୨ ଦିନ ପ୍ରବଳ ବର୍ଷିବ: ଘଡ଼ଘଡ଼ି ସହ ୩୦ରୁ ୪୦ କିଲୋମିଟର ବେଗରେ ବୋହିବ ପବନ

ଭୁବନେଶ୍ୱର,୨୩।୬(ଅନୁରାଧା ମହାରଣା)- ଆସନ୍ତା ୨ଦିନ କେତେକ ଜିଲାରେ ବର୍ଷା ସମ୍ଭାବନା ରହିଥିବାବେଳେ ୨୬ରୁ ବର୍ଷାର ପରିମାଣ ବଢ଼ିବ। ସୋମବାର କେନ୍ଦୁଝର ଓ ମୟୁରଭଞ୍ଜରେ ବିଜୁଳି ଘଡ଼ଘଡି ସହ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହି ଦୁଇ ଜିଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିବାର ସମ୍ଭାବନା ରହିଛି। ଏହି ଦୁଇ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ବଜ୍ରପାତ ନେଇ ୨୫ ଜିଲାକୁ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୨୫ ତାରିଖ ପଯର୍‌ୟନ୍ତ ବିଭିନ୍ନ ଜିଲାରେ ବର୍ଷା ପବନ ନେଇ ସତର୍କ ସୂଚନା ଜାରି କରାଯାଇଛି। ମାତ୍ର ୨୬ ତାରିଖରୁ ବର୍ଷାର ପରିମାଣ ବଢ଼ିବା ସହ ଅଧିକାଂଶ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏନେଇ ସମ୍ପୃକ୍ତ ଜିଲାଗୁଡ଼ିକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ୨୭ ତାରିଖ ସକାଳ ୮ଟା ୩୦ ପଯର୍‌ୟନ୍ତ ଅରେଞ୍ଜ ଓ୍ବାର୍ନିଂ ବଳବତ୍ତର ରହିବ । ବଜ୍ରପାତ ସମୟରେ ଜନସାଧାରଣ ସତର୍କ ରହିବା ସହ ବାହାରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri