Posted inରାଜ୍ୟ

ଝାଡ଼ଖଣ୍ଡରେ ପ୍ରବଳ ବର୍ଷା; ଓଡ଼ିଶାର ଏହି ଦୁଇ ଜିଲାରେ ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୯।୬: ଝାଡ଼ଖଣ୍ଡର ଉପରମୁଣ୍ଡାରେ ପ୍ରବଳ ବର୍ଷା ଯୋଗୁଁ ଓଡ଼ିଶାର ବାଲେଶ୍ବର ଓ ମୟୂରଭଞ୍ଜ ଜିଲାରେ ପୁଣି ଥରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି। ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ଜଳକା ନଦୀ ତିନୋଟି ପ୍ରମୁଖ ନଦୀରେ ବନ୍ୟାର ଆଶଙ୍କା ଦୃଷ୍ଟିରୁ ପ୍ରଶାସନ ସଜାଗ ହୋଇଛି।

ରାଜଘାଟରେ ସୁବର୍ଣ୍ଣରେଖା ନଦୀ ଏବେ ୯.୫୦ ମିଟର ଉଚ୍ଚତାରେ ପ୍ରବାହିତ ହେଉଛି, ଯାହା ସତର୍କ ସଙ୍କେତ (୯.୪୫ ମିଟର) ଅତିକ୍ରମ କରିଛି। ବସ୍ତା ମଥାନୀରେ ଜଳକା ନଦୀ ୭.୧୯ ମିଟରରେ ପ୍ରବାହିତ ହେଉଛି, ଯାହା ବିପଦ ସଙ୍କେତ (୬.୫୦ ମିଟର)ରୁ ଅଧିକ। ସେହିପରି, ବୁଢ଼ାବଳଙ୍କ ନଦୀ ୭.୨୦ ମିଟର ଉଚ୍ଚତାରେ ଫୁଲିଛି।

ବନ୍ୟା ଆଶଙ୍କା ଦୃଷ୍ଟିରୁ ରାଜ୍ୟ ସରକାର ବାଲେଶ୍ବର ଓ ମୟୁରଭଞ୍ଜ ଜିଲାର ଜିଲାପାଳଙ୍କୁ ସତର୍କ ରହିବାକୁ ଏବଂ ସ୍ଥାନାନ୍ତର ଓ ରିଲିଫ୍ କାର୍ଯ୍ୟକ୍ରମଙ୍କୁ ମନିଟର କରିବାକୁ ଜଳସଂପଦ ନିର୍ଦ୍ଦେଶ ବିଭାଗ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି।…

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

ବାଂଲାଦେଶର ନୂଆ ରାଷ୍ଟ୍ରପତି ମିର୍ଜା ଫକରୁଲ୍: ଜାଣନ୍ତୁ ତାଙ୍କ ପତ୍ନୀଙ୍କ ଭାରତ କନେକ୍ସନ୍

ଢାକା,୨୦।୮: ବାଂଲାଦେଶ ନେସନାଲିଷ୍ଟ ପାର୍ଟି (BNP) ର ପ୍ରାର୍ଥୀ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର ସଂସଦୀୟ ନିର୍ବାଚନରେ ୨୫୫ଟି ଭୋଟ୍ ପାଇବା ପରେ ବାଂଲାଦେଶର ୨୩ତମ ରାଷ୍ଟ୍ରପତି…

SRCଙ୍କ କଡ଼ା ନିର୍ଦ୍ଦେଶ, ବନ୍ୟା ପ୍ରଭାବିତ ଏହି ୪ ଜିଲାକୁ ମିଳିବ ଚାଉଳ…

ଭୁବନେଶ୍ବର ୨୦।୮: ପ୍ରବଳ ବର୍ଷା ଓ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ…

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଇଭି-ଇଥାନଲ୍ ଚାଳିତ ଗାଡ଼ିକୁ…

ଭୁବନେଶ୍ୱର,୨୦।୮: ରାଜ୍ୟରେ ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବା ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି…

ଗୋଟିଏ ମାସରେ ୪ ଲଘୁଚାପ, ପୁଣି ଦାନା ବାନ୍ଧିଲାଣି, କାଲିଠୁ ପ୍ରବଳ ବର୍ଷା !

ଭୁବନେଶ୍ୱର,୨୦।୮: ପାଣିପାଗକୁ ନେଇ ବଡ଼ ଖବର । ଅଗଷ୍ଟ ମାସରେ ଗଲାଣି ତିନି ତିନିଟି ଲଘୁଚାପ । ତେବେ ପୁଣି ଆସୁଛି ଲଘୁଚାପ । ଏ ନେଇ…

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri