Posted inଜାତୀୟ

ପାଣି ଘେରରେ ବେଙ୍ଗାଲୁରୁ

ବେଙ୍ଗାଲୁରୁ,୬ା୯: କର୍ନାଟକ ରାଜଧାନୀ ବେଙ୍ଗାଲୁରୁରେ ରବିବାର ସନ୍ଧ୍ୟାରୁ ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଭାରତର ପାଣିପାଗ ବିଭାଗ (ଆଇଏମ୍‌ଡି) ସୂଚନା ଅନୁସାରେ ୧୩୧.୬ ମି.ମି. ବର୍ଷା ହୋଇଛି, ଯାହା କି ଗତ ୮ ବର୍ଷର ରେକର୍ଡ ଭାଙ୍ଗିଛି। ୨୦୧୪ରେ ବେଙ୍ଗାଲୁରୁରେ ୧୩୨.୩ ମି.ମି. ବର୍ଷା ହୋଇଥିଲା। ମଙ୍ଗଳବାର ମଧ୍ୟ ବର୍ଷା ଲାଗି ରହିବ ବୋଲି ଆଇଏମ୍‌ଡି ପୂର୍ବାନୁମାନ କରିଛି। ହ୍ବାଇଟ୍‌ଫିଲ୍ଡ, ଇନ୍ଦିରାନଗର, କେଙ୍ଗେରି, ଆର୍‌ ଆର୍‌ ନଗର, ବୋମାନାହାଲ୍ଲି, ମରାଠାଲ୍ଲି, ମହାଦେବପୁରା ଆଦି ସହର ଅଧିକ ପ୍ରଭାବିତ ହୋଇଛି। ଅନେକ ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ପାଣିରେ ବୁଡ଼ି ଯାଇଥିବାବେଳେ ରାସ୍ତାଘାଟ କ୍ଷତିଗ୍ରସ୍ତ ହୋଇଛି। ପମ୍ପିଂ ଷ୍ଟେଶନଗୁଡ଼ିକ ପାଣିରେ ବୁଡ଼ି ଯାଇଥିବାରୁ ସହରରେ ପାନୀୟ ଜଳ ଯୋଗାଣ ବାଧାପ୍ରାପ୍ତ ହେବାର ଆଶଙ୍କା ଉପୁଜିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୈନିକ ସ୍କୁଲରେ ନାମ ଲେଖାଇବେ ଛାତ୍ରୀ: ରାଜନାଥ

ନୂଆଦିଲ୍ଲୀ,୧୮।୧୦: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୁକ୍ରବାର ଘୋଷଣା କରିଛନ୍ତି ଏଣିକି ସୈନିକ ସ୍କୁଲରେ ଛାତ୍ରୀମାନେ ନାମ ଲେଖାଇ ପାରିବେ। ୨୦୨୧-୨୨ ବର୍ଷରେ ଛାତ୍ରୀମାନେ ସୈନିକ...

ଉପର ମୁହାଁ କରୋନା, ବୁଧବାର ମୁଖ୍ୟମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ…

ନୂଆଦିଲ୍ଲୀ, ୨୬।୪ : ଦେଶରେ କରୋନା ସଂକ୍ରମଣ ପୁଣି ଉପର ମୁହାଁ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ...

କ୍ୟାବିନେଟ ବୈଠକରେ ୩ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ନୂଆଦିଲ୍ଲୀ, ୨୧।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କେନ୍ଦ୍ର କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକ ପରେ କେନ୍ଦ୍ର...

ଯୋଗ ଦିବସ ପୂର୍ବରୁ ଆନିମେଟେଡ୍‌ ଭିଡିଓ ଟୁଇଟ୍‌ କଲେ ମୋଦି

ନୂଆଦିଲ୍ଲୀ,୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦିବସ ପୂର୍ବରୁ ବୁଧବାର ଏକ ଆନିମେଟେଡ ଭିଡିଟ ଟୁଇଟ୍‌ କରିଛନ୍ତି। ଯାହା ଏବେ ଚର୍ଚ୍ଚାର ପରିସରକୁ ଆସିଛି। ଆସନ୍ତା...

ବର୍ଷ ଆରମ୍ଭରୁ କଶ୍ମୀରରେ ନିହତ ହେଲେଣି ୧୧ ଆତଙ୍କବାଦୀ

ଶ୍ରୀନଗର,୮।୧: ନୂଆବର୍ଷ ୨୦୨୨ର ପ୍ରଥମ ସପ୍ତାହରେ ଜମ୍ମୁ-କଶ୍ମୀରର ବିଭିନ୍ନ ସ୍ଥାନରେ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ୧୧ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩ ଜୈଶ...

ମୁଖ୍ୟମନ୍ତ୍ରୀଙ୍କୁ କିଛି ଜଣାନାହିଁ, କରୋନା ମୃତ୍ୟୁ କ୍ଷତିପୂରଣ ନେଇ ସୁପ୍ରିମ୍‌କୋର୍ଟଙ୍କ ଭର୍ସନା…

ନୂଆଦିଲ୍ଲୀ,୨୨।୧୧: କରୋନା ମୃତ୍ୟୁ କ୍ଷତିପୂରଣ ପ୍ରଦାନ ମାମଲାରେ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ଗୁଜରାଟ ରାଜ୍ୟ ସରକାରଙ୍କୁ ଭର୍ସନା କରାଯାଇଛି। ବିଚାରପତି ଏମ୍‌.ଆର୍‌.ଶାହା ଏବଂ ବି.ଭି. ନାଗରଥ୍ନାଙ୍କ ନେତୃତ୍ୱରେ...

ଉତ୍ତର ପ୍ରଦେଶରେ ପାଦ ରଖିଲା କରୋନା ଭାଇରସ: ଗୋଟିଏ ପରିବାରର ୬ ଆକ୍ରାନ୍ତ!

ଆଗ୍ରା,୩।୩: ଭାରତରେ କରୋନା ଭାଇରସର ପ୍ରବେଶକୁ ନେଇ ଭୟ ସୃଷ୍ଟି ହୋଇଥିବା ବେଳେ ଏବେ ଏହା ଉତ୍ତର ପ୍ରଦେଶରେ ପାଦ ରଖିଛି ବୋଲି କୁହାଯାଉଛି। ଆଗ୍ରାର...

ହ୍ବାଟ୍ସଆପ୍‌ ପ୍ରେମିକଙ୍କୁ ବିବାହ କରିବାକୁ ୩୦୦ କିମି ଯାତ୍ରା କରି ପହଞ୍ଚିଲେ ଏହି ଯୁବତୀ: ଏବେ ବଡ଼ଭାଇଙ୍କୁ ବିବାହ କରିବେ ବୋଲି ଦେଇଛନ୍ତି ଧାରଣା

କାନପୁର,୨୯।୮: ଉତ୍ତରପ୍ରଦେଶର କାନପୁରରେ ଏକ ନିଆରା ପ୍ରେମକାହାଣୀ ଦେଖିବାକୁ ମିଳିଛି। ଜଣେ ଯୁବତୀ ନିଜର ହ୍ବାଟ୍ସଆପ୍‌ ପ୍ରେମିକଙ୍କୁ ଭେଟିବା ପାଇଁ ୩୦୦ କିମି ଯାତ୍ରା କରି...

Advertisement
Archives

Model This Week