ମାସେ ହେଲା ଅଫଗାନିସ୍ତାନରେ ପ୍ରବଳ ବର୍ଷା:ଗଲାଣି ୧୮୨ ଜୀବନ

କାବୁଲ,୨୫।୮: ଆଫଗାନିସ୍ତାନରେ ମାସେ ହେଲା ଲାଗିରହିଥିବା ପ୍ରବଳ ବର୍ଷା ଓ ବନ୍ୟାରେ ୧୮୨ ଜଣଙ୍କ ଜୀବନ ଗଲାଣି। ବନ୍ୟାରେ ୨୫୦ରୁ ଅଧିକ ଲୋକ ଆହତ ହୋଇଥିବା ବେଳେ ୩,୦୦୦ରୁ ଊର୍ଦ୍ଧ୍ୱ ଘର ଭାଙ୍ଗିଥିବା ତାଲିବାନ ମୁଖପାତ୍ର ଜବିହୁଲ୍ଲା ମୁଜାହିଦ କହିଛନ୍ତି। ଅଗଷ୍ଟ ୧୬ରୁ ୨୧ ମଧ୍ୟରେ ସର୍ବାଧିକ ୬୩ ଜଣ ପ୍ରାଣ ହରାଇଛନ୍ତି। ୧୩ଟି ପ୍ରଦେଶର ୮,୨୦୦ ପରିବାର ପ୍ରଭାବିତ ହୋଇଥିବା ବେଳେ ୩୦ ଜଣ ନିଖୋଜ ଥିବା ଜାତିସଂଘ ମାନବୀୟ ବ୍ୟାପାର ସମନ୍ବୟ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ବର୍ଷା ଓ ବନ୍ୟା ଯୋଗୁ ଜୁନ୍‌ରେ ୧୯ ଏବଂ ଜୁଲାଇରେ ୪୦ ଜଣଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୋକରେ ପ୍ରତିଦିନ ୨୫ ହଜାର ଲୋକଙ୍କ ଜୀବନ ଯାଉଛି, ଜାତିସଂଘ ରିପୋର୍ଟ…

ଜେନେଭା, ୨୪।୬ : ମିଳିତ ଜାତିସଂଘ ଦ୍ୱାରା ପ୍ରକାଶିତ ସର୍ବଶେଷ ରିପୋର୍ଟ ଅନୁଯାୟୀ, ଭୋକ ଉପାସ କାରଣରୁ ସାରା ବିଶ୍ୱରେ ପ୍ରତିଦିନ ୨୫ ହଜାର ଲୋକଙ୍କ...

ଲତାଙ୍କ ମୃତ୍ୟୁରେ ପାକିସ୍ତାନରେ ଶୋକ: ମନ୍ତ୍ରୀ କହିଲେ, ସ୍ବରର ଯାଦୁ ସବୁଦିନ ପାଇଁ ରହିବ

ଇସଲାମାବାଦ,୬।୨: ଭାରତ ରତ୍ନ ଲତା ମଙ୍ଗେସ୍‌କରଙ୍କ ମୃତ୍ୟୁରେ କେବଳ ଦେଶରେ ନୁହେଁ, ବିଦେଶରେ ମଧ୍ୟ ଶୋକର ଛାୟା ଖେଳିଯାଇଛି। କିମ୍ବଦନ୍ତୀ ଗାୟିକାଙ୍କୁ ପାକିସ୍ତାନର ସୂଚନା ମନ୍ତ୍ରୀ...

ଯୁଦ୍ଧ ବ୍ୟାପକ କରିବାକୁ ରୁଷିଆର ସଙ୍କେତ, ଆମେରିକା-ବିଟ୍ରେନ ୟୁକ୍ରେନ୍‌କୁ ଯୋଗାଇବେ ଅସ୍ତ୍ରଶସ୍ତ୍ର…

ମସ୍କୋ,୨୨।୭ : ରୁଷିଆ-ୟୁକ୍ରେନ ଯୁଦ୍ଧକୁ ୫ ମାସ ବିତିଗଲାଣି। ରୁଷିଆ ସୈନ୍ୟ ୟୁକ୍ରେନ୍‌ ଦଖଲ ପାଇଁ ଉଦ୍ୟମ ଜାରି ରଖିଛନ୍ତି। ପୂର୍ବ ଡୋନବାସରେ ଚାଲିଥିବା ସଂଘର୍ଷ...

‘ଓମିକ୍ରନ ପରେ ବି ଶେଷ ହେବ ନାହିଁ କରୋନା’

ଓ୍ବାଶିଂଟନ,୧୧।୨: ସମଗ୍ର ବିଶ୍ୱରେ କରୋନା ମାମଲା ଦେଖାଯାଉଛି। ନୂଆ ଭାରିଆଣ୍ଟ ଓମିକ୍ରନ ଯଦିଓ ଅଧିକ ପ୍ରଭାବ ପକାଇ ନାହିଁ, ତଥାପି ଅନେକ ଲୋକଙ୍କ ଜୀବନ ଯାଇଛି।...

ଭାରତକୁ ନେଇ ଚିନ୍ତାରେ ଇମ୍ରାନ୍‌

ଇସ୍‌ଲାମାବାଦ, ୨୯ା୧୦: ପାକିସ୍ତାନରେ ଅସ୍ଥିରତା ସୃଷ୍ଟିକରିବା ଲାଗି ଭାରତ ଆଫଗାନିସ୍ତାନ ମାଟିରୁ ଇସ୍‌ଲାମାବାଦକୁ ଟାର୍ଗେଟ୍‌ କରିପାରେ। ମୋଦି ସରକାର କେବଳ ପାକିସ୍ତାନ ବିରୋଧୀ ନୁହନ୍ତି ବରଂ...

ବିମାନରେ ଖାଦ୍ୟ, ସ୍ନାକ୍ସ ଉପରେ ଲାଗିଲା ପ୍ରତିବନ୍ଧକ

ଇସଲାମାବାଦ,୧୫ା୧: ପାକିସ୍ତାନର ବେସାମରିକ ବିମାନ ଚଳାଚଳ କର୍ତ୍ତୃପକ୍ଷ ବିମାନରେ ସ୍ନାକ୍ସ ଏବଂ ଭୋଜନ ପରିବେଷଣ ଉପରେ ଶନିବାର ନିଷେଧାଦେଶ ଘୋଷଣା କରିଛନ୍ତି। ଏହି ନିର୍ଦ୍ଦେଶନାମା ଦେଶର...

ବିନା ମାସ୍କରେ ବିକ୍‌ନୀ ଗର୍ଲଙ୍କ ସହ ପାର୍ଟି କରୁଥିଲେ ଡାକ୍ତର, ଫଟୋ ଭାଇରାଲ ପରେ…

ଓ୍ବାଶିଂଟନ,୨୬ା୧୧: କରୋନା ଭାଇରସ ରୋକିବା ପାଇଁ ଲୋକଙ୍କୁ ନିୟମ ବୁଝାଉଥିବା ଡାକ୍ତର ନିଜେ ନିୟମ ଭାଙ୍ଗି ଆଜି ଚର୍ଚ୍ଚାରେ। ଜଣେ ଯୁବ ଡାକ୍ତର ବିନା ମାସ୍କ...

ବାଲକୋନିରେ ମଡେଲଙ୍କ ସହ ରୋମାନ୍ସରେ ମାତିଥିଲେ ସିଙ୍ଗର, ସ୍ତ୍ରୀ ଚାଲି ଆସିବାରୁ…

ବ୍ରାସିଲିଆ,୨୧ା୫: ବ୍ରାଜିଲର ଜଣାଶୁଣା ଜଣେ ସିଙ୍ଗରଙ୍କ ମୃତ୍ୟୁ ଘଟିଛି। ଏହି ମୃତ୍ୟୁର କାରଣ ହେଲା ତାଙ୍କ ରୋମାନ୍ସ। ୨୩ ବର୍ଷୀୟ ଏମ୍‌ସି କେବିନ ଦୁଇ ସପ୍ତାହ...

Advertisement
Archives

Model This Week