳିପଡ଼ିଲେ ଚାଷୀ, ତାପରେ…

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ପନାଡ଼ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଚାଷଜମିକୁ ଯାଉଥିବା ବେଳେ ଟଳି ପଡିଲେ…

ବରଗଡ଼ର ଐତିହ୍ୟ ସନ୍ଧାନ, ସଂରକ୍ଷଣ ପାଇଁ ନିଆରା ଉଦ୍ୟମ, ଇତିହାସ ଗବେଷଣାକୁ ନୂଆ ଦିଗ ଦେବ ଐତିହ୍ୟ ପଦଯାତ୍ରା

ବରଗଡ଼,୨୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ର ପ୍ରାଚୀନ ଐତିହ୍ୟର ଚିହ୍ନଟ, ସଂରକ୍ଷଣ ଏବଂ ଏହାର ଆଧାରରେ ନୂତନ ଇତିହାସ ରଚନାର ଲକ୍ଷ୍ୟ ନେଇ ବରଗଡ଼ର ବୁଦ୍ଧିଜୀବୀମାନଙ୍କ ମିଳିତ ପ୍ରୟାସରେ ଗତ…

ଭଞ୍ଜନଗର ଆସିବେ ଅନ୍ତର୍ଜାତୀୟ ରାଜଯୋଗ ଶିକ୍ଷକ, ମାଉଣ୍ଟଆବୁରୁ ଆସି ଦେବେ…

ଭଞ୍ଜନଗର,୨୮।୬(ବାବୁଲା ପ୍ରଧାନ): ଆସନ୍ତା ଜୁଲାଇ ମାସ ୩ ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ ଭଞ୍ଜନଗର ଓମ୍ ଶାନ୍ତି କାର୍ଯ୍ୟାଳୟ ପକ୍ଷରୁ ରାଜଯୋଗ ପ୍ରବଚନ କାର୍ଯ୍ୟକ୍ରମ ଆୟୋଜନ ହୋଇଛି…

ମନ୍ଦିର ପୂଜକଙ୍କ ଅମାନବୀୟ କାଣ୍ଡ, ତାର ଚୋରି ସନ୍ଦେହରେ ନାବାଳକଙ୍କୁ ବାନ୍ଧି….

ପାରଳାଖେମୁଣ୍ଡି,୨୮।୬ (ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ତାର ଚୋରି ସନ୍ଦେହରେ ଜଣେ ନାବାଳକଙ୍କୁ ନିର୍ଯାତନା ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଅମାନବୀୟ ଭାବେ ମାଡ଼…

ରାଷ୍ଟ୍ରୀୟ ଗୌରବ ସମ୍ମାନ ପାଇଲେ ଗୁରୁ ଧ୍ୟାନାନନ୍ଦ ପଣ୍ଡା, ଅଞ୍ଚଳରେ ଖୁସିର ଲହରୀ

ଭବାନୀପାଟଣା,୨୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମହାବୀର ପଡା ସ୍ଥିତ ଗୁରୁ ଧ୍ୟାନାନନ୍ଦ ପଣ୍ଡା ରାଷ୍ଟ୍ରୀୟ ଗୌରବ ସମ୍ମାନରେ ସମ୍ମାନିତ ହୋଇଛନ୍ତି । ଦିଲ୍ଲୀର କନଷ୍ଟିଚ୍ୟୁସନ୍…

ଚମ୍ପୁଆ ବାଉଁଶୁଳି ରାସ୍ତାରେ ଦୁର୍ଘଟଣା, ବାଇକ-କାର ମୁହାଁମୁହିଁ ଧକ୍କାରେ….

କେନ୍ଦୁଝର,୨୮।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାରିଆ ଥାନା ଅନ୍ତର୍ଗତ ବାଉଁଶୁଳି–ଚମ୍ପୁଆ ରାସ୍ତାର ଗିଧିବାସ ଗ୍ରାମ ନିକଟରେ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର-ବାଇକ ମଧ୍ୟରେ…

ଆଇନ ସଚେତନତା କାର୍ଯ୍ୟକ୍ରମ, ଯୌନ ନିର୍ଯାତନା….

ଭଞ୍ଜନଗର,୨୮।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟିର ଆନୁକୂଲ୍ୟରେ ରବିବାର ସ୍ଥାନୀୟ ଭଞ୍ଜ କଲେଜ ଅଫ୍ ନର୍ସିଂ ପରିସରରେ ଏକ ଆଇନ ସଚେତନତା…

ରାଇସ ମିଲ୍‌ ପରିସରରୁ ମିଳିଲା ସ୍କ୍ରାପ ଗୋଟାଳିଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

କୁଆଁରମୁଣ୍ଡା,୨୮।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଧୀନ କୁମଝରିଆ ପଞ୍ଚାୟତ ବିଜାବାହାଲ ନିକଟସ୍ଥ ଏକ ରାଇସ ମିଲ୍‌ ପରିସରରୁ ଜଣେ ବୃଦ୍ଧାଙ୍କ ମୃତଦେହ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri