୫ ଜିଲାରେ ପ୍ରବଳ ବର୍ଷା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ବର,୨୭।୬: ରାଜ୍ୟର କିଛି ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟର ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ସତର୍କ ସୂଚନା ଜାରି କରାଯାଇଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ ନୂଆପଡ଼ା ଏହି ୫ ଜିଲାରେ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ନିଂ ଦିଆଯାଇଛି।

ଏପରି କି ୨୭ରୁ ୨୮ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଜିଲାରେ ବର୍ଷା ସାଙ୍ଗକୁ ବଜ୍ରପାତ ହେବାର ଆଶଙ୍କା ରହିଛି।

୨୮ରୁ ୨୯ ତାରିଖ ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ଥିବା ବେଳେ ୩୦ରୁ ଜୁଲାଇ ୨ ତାରିଖ ମଧ୍ୟରେ କିଛି ଜିଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌କାଉଣ୍ଟର ପରେ ରବି ରାଓ ଗ୍ୟାଙ୍ଗ୍‌ ସଦସ୍ୟ ଜିଲାପାର୍‌: ଆହତ ଅବସ୍ଥାରେ ଅର୍ଜୁନଙ୍କୁ ଧରିଲା ପୋଲିସ

ଭୁବନେଶ୍ୱର,୭ା୮(ବ୍ୟୁରୋ): ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ଜିଲାରେ ଆତଙ୍କ ଖେଳାଉଥିବା ୧୧ଜଣିଆ ରବି ରାଓ ଗ୍ୟାଙ୍ଗ୍‌କୁ ଧରିବାକୁ କମିଶନରେଟ ପୋଲିସ ସିରିଜ ଏନ୍‌କାଉଣ୍ଟର କରିଥିଲା। ୪ଜଣଙ୍କୁ...

ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ଓଡ଼ିଶା ଛୁଇଁଛି। ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୌସୁମୀ ପ୍ରଭାବରେ ଦକ୍ଷିଣ ଓଡ଼ିଶାର...

ଧାମରାରୁ ଧରାହେଲେ ୧୦ ବିରଳ ମାଛ: କିଲୋ ପ୍ରତି ୫ରୁ ୬ ହଜାର ଟଙ୍କା

ଚାନ୍ଦବାଲି, ୨୦।୬ (ଡି.ଏନ.ଏ) – ଭଦ୍ରକ ଜିଲା ଧାମରା ମାଛଧରା ବନ୍ଦର ଅଧୀନ ଚନ୍ଦନୀପାଳ ମାଛଧରା କେନ୍ଦ୍ର(ବେସ୍‌)ରେ ଏକପ୍ରକାର ବିରଳ ପ୍ରଜାତିର ୧୦ଟି ମାଛ ଗୁରୁବାର...

ବନ୍ୟପ୍ରାଣୀଙ୍କୁ ଖାଦ୍ୟ ବଣ୍ଟନ ଭୟଙ୍କର ପରିସ୍ଥିତି ସୃଷ୍ଟି କରିବ

ଭୁବନେଶ୍ୱର, ୨୫ା୪(ବ୍ୟୁରୋ): ଲକ୍‌ଡାଉନ୍‌ ଜାରି ରହିଥିବାବେଳେ ବହୁ ବ୍ୟକ୍ତି ବିଶେଷ ଓ ସଂଗଠନ ଭୋକରେ ଥିବା ବୁଲା ଗୋରୁଗାଈ, କୁକୁର ଆଦିଙ୍କୁ ଖାଦ୍ୟ ବାଣ୍ଟୁଛନ୍ତି। ସରକାର...

କୋଳିମାଟିରେ ନିଆରା ହୋଲି: ଅବିର, ହଳଦୀ ପାଣିରେ ରଙ୍ଗ ଖେଳିଲେ ଅଞ୍ଚଳବାସୀ

କୋଳିମାଟି, ୧୦ା୩( ଡି.ଏନ.ଏ.)-କେନ୍ଦୁଝର ଜିଲା ଆନନ୍ଦପୁର କୋଳିମାଟି ଅଞ୍ଚଳରେ ଛୋଟ ପିଲାଠାରୁ ଆରମ୍ଭ କରି ସମସ୍ତ ଲୋକେ ହୋଲିକୁ ଧୁମଧାମରେ ପାଳନ କରିଛନ୍ତି। କରୋନା ଭାଇରସ...

ବଚସାରୁ ହତ୍ୟା

ସମ୍ବଲପୁର,୧୦ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଜାତୀୟ ରାଜପଥ କଡରେ ଥିବା ପଞ୍ଚମୁଖି ଢ଼ାବାରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଢ଼ାବା କର୍ମଚାରୀଙ୍କୁ...

କଂଗ୍ରେସ କର୍ମୀ-ପୋଲିସ ମୁହାଁମୁହିଁ

ଭୁବନେଶ୍ୱର,୨୧ା୭(ବ୍ୟୁରୋ): ସୋନିଆ ଗାନ୍ଧୀଙ୍କୁ ଇଡି ସମନ ପରେ ରାଜ୍ୟ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କଂଗ୍ରେସ ଭବନରୁ ଶତାଧିକ କଂଗ୍ରେସ କର୍ମୀ ଶୋଭାଯାତ୍ରାରେ ବାହାରିଥିଲେ।...

ନନ୍ଦନକାନନରେ ହେଲା ପକ୍ଷୀ ଗଣନା

ବାରଙ୍ଗ,୪ା୧(ଡି.ଏନ୍‌.ଏ): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଶୁକ୍ରବାର ଦିନିକିଆ ପକ୍ଷୀଗଣନା କାର୍ଯ୍ୟ ସରିଛି। ଚଳିତବର୍ଷର ଗଣନା ଅନୁଯାୟୀ ଗତବର୍ଷଠାରୁ ଏଥର ନନ୍ଦନକାନନକୁ ପକ୍ଷୀମାନଙ୍କର ଆଗମନ ସଂଖ୍ୟା ହ୍ରାସ...

Advertisement
Archives

Model This Week