ବର୍ଷାକୁ ନେଇ IMD ଡିଜି ଦେଲେ ବଡ଼ ସୂଚନା, ଆଜି ରାତିରେ…

ଭୁବନେଶ୍ୱର,୨।୧୦: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଗଭୀର ଅବପାତ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ରାତି ସାରା ବର୍ଷା ଲାଗି ରହିବ ବୋଲି IMD ଡିଜି ସୂଚନା ଦେଇ କହିଛନ୍ତି। IMD ଡିଜିଙ୍କ ଅନୁଯାୟୀ, ବିଶେଷକରି ଦକ୍ଷିଣ ଓଡ଼ିଶା ଉପକୂଳରେ ବର୍ଷା ଜାରି ରହିଛି। ବର୍ତ୍ତମାନ ଘଣ୍ଟାକୁ ୫୫ରୁ ୬୫ କିମି ବେଗରେ ପବନ ବହୁଛି। ଖାଲୁଆ ଅଞ୍ଚଳ ଜଳମଗ୍ନ ଓ ଭୂସ୍ଖଳନର ଆଶଙ୍କା ରହିଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବା ମନା, ଗଭୀର ସମୁଦ୍ରରେ ଥିଲେ ନ ଫେରନ୍ତୁ। କାଲି ସକାଳ ସୁଦ୍ଧା ବର୍ଷାର ପ୍ରକୋପ କମିବ ବୋଲି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।

ଅନ୍ୟପଟେ, ଆଜି ଓ ଆସନ୍ତାକାଲି ପାଇଁ ଓଡ଼ିଶାର ଅଧିକାଂଶ ଜିଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ୭ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରେଡ ୱାର୍ନିଂ ଜାରି କରାଯାଇଛି। ପୁରୀ, ଗଜପତି, ରାୟଗଡ଼ା, କୋରାପୁଟ, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳକୁ ରେଡ ୱାର୍ନିଂ ଜାରି କରାଯାଇଥିବାବେଳେ ଆଉ ୧୬ ଜିଲା ପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ…

ଆଜି ଏହି ସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୨୧ା୬(ବନ୍ଦନା ସେଠୀ): ମୌସୁମୀ ଛୁଇଁବା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଅଗ୍ରସର ହେଉଛି। ଫଳରେ ସେସବୁ ଜିଲାରେ କୋହଲା ପାଗ ସହ ବର୍ଷା ଯୋଗୁ ଗ୍ରୀଷ୍ମ…

ଇରାନର ସର୍ତ୍ତ ପୂରଣ ହେଲେ ହର୍ମୁଜ ପ୍ରଣାଳୀରୁ ବାହାରିବ ଜହାଜ, ନୂଆ ସର୍ତ୍ତକୁ ନେଇ ଚିନ୍ତାରେ ପଡିଲାଣି ସାରା ବିଶ୍ୱ

ତେହରାନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତିନାମା ପରେ, ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀକୁ ବାଣିଜ୍ୟିକ ଜାହାଜ ପାଇଁ ପୁନଃ…

International Yoga Day: ୩୫୦୦୦ ଲୋକଙ୍କ ସହ ଯୋଗ କଲେ ମୋଦି, କୋଲକାତାରେ ଭବ୍ୟ ଆୟୋଜନ

କୋଲକାତା,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାର ରେଡ ରୋଡରେ ଆୟୋଜିତ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ…

ରକ୍ଷକ ପାଲଟିବେ ଲୁଟେରା! ପ୍ରଥମେ କହିଥିଲେ ହର୍ମୁଜ ପ୍ରଣାଳୀ ମୁକ୍ତ ରହିବ, ଏବେ ଟ୍ରମ୍ପ କହୁଛନ୍ତି…

ଓ୍ବାଶିଂଟନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଚାଲିଛି, କିନ୍ତୁ ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂଆ ପଦକ୍ଷେପ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ଆଜି, ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର…

ନୂଆଦିଲ୍ଲୀ,୨୧।୬(ପି.ଟି.): ରବିବାର ଅନୁଷ୍ଠିତ ହେବାକୁ ଥିବା ଡାକ୍ତରୀ ଶିକ୍ଷା ପ୍ରବେଶିକା ପରୀକ୍ଷା (ଏନ୍‌ଇଇଟି-ୟୁଜି)କୁ ନିର୍ବିଘ୍ନ, ସୁରକ୍ଷିତ ଓ ସ୍ବଚ୍ଛ ଭାବେ ସମ୍ପାଦନ କରିବା ପାଇଁ ଶନିବାର ଦେଶବ୍ୟାପୀ…

ଧର୍ମେନ୍ଦ୍ର ଇସ୍ତଫା ନ ଦେବା ଯାଏ ଯନ୍ତରମନ୍ତର ଛାଡ଼ିବୁନୁ: ଦୀପ୍‌କେ

ନୂଆଦିଲ୍ଲୀ,୨୧।୬(ପି.ଟି.): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେବା ଯାଏ ନୂଆଦିଲ୍ଲୀର ଯନ୍ତରମନ୍ତର ଛାଡ଼ିବେ ନାହିଁ ବୋଲି କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପ୍ରତିଷ୍ଠାତା ଅଭିଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri