Posted inଜାତୀୟ

ଭୀଷଣ ବର୍ଷା, ବେଙ୍ଗାଲୁରୁ ସହର ଜଳାର୍ଣ୍ଣବ

ବେଙ୍ଗାଲୁରୁ,୩୦ା୪: ବେଙ୍ଗାଲୁରୁରେ ଅଚାନକ ଭାବେ ଆରମ୍ଭ ହୋଇଥିବା ବର୍ଷା ପରବର୍ତ୍ତୀ ସମୟରେ ଭୀଷଣ ରୂପ ନେବାରୁ ସାରା ସହର ଜଳାର୍ଣ୍ଣବ ହୋଇପଡ଼ିଛି। ସହରର ବିଭିନ୍ନ ଅଞ୍ଚଳ ଜଳବନ୍ଦୀ ହୋଇପଡ଼ିବା ସହ ବର୍ତ୍ତମାନ ସୁଦ୍ଧା ବିଭିନ୍ନ ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ସହରରେ ବର୍ଷାଜଳ ବନ୍ୟା ପରିସ୍ଥିତି ସୃଷ୍ଟି କରିଥିବାରୁ ଟ୍ରାଫିକ୍‌ ସମସ୍ୟା ମଧ୍ୟ ଉତ୍କଟ ହୋଇପଡ଼ିଛି। କେତେକ ପ୍ରମୁଖ ରାସ୍ତାରେ ଜଳ ଭର୍ତ୍ତି ହୋଇ ରହିଥିବାରୁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ପବନ ଏବଂ ଭୀଷଣ ବର୍ଷା ଯୋଗୁ ଲେଡି କର୍ଜନ ହସ୍ପିଟାଲର ଏକ ପାଚେରି ଭୁଶୁଡ଼ି ପଡ଼ିବାରୁ ୭ ଜଣଙ୍କ ମୃତ୍ୟୁ ହୋଇଥିଲା।

ଏପରିକି କେତେକ ସ୍ଥାନରେ ପାଣିରେ ଭାସିଯାଇ ଅନ୍ୟ ୩ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଇଛି। ଏହାଛଡ଼ା ଆଉ କେତେଜଣ ଲୋକଙ୍କ ପତ୍ତା ମିଳୁ ନ ଥିବାରୁ ମୃତ୍ୟୁ ସଂଖ୍ୟା ବଢିବା ଆଶଙ୍କା ଉପୁଜିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଆସୁଛି UPIର ‘ବାପା’, ‘ଡିଜିଟାଲ ରୁପି’ (Digital Rupee), ଏହା କ’ଣ? ବ୍ୟାଙ୍କ କିମ୍ବା ଇଣ୍ଟରନେଟ ସଂଯୋଗ ବିନା କିପରି ଟଙ୍କା ସ୍ଥାନାନ୍ତର ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୯: ମୂଳ କଥା ହେଉଛି UPI ଠାରୁ ମଧ୍ୟ ଏକ ବଡ଼ ଜିନିଷ ଆସିବାକୁ ଯାଉଛି। UPI ଶୁଳ୍କ (charges) କୁ ନେଇ ଚାଲିଥିବା ହଟଚମଟ ମଧ୍ୟରେ,…

କୃଷକଙ୍କ ପାଇଁ ଖୁସି ଖବର: ମାସକୁ ପାଇବେ ୩,୦୦୦ ଟଙ୍କା ପେନସନ! PM Kisan ରେ…

ନୂଆଦିଲ୍ଲୀ,୧୮।୯: ବାର୍ଦ୍ଧକ୍ୟରେ ନିୟମିତ ଆୟକୁ ନେଇ ସମସ୍ତଙ୍କ ମନରେ ଚିନ୍ତା ଥାଏ, ବିଶେଷକରି କ୍ଷୁଦ୍ର ଏବଂ ନାମମାତ୍ର ଚାଷୀମାନଙ୍କ ପାଇଁ ଏହି ଚିନ୍ତା ଆହୁରି ବଢ଼ିଯାଏ। ଏହାକୁ…

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ନିର୍ବାଚନ ଆୟୋଗଙ୍କ ଉପରେ ବର୍ଷିଲେ ରାହୁଲ, ପ୍ରଥମେ ଶିବସେନା-ଏନସିପି ପରେ ଏବେ TMC…

ନୂଆଦିଲ୍ଲୀ,୧୮।୯: ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ଅନ୍ତରୀଣ ଭାବେ ଫ୍ରିଜ୍‌ କରିବା ପରେ ଭାରତୀୟ ନିର୍ବାଚନ କମିଶନ (ECI)କୁ ନେଇ ରାଜନୈତିକ ବିବାଦ…

ବଡ଼ ଖବର: ଗାଁରେ ବି ଚାଲିବ ଅଟୋ-ବାଇକ୍‌ର କ୍ୟାବ୍‌, ଜାଣନ୍ତୁ କେମିତି କରିବେ ବୁକ୍‌…

ନୂଆଦିଲ୍‌ଲୀ,୧୮।୯: ଭାରତ ଟ୍ୟାକ୍ସି (Bharat Taxi) ର ଅନେକ ସହରରେ ପାଇଲଟ ପ୍ରୋଜେକ୍ଟ ଚାଲୁ ରହିଛି। ବର୍ତ୍ତମାନ ଏହି ଭାରତ ଟ୍ୟାକ୍ସି ସେବା ଦିଲ୍ଲୀ-ଏନସିଆର (Delhi-NCR), ଗୁଜରାଟ,…

ସୁରକ୍ଷାକର୍ମୀଙ୍କ ସାମ୍ନାରେ ହାତ ଯୋଡ଼ିଲେ ସଲମାନ; ଗଣେଶ ଦର୍ଶନ ପରେ…

ମୁମ୍ବାଇ: ବଲିଉଡର ‘ଭାଇଜାନ’ ସଲମାନ ଖାନ ତାଙ୍କ ଅଭିନୟ ଏବଂ ଚଳଚ୍ଚିତ୍ର ପାଇଁ ବେଶ ଜଣାଶୁଣା, କିନ୍ତୁ ସମ୍ପ୍ରତି ସେ ନିଜର ସୋସିଆଲ ମିଡିଆ ପୋଷ୍ଟ ଏବଂ…

ରାସନ କାର୍ଡକୁ ନେଇ ଆସିଲା ବଡ଼ ଅପଡେଟ୍‌, ଏହି ଡକ୍ୟୁମେଣ୍ଟ ନ ଥିଲେ କଟିଯିବ…

ନୂଆଦିଲ୍‌ଲୀ,୧୮।୯: ଯଦି ଆପଣ ଏକ ନୂଆ ରାସନ କାର୍ଡ ତିଆରି କରିବାକୁ ଯାଉଛନ୍ତି କିମ୍ୱା ପୁରୁଣା କାର୍ଡରେ କୌଣସି ସଦସ୍ୟଙ୍କ ନାମ ଯୋଡ଼ିବା କିମ୍ୱା ହଟାଇବା ବିଷୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?