Posted inରାଜ୍ୟ

୧୮, ୧୯ରେ ଏହି ସବୁ ଜିଲାରେ ଅତିପ୍ରବଳ ବର୍ଷା! ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ

ଭୁବନେଶ୍ୱର,୧୬।୮: ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୦ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା। ୧୮ ଓ ୧୯ ତାରିଖ ପାଇଁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ୧୮ରେ ମାଲକାନଗିରି, କୋରାପୁଟ ଏବଂ ୧୯ରେ କୋରାପୁଟ ଓ କଳାହାଣ୍ଡିକୁ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ୧୮ରୁ ୨୦ ତାରିଖ ଯାଏଁ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଯାହା ପ୍ରଭାବରେ ୨୦ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ । ଦକ୍ଷିଣ-ପଶ୍ଚିମ ଓ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ଥିବାରୁ ଆଗାମୀ ୨୪ ଘଣ୍ଟାରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ର ହୋଇପାରେ ପୁନଃବିଚାର

ଭୁବନେଶ୍ୱର,୩୦ା୧: ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ ଉପରେ ଚଳିତ ଅଧିବେଶନରେ ପୁନଃବିଚାର ହୋଇପାରେ। ଏନେଇ ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ। ସେ କହିଛନ୍ତି, ପୁନଃବିଚାର…

୧୩ ଫେବୃଆରୀରୁ ରାଜ୍‌ କରିବେ ଏହି ୩ ରାଶି, ଗତି ପରିବର୍ତ୍ତନ କରିବେ ଗ୍ରହମାନଙ୍କର ରାଜା ସୂର୍ଯ୍ୟ

ନଅଟି ଗ୍ରହ ମଧ୍ୟରେ ସୂର୍ଯ୍ୟ ପ୍ରଥମ ସ୍ଥାନ ଅଧିକାର କରନ୍ତି ଏବଂ ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଗ୍ରହମାନଙ୍କର ରାଜା ମଧ୍ୟ ବିବେଚନା କରାଯାଏ। ଏହା ବ୍ୟତୀତ ସୂର୍ଯ୍ୟ…

ପୋଡ଼ାମାରି ବନବିଭାଗର ରାତିଅଧିଆ ଚଢାଉ, ବିପୁଳ ପରିଣାମର…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ ରେଞ୍ଜର ରୂପକ କୁମାର ପ୍ରଧାନ ସଦଳବଳେ ରେଡ୍ କରି ବିପୁଳ…

ସରକାରଙ୍କୁ ଅଲ୍ଟିମେଟମ୍‌ ଦେଲେ ଶଙ୍କରାଚାର୍ଯ୍ୟ: ୪୦ ଦିନ ଭିତରେ ଏ କାମ ନ କଲେ ଘଟିବ…

ଲକ୍ଷ୍ନୌ,୩୦।୧:ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ପ୍ରୟାଗରାଜ ମାଘ ମେଳାରେ ପ୍ରଶାସନ ସହିତ ବିବାଦ ସମ୍ପର୍କରେ ଯୋଗୀ ସରକାର ଏବଂ ପ୍ରଶାସନକୁ କଡ଼ା ସମାଲୋଚନା କରିଛନ୍ତି। ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦ କହିଥିଲେ,…

ଖୁବ୍‌ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା, ମନ୍ତ୍ରୀ କହିଲେ ଦୀପାଳିଙ୍କ ମନ୍ତବ୍ୟ ଦେଖି…

ଭୁବନେଶ୍ୱର,୩୦ା୧: ବହୁ ଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଖୁବ୍‌ଶୀଘ୍ର ଖୁଲାସା ହେବ। ନବଙ୍କ ଝିଅ ଦୀପାଳି ଦାସଙ୍କ ବୟାନ ଉପରେ ଆଇନ ମନ୍ତ୍ରୀ…

ରେଲଓ୍ବେ ଦେଲା ବଡ଼ ଖୁସି ଖବର: ତତ୍କାଳ ଟିକେଟ ବୁକିଂ ହେଲା ସହଜ , ଏଣିକି…

ନୂଆଦିଲ୍ଲୀ,୩୦।୧: ଭାରତୀୟ ରେଳବାଇ ତତ୍କାଳ ଟିକେଟ ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛି। ଏବେ ଯାତ୍ରୀମାନେ ଶୀଘ୍ର ଏବଂ ସହଜରେ ଟିକେଟ ପାଇପାରିବେ। ନୂତନ ନିୟମ ଅନୁଯାୟୀ,…

ସିଡିପିଓଙ୍କ କାର୍ଯ୍ୟାଳୟ ଆଗରେ ଔଷଧ ପୋଡ଼ି, ଅଧିକାରୀଙ୍କ କାର୍ଯ୍ୟଦକ୍ଷତା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ

ମହାକାଳପଡ଼ା, ୩୦ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): ଗ୍ରାମାଞ୍ଚଳରେ ବସବାସ କରୁଥିବା କିଶୋରୀ ବାଳିକାମାନଙ୍କର ଶାରୀରିକ, ମାନସିକ, ସ୍ବାସ୍ଥ୍ୟ ଅଭିବୃଦ୍ଧି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ…

ବିବାହର ୨ ମାସ ପରେ ପ୍ରେମିକ ସହ ଫେରାର ସ୍ତ୍ରୀ: ସ୍ୱାମୀ ଓ ମଧ୍ୟସ୍ଥିଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୩୦।୧: କର୍ଣ୍ଣାଟକର ଦାବଣଗେରେ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ବିବାହର ମାତ୍ର ଦୁଇ ମାସ ପରେ ଜଣେ ମହିଳା ନିଜ ପ୍ରେମିକ ସହ ଫେରାର ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri