Posted inଜାତୀୟ

ଦିଲ୍ଲୀରେ ପ୍ରବଳ ବର୍ଷା: ୨ ମୃତ

ନୂଆଦିଲ୍ଲୀ,୩୧।୫: ଦିଲ୍ଲୀରେ ସୋମବାର ସନ୍ଧ୍ୟାରେ ପ୍ରବଳ ବର୍ଷା ପବନ ସାଙ୍ଗକୁ କୁଆପଥର ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୩ ଜଣ ଆହତ ହୋଇଛନ୍ତି। ଦିଲ୍ଲୀ ଜାମା ମସଜିଦ ଅଞ୍ଚଳରେ ଜଣେ ୫୦ ବର୍ଷୀୟ ବ୍ୟକ୍ତି ବାଲକୋନିରୁ ଖସିପଡ଼ି ପ୍ରାଣ ହରାଇଛନ୍ତି। ସେହିପରି ଉତ୍ତର ଦିଲ୍ଲୀରେ ଜଣେ ୬୫ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଜାମା ମସ୍‌ଜିଦ୍‌ର ମଝି ଗମ୍ବୁଜ କ୍ଷତିଗ୍ରସ୍ତ ହୋଇଛି। ପ୍ରାୟ ୩୦୦ରୁ ଊର୍ଦ୍ଧ୍ୱ ଗଛ ବର୍ଷା ପବନରେ ଉପୁଡ଼ି ବିଭିନ୍ନ ଅଞ୍ଚଳରେ ଟ୍ରାଫିକ ଜାମ୍‌ ହୋଇଛି। ପବନର ଘଣ୍ଟାପ୍ରତି ବେଗ ୧୦୦ କିଲୋମିଟର ଥିଲା। ୨୦୧୮ ପରେ ଦିଲ୍ଲୀରେ ଏହା ସବୁଠୁ ବଡ଼ ଝଡ଼ ବୋଲି ପାଣିପାଗ ବିଭାଗ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri