୬ ଜିଲାରେ ପ୍ରବଳ ବର୍ଷିବ: ଅରେଞ୍ଜ ୱାର୍ନିଂ ଜାରି

ଭୁବନେଶ୍ୱର,୧୫।୭(ବ୍ୟୁରୋ): ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଉପକୂଳ ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା ଜାରି ରହିଛି। ଆଗକୁ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଆଗାମୀ ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନାନୁଯାୟୀ, ଶନିବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କଟକ, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ଦେବଗଡ଼ ସୁନ୍ଦରଗଡ଼ ଓ ବରଗଡ଼ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ରୂପ ପାଇବ ତାଳସାରୀ-ଉଦୟପୁର ବେଳାଭୂମି

ଭୋଗରାଇ, ୧୨।୨(ଡି.ଏନ.ଏ.)-ପର୍ଯ୍ୟଟନସ୍ଥଳୀ ତାଳସାରୀ-ଉଦୟପୁର ଏବେ ନୂଆ ରୂପରେ ଶୋଭା ପାଇବ। ବଙ୍ଗୋପସାଗର କୂଳରେ ଥିବା ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ଏହି ଦୁଇ ବେଳାଭୂମିକୁ ବିଶ୍ୱମାନର...

କାଲି ହୋଇଥିଲା ଭିଜିଲାନ୍ସ ଚଢ଼ାଉ, ଆଜି ବନ୍ଧାହେଲେ ୨ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୪ା୩(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୁଇ ବରିଷ୍ଠ ଅଧିକାରୀ ଗିରଫ ହୋଇଛନ୍ତି। ସେମାନେ ହେଲେ ଖଣି ନିର୍ଦ୍ଦେଶାଳୟର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର...

ଅବପାତର ରୂପ ନେଲା ଲଘୁଚାପ: ୬ଟି ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୮।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଓଡିଶାର ୬ଟି ଜିଲାରେ ଗୁରୁବାର ପ୍ରବଳରୁ ୍ଅତି...

ନନ୍ଦନକାନନରେ ଅଫଲାଇନ ଟିକଟ

ବାରଙ୍ଗ,୨।୩(ଡି.ଏନ୍‌.ଏ.): ନନ୍ଦନକାନନରେ ଅଫଲାଇନ ଟିକଟ ଓ ବଣଭୋଜିକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତିା ନନ୍ଦନକାନନ ଉପନିର୍ଦ୍ଦେଶକ ଏ ନେଇ ସୂଚନା ଦେଇଛନ୍ତି । ଜାନୁୟାରୀ ୭ରୁ...

ପୂରଣ ହେବ ୧୧ ହଜାର ୪୦୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ରାଜ୍ୟରେ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ଶିକ୍ଷକ ନିଯୁକ୍ତି ପାଇଁ ଏହି ବଡ଼ ପଦକ୍ଷେପ ନିଆଯାଇଛି...

ପୋଲିସ ଉପରକୁ ଅଣ୍ଡାମାଡ଼

ବାରିପଦା ଅଫିସ,୧୧।୧୧: ମୟୂରଭଞ୍ଜ ଜିଲା ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ବୁଧବାର ବାରିପଦା ସ୍ଥିତ ଏସ୍‌ପି ଅଫିସ ଘେରାଉ ସମୟରେ ଅଭାବନୀୟ ଘଟଣା ଘଟିଛି। ଭାଜପା...

ଭଡ଼ାଟିଆଙ୍କୁ ୬୨ ହଜାର ଛାଡ଼ କଲେ ଘର ମାଲିକ

ଭୁବନେଶ୍ୱର,୧୧ା୪ (ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନକ୍ରମେ ଆଉଜଣେ ଘର ମାଲିକ ବଦାନ୍ୟତା ଦେଖାଇଛନ୍ତି। ସେ ମାସକର ଘର ଭଡ଼ା ବାବଦକୁ ୬୨ ହଜାର ଟଙ୍କା ଛାଡ କରିଛନ୍ତି।...

ବିକାଶ ପାଇଁ ବ୍ଲୁପ୍ରିଣ୍ଟ

ଢେଙ୍କାନାଳ ଅଫିସ, ୨୧।୩ ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ଯୋରନ୍ଦା ଏବଂ ପର୍ଯ୍ୟଟନସ୍ଥଳୀ ସପ୍ତଶଯ୍ୟାର ଉନ୍ନତୀକରଣ ଲାଗି ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ଏହି ଦୁଇ ପର୍ଯ୍ୟଟନ...

Advertisement
Archives

Model This Week