Posted inଜାତୀୟ

ଏସବୁ ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ପୂର୍ବାନୁମାନ: ରେଡ୍‌ ଆଲର୍ଟ ଜାରି

ନୂଆଦିଲ୍ଲୀ, ୨୨।୮: ଦେଶର ଅଧାରୁ ଅଧିକ ରାଜ୍ୟରେ ବର୍ଷା ବିତ୍ପାତ ଜାରି ରହିଛି। ପୂର୍ବରୁ ଆରମ୍ଭ କରି ପଶ୍ଚିମ ଏବଂ ଉତ୍ତରଭାରତରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା, ଛତିଶଗଡ଼, ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ପଶ୍ଚିମବଙ୍ଗର ଦକ୍ଷିଣ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ ପାଣିପାଗ ବିଭାଗ ପକ୍ଷରୁ କରାଯାଇଛି। ଏନେଇ ରେଡ୍‌ ଆଲର୍ଟ ମଧ୍ୟ ଜାରି କରାଯାଇଛି। ଶନିବାର ଏବଂ ରବିବାର ଏସବୁ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି କୁହାଯାଇଛି। ମଧ୍ୟପ୍ରଦେଶର ହୋଶଙ୍ଗାବାଦ୍‌, ଜବଲପୁର, ବେତୁଲ, ନରସିଂହପୁର, ସିବନି ଏବଂ ହରଦା ଜିଲାରେ ରେଡ୍‌ ଆଲର୍ଟ ଜାରି କରାଯାଇଛି। ସେହିପରି ରାଜ୍ୟର ୧୨ ଜିଲାରେ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ମହାରାଷ୍ଟ୍ରର ମୁମ୍ବାଇ, ଠାଣେ,ପାଲଘର, ରାୟଗଡ଼, ରତ୍ନଗିରି, ସିନ୍ଧୁଦୁର୍ଗ ଆଦି ଜିଲାରେ ମଧ୍ୟ ଅରେଞ୍ଜ୍‌ ଆଲର୍ଟ ଜାରି ହୋଇଛି। ଓଡ଼ିଶାର ଉପକୂବର୍ତ୍ତୀ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମୁଦ୍ରକୁ ମାଛ ଧରିବା ପାଇଁ ନ ଯିବାକୁ ଧୀବରଙ୍କ ଲାଗି ସତର୍କ ସୂଚନା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

IRGCର ହିଟ ଲିଷ୍ଟରେ ୮ଟି ପ୍ରମୁଖ ଉପସାଗରୀୟ ସେତୁ; B1 ସେତୁ ଉପରେ ଆମେରିକା-ଇସ୍ରାଏଲ କାର୍ଯ୍ୟାନୁଷ୍ଠାନ ଯୋଗୁ ଇରାନ କ୍ରୋଧିତ

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ଇରାନର ସବୁଠାରୁ ଉଚ୍ଚ ସେତୁ – B1 -କୁ ଟାର୍ଗେଟ କରିଥିଲେ, ଯାହା ଏହି ଅଞ୍ଚଳରେ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri