ପ୍ରବଳ ବର୍ଷା ନେଇ ୯ ଜିଲାକୁ ରେଡ୍‌ ୱାର୍ନିଂ

ଭୁବନେଶ୍ୱର,୨୬।୫: ବାତ୍ୟା ‘ୟାସ’ର ପ୍ରଭାବରେ ଆଗାମୀ ୬ ଘଣ୍ଟା ପ୍ରବଳ ବର୍ଷା ଆଶଙ୍କା ରହିଛି। ଏନେଇ ରାଜ୍ୟର ୯ ଜିଲାକୁ ରେଡ୍‌ ୱାର୍ନିଂ ଜାରି କରାଯିବା ସହ ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଏବଂ ଢେଙ୍କାନାଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗୁରୁବାର ସକାଳ ସାଢେ ୮ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଏସ୍‌ଆର୍‌ସି ପ୍ରଦୀପ ଜେନା ସମ୍ପୃକ୍ତ ଜିଲାର ଜିଲାପାଳଙ୍କୁ ପରାମର୍ଶ ଦେଇଛନ୍ତି। ଏପରିକି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୌସୁମୀ ପୂର୍ବରୁ ସଫା ହେବ ସମସ୍ତ ଡ୍ରେନ୍‌ : ୨୩୦ ଶ୍ରମିକ ନିୟୋଜିତ, ୬୭ ଓ୍ବାର୍ଡରେ ବିଏମ୍‌ସି ପକ୍ଷରୁ ୨୫ ଘରୋଇ ଠିକା ସଂସ୍ଥାକୁ ଦାୟିତ୍ୱ

ଭୁବନେଶ୍ୱର,୨୭।୫(ବ୍ୟୁରୋ) : ଚଳିତବର୍ଷ ମୌସୁମୀ ଆସିବା ପୂର୍ବରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ମୁଖ୍ୟ ଓ ସବ୍‌ ଡ୍ରେନ୍‌ ସଫା କରାଯିବ। ଏ ନେଇ ଭୁବନେଶ୍ୱର ମହାନଗର...

ବନ୍ୟାରେ ୯ ଜିଲାର ୧ଲକ୍ଷ ୩୦ ହଜାର ପ୍ରଭାବିତ

ଭୁବନେଶ୍ୱର,୯।୮(ବ୍ୟୁରୋ) : ବନ୍ୟା ପରିସ୍ଥିତିକୁ ନେଇ ରାଜ୍ୟ ସରକାରଙ୍କ ତଥ୍ୟ ମୁତାବକ ୯ଟି ଜିଲା ସର୍ବାଧିକ କ୍ଷତିଗସ୍ତ ହୋଇଛି। ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ଗଜପତି,...

ଝରାଫୁଲ ମୃତ୍ୟୁ ରହସ୍ୟ: ଭୁବନେଶ୍ୱରରେ ପହଞ୍ଚିଲେ ପ୍ରେମିକ ରାକେଶ

ଭୁବନେଶ୍ୱର,୩।୨(ବ୍ୟୁରୋ) : ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ମୃତ୍ୟୁ ମାମଲାରେ ଭୁବନେଶ୍ୱରରେ ପହଞ୍ଚିଛି ଯାଜପୁର ପୋଲିସ। ଝରାଫୁଲଙ୍କ ପ୍ରେମିକ ରାକେଶ ସ୍ବାଇଁଙ୍କୁ ସାଙ୍ଗରେ ଆଣି...

୪୭ ପ୍ରତିଦ୍ୱନ୍ଦୀଙ୍କ ଭାଗ୍ୟ ପରୀକ୍ଷା

ଭଦ୍ରକ ଅଫିସ,୨୩ା୫: ଗୁରୁବାର ୪୭ ପ୍ରତିଦ୍ୱନ୍ଦୀଙ୍କ ଭାଗ୍ୟ ପରୀକ୍ଷାର ଫଳାଫଳ ନିର୍ଣ୍ଣୟ ହେବ। ୫ ବିଧାନସଭା ଓ ଗୋଟିଏ ଲୋକସଭା ପାଇଁ ପ୍ରାର୍ଥୀ ଚୂଡାନ୍ତ ହେବ।...

ଘରୋଇ ସଙ୍ଗରୋଧରେ ଥିବା ଯୁବକଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ, ମୋବାଇଲ ଫୋନ ଜବତ

ବ୍ରହ୍ମପୁର ଅଫିସ,୧୯ା୬- ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ନୂଆ ବସ୍‌ଷ୍ଟାଣ୍ଡ ପଛପଟେ ଲିଙ୍ଗରାଜ ନଗରରେ ଥିବା ଏକ ଆପାର୍ଟମେଣ୍ଟରେ ଘରୋଇ ସଙ୍ଗରୋଧରେ ଥିବା ଜଣେ ଯୁବକ...

ବଢୁଛି ସଂଖ୍ୟା: କଟକରୁ ଆଉ ୩୪ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୩।୭: କଟକ ସହରରେ ଗୁରୁବାର ୩୪ ନୂୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୫ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ କେସ୍‌, ୨୧ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌,...

ରେଭେନ୍‌ଶାରେ ଲୋକପ୍ରିୟ ନାଁ ‘ବୋପା’,୬୨ ବର୍ଷ ହେବ ବିକୁଛନ୍ତି ପାଉଁରୁଟି

କଟକ ଅଫିସ,୪ା୧୨:ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ‘ବୋପା’ ନାମ ସହ ଅନେକେ ପରିଚିତ। ଛାତ୍ରୀଛାତ୍ରଙ୍କଠାରୁ ଆରମ୍ଭ କରି ଅଧ୍ୟାପିକାଅଧ୍ୟାପକମାନେ ମଧ୍ୟ ତାଙ୍କୁ ସେହି ନାମରେ ଡାକନ୍ତି। ଏଠାରେ ଶିକ୍ଷାଲାଭ...

ଗୁଣି ଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ନିର୍ମମ ହତ୍ୟା, କୁଡ଼ିଆରୁ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ମୃତଦେହ ଉଦ୍ଧାର

ବଣାଇଁ,୯।୧୦(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଲହୁଣିପଡ଼ା ଥାନା କୁଳିପୋଷ ଗ୍ରାମ ସଲଗ୍ନ ଶାଗୁଳିହୁଡ଼ି, ଖଡ଼ିଆମୁଣ୍ଡା ଜଙ୍ଗଲରେ ରହୁଥିବା ଜଣେ ବୃଦ୍ଧଙ୍କୁ ମଙ୍ଗଳବାର ରାତିରେ ନିର୍ମମ...

Advertisement


Archives

Model This Week