ପ୍ରବଳ ବର୍ଷା: ଏହି ଜିଲାରେ ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ

ପୁରୀ,୨୬।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି। ଗୁରୁବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏନେଇ ପୁରୀ ଜିଲାରେ ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲାପାଳ। ପ୍ରବଳ ବର୍ଷା ହେଉଥିବାର ଛୁଟି ଘୋଷଣା ହୋଇଛି।

ତେବେ ଆଜି ବୌଦ୍ଧ ଓ ଅନୁଗୋଳ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ଉଭୟ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଦୁଇ ଜିଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏ ନେଇ ସତର୍କ ରହିବା ପାଇଁ ପାଣିପାଗ କେନ୍ଦ୍ର ଅବଗତ କରାଇଛି। ଅନ୍ୟପଟେ ବାଲେଶ୍ୱର, ଭଦ୍ରକ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ସମେତ ୨୧ ଜିଲାକୁ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri