Posted inଜାତୀୟ

ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା

ଡେରାଡୁନ, ୩୦।୮: ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ବାଦଲଫଟା ବର୍ଷା ସାଙ୍ଗକୁ ଭୂସ୍ଖଳନ ଘଟିଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ପଥରଖଣ୍ଡ ଖସି ଲୋକଙ୍କ ଘର ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି। ଜୁମ୍ମା ଗ୍ରାମର ଜାମ୍ରି ଏବଂ ତାର୍‌କୋଟଠାରେ ଏହି ବିପର୍ଯ୍ୟୟ ଘଟିଛି। ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ବାହିନୀ(ଏସ୍‌ଡିଆର୍‌ଏଫ୍‌) ଟିମ୍‌ ପକ୍ଷରୁ ଊଦ୍ଧାର କାର୍ଯ୍ୟ ଜାରି ରହିଥିବା ପିଥୋରାଗଡ଼ ଜିଲାପାଳ ଆଶିଷ ଚୌହାନ କହିଛନ୍ତି। ତେବେ ପ୍ରବଳ ବର୍ଷା ଲାଗି ରହିଥିବାରୁ ଉଦ୍ଧାର କାର୍ଯ୍ୟ ଆଗେଇ ପାରିନାହିଁ। ଉଦ୍ଧାର କାର୍ଯ୍ୟ ଜୋର୍‌ଦାର କରିବାକୁ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହରିୟାଣାରେ ମୋଦିଙ୍କ ନିର୍ବାଚନୀ ଶଙ୍ଖନାଦ

ରୋହତକ୍‌୍‌,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହରିୟାଣା ବିଧାନସଭା ନିର୍ବାଚନ ପାଇଁ ରବିବାର ଶଙ୍ଖନାଦ କରିଛନ୍ତି। ରୋହତକରେ ଆୟୋଜିତ ଏକ ସଭାରେ ସେ ଭାଜପା ସରକାରଙ୍କ ଶହେ...

ମେୟର ନିର୍ବାଚନ ପରେ ଷ୍ଟାଣ୍ଡିଂ କମିଟିକୁ ନେଇ ଏଏପି-ଭାଜପା ମଧ୍ୟରେ ଗଣ୍ଡଗୋଳ, ପରସ୍ପର ଉପରକୁ ଫିଙ୍ଗିଲେ କାଗଜ

ନୂଆଦିଲ୍ଲୀ,୨୩ ।୨: ଦିଲ୍ଲୀ ନଗର ନିଗମର ନିର୍ବାଚନ ଗତବର୍ଷ ଡିସେମ୍ବରରେ ହୋଇଥିଲା । ସେବେଠାରୁ ଏଠାକାର ମେୟର ନିର୍ବାଚନ ବାକିଥିଲା । ବୁଧବାର ଦିଲ୍ଲୀର ମେୟର...

୧୦ ବର୍ଷୀୟା ଆଦିବାସୀଙ୍କୁ ୫୦ ହଜାରରେ ବିକ୍ରି

ଅହମଦାବାଦ,୧୭ା୧୦: ଗୁଜରାଟର ବନାସକାନ୍ଥାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ବିବାହ ପାଇଁ ତାଙ୍କ ୧୦ ବର୍ଷୀୟା ଝିଅଙ୍କୁ ୫୦ ହଜାର ଟଙ୍କାରେ...

ତେଜୁଛି ସାମ୍ପ୍ରଦାୟିକ ହିଂସା

ନୂଆଦିଲ୍ଲୀ,୧୯।୪: ଦେଶର ବିଭିନ୍ନ ରାଜ୍ୟରେ ଗତ କିଛି ଦିନ ହେଲା ସାମ୍ପ୍ରଦାୟିକ ହିଂସା ବଢ଼ିବାରେ ଲାଗିଛି। ରାମନବମୀ ଶୋଭଯାତ୍ରା ଏବଂ ହନୁମାନ ଜୟନ୍ତୀ ସମୟରେ ବିଭିନ୍ନ...

ଲକ୍ଷେ ୪୮ ହଜାର ଟପିଲା ସକ୍ରିୟ ମାମଲା …

ନୂଆଦିଲ୍ଲୀ, ୨୧।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ପିଏଫ୍‌ଆଇ ବ୍ୟାନ୍‌ ଉପରେ କେନ୍ଦ୍ରକୁ ସମାଲୋଚନା କଲେ ମାୟାବତୀ

ଲକ୍ଷ୍ନୌ,୧।୧୦: ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ) ବ୍ୟାନ୍‌ କରିବା ନେଇ ବହୁଜନ ସମାଜ ପାର୍ଟି (ବିଏସ୍‌ପି) ମୁଖ୍ୟ ମାୟାବତୀ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି।...

ପ୍ରେମିକାଙ୍କ ଘର ଆଗରେ ଜଳିଲା ପ୍ରେମିକଙ୍କ ଜୁଇ

ମୁଜାଫରପୁର,୨୬।୭: ଦିନେ ପ୍ରେମିକାଙ୍କୁ କହିଥିଲେ, ତୁମ ଘର ଆଗରେ ଗୋଟିଏ ଘର କରିବି, କିନ୍ତୁ ଭାଗ୍ୟର ବିଡମ୍ବନା ସେହି ପ୍ରେମିକାଙ୍କ ଘର ଆଗରେ ତାଙ୍କ ଚିତା...

ଅସୁସ୍ଥ ମହିଳାଙ୍କୁ ଷ୍ଟ୍ରେକଚର୍‌ରେ ଧରି ୧୫ ଘଣ୍ଟା ଚାଲିଲେ ଆଇଟିବିପି ଯବାନ

ପିଥୋରଗଡ଼, ୨୩।୮: ଲଗାଣ ବର୍ଷା ଯୋଗୁ ଉତ୍ତରାଖଣ୍ଡରେ ସ୍ଥିତି ସଙ୍ଗୀନ ହୋଇଗଲାଣି। ବନ୍ୟା ଓ ଭୂସ୍ଖଳନ ଯୋଗୁ ଲୋକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବିଶେଷ...

Advertisement
Archives

Model This Week